Posted inଖେଳ

ଘରୋଇ ମାଟିରେ ଇତିହାସ ରଚିଲା ଓଡ଼ିଶା ଏଫ୍ ସି: ପ୍ରଥମ ଥର ହାତେଇଲା ଇଣ୍ଡିଆନ୍ ୱିମେନ୍ସ ଲିଗ୍ ଟ୍ରଫି

ଭୁବନେଶ୍ୱର,୨୪।୩: ଇଣ୍ଡିଆନ୍‌ ଓମେନ୍ସ ଲିଗ୍‌(ଆଇଡବ୍ଲ୍ୟୁଏଲ୍‌)ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ କର୍ନାଟକ କିକ୍‌ଷ୍ଟାର୍ଟ ଏଫ୍‌ସିକୁ ହରାଇ ଚାମ୍ପିୟନ ହୋଇଛି ଓଡ଼ିଶା ଏଫ୍ ସି। ଏହି ମ୍ୟାଚ୍‌ ଜିତିବା ସହିତ ଆଇଡବ୍ଲ୍ୟୁଏଲ୍‌ ଇତିହାସରେ ପ୍ରଥମ ଟାଇଟଲ ହାସଲ କରିଛି।

ରବିବାର କଳିଙ୍ଗ ଷ୍ଟାଡିୟମରେ ଖେଳା ଯାଇଥିବା ମ୍ୟାଚରେ ଓଡ଼ିଶା ଏଫ୍ ସି ଘରୋଇ ପରିବେଶର ଫାଇଦା ନେଇ କିକ୍‌ଷ୍ଟାର୍ଟକୁ ୬-୦ ଗୋଲରେ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋହଲି ନୁହେଁ, ଏହି ୨ ବ୍ୟାଟ୍‌ସମ୍ୟାନ୍‌ ଅରେଞ୍ଜ୍‌ କ୍ୟାପ୍‌ ଜିତିବାର ପ୍ରମୁଖ ଦାବିଦାର

ନୂଆଦିଲ୍ଲୀ,୯।୫: ଇଣ୍ଡିଆନ ପ୍ରିମିୟର ଲିଗର ଚଳିତ ସିଜିନ୍‌ ଏହାର ଶେଷ ପର୍ଯ୍ୟାୟରେ ପ୍ରବେଶ କରିଛି। ଆଗାମୀ ୨ ସପ୍ତାହରୁ କମ ସମୟ ମଧ୍ୟରେ, ଆଇପିଏଲ ୨୦୨୪ର...

ମାତ୍ର ୧୨ ରନ୍‌ରେ ଅଲଆଉଟ୍‌ ହେଲା ଏହି ଟିମ୍‌: ୭ ବ୍ୟାଟ୍ସମ୍ୟାନ୍‌ ‘ଶୂନ’ରେ ଆଉଟ୍‌

ନୂଆଦିଲ୍ଲୀ,୯।୫: ଆଜିକାଲି ଆଇପିଏଲ ୨୦୨୪ରେ ବିଭିନ୍ନ ବଡ଼ ସ୍କୋର କରୁଛନ୍ତି, କିନ୍ତୁ ବର୍ତ୍ତମାନ ଅନ୍ତର୍ଜାତୀୟ କ୍ରିକେଟ ରେ ଗୋଟିଏ ଦଳ ମାତ୍ର ୧୨ ରନ ପାଇଁ...

୬୬୬ କୋଟି ଟଙ୍କା ମୂଲ୍ୟର ସୁନା ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ

ତାମିଲନାଡୁ,୯।୫: ୬୬୬ କୋଟି ଟଙ୍କା ମୂଲ୍ୟର ସୁନା ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ। ବୁଧବାର ତାମିଲନାଡୁର ଏରୋଡରେ ଏହି ଦୁର୍ଘଟଣାର ଘଟିଛି। ଘଟଣାରେ ଡ୍ରାଇଭର ଏବଂ ଜଣେ...

ହେଡ୍‌-ଅଭିଷେକଙ୍କ ବ୍ୟାଟିଂ ଦେଖି ସଚିନଙ୍କ ହୋଶ୍‌ ଉଡିଲା: ଦେଲେ ଏମିତି ପ୍ରତିକ୍ରିୟା

ହାଇଦ୍ରାବାଦ୍‌,୯।୫: ଆଇପିଏଲ ୨୦୨୪ରେ ସନରାଇଜର୍ସ ହାଇଦ୍ରାବାଦ ବ୍ୟାଟ୍ସମ୍ୟାନ ବୋଲରମାନଙ୍କୁ ପ୍ରହାର କରୁଛନ୍ତି। ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରେ ଟ୍ରାଭିସ ହେଡ ଏବଂ ଅଭିଷେକ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ...

୧୦ ଉଇକେଟରେ ଜିତିଲା ସନ୍‌ରାଇଜର୍ସ

ହାଇଦ୍ରାବାଦ, ୯।୫: ଟାର୍ଗେଟ ଥିଲା ୧୬୬ ରନ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଯେପରି ବ୍ୟାଟିଂ କରିଥିଲା ପିଚ୍‌ ସ୍ଲୋ ଥିବା ପ୍ରତୀୟମାନ ହେଉଥିଲା। ମାତ୍ର ସିଂହ...

ବଡ଼ ବିଜୟ ହାସଲ କଲା ସନ୍‌ରାଇଜର୍ସ: ପ୍ରଥମ ଦଳ ଭାବେ ମୁମ୍ବାଇ ଇଣ୍ଡିଆନ୍ସ ପ୍ଲେଅଫ ଦୌଡରୁ ବିଦା

ହାଇଦ୍ରାବାଦ, ୮।୫: ମୁମ୍ବାଇ ଇଣ୍ଡିଆନ୍ସ ବର୍ତ୍ତମାନ ପ୍ରଥମ ଦଳ ହୋଇଛି ଯିଏ ଆଇପିଏଲ୍ ୨୦୨୪ ରୁ ବାଦ୍ ପଡିଛି। ପରବର୍ତ୍ତୀ ମ୍ୟାଚ୍ ଖେଳିବା ପୂର୍ବରୁ ଏହା...

୧୦ ଉଇକେଟରେ ଜିତିଲା ସନ୍‌ରାଇଜର୍ସ: ଟ୍ରାଭିସ ହେଡ୍‌ ଓ ଅଭିଷେକ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ

ହାଇଦ୍ରାବାଦ, ୮।୫: ଟାର୍ଗେଟ ଥିଲା ୧୬୬ ରନ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଯେପରି ବ୍ୟାଟିଂ କରିଥିଲା ପିଚ୍‌ ସ୍ଲୋ ଥିବା ପ୍ରତୀୟମାନ ହେଉଥିଲା। ମାତ୍ର ସିଂହ...

ବିରାଟ କୋହଲିଙ୍କ ଯୋଗୁ ହାରିଯାଇଥିଲେ ବିଶ୍ୱକପ୍‌ ଫାଇନାଲ? ବହୁତ ବଡ଼ କଥା କହିଦେଲେ ସେହ୍ବାଗ…

ନୂଆଦିଲ୍ଲୀ,୮।୫: ଭାରତୀୟ ଟିମ୍‌ ୨୦୨୩ ଦିନିକିଆ ବିଶ୍ୱକପ୍‌ରେ ଗୋଟିଏ ବି ମ୍ୟାଚ୍‌ ନ ହାରି ଫାଇନାଲରେ ପ୍ରବେଶ କରିଥିଲା। ହେଲେ ଫାଇନାଲରେ ଅଷ୍ଟ୍ରେଲିଆ ବିପକ୍ଷରେ ହାରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri