Posted inଖେଳ

ଓଡ଼ିଶାର ଆହାନ ମିଶ୍ରଙ୍କୁ ସଫଳତା

ଭୁବନେଶ୍ୱର, ୧୧।୧ (ତପନ ସ୍ବାଇଁ): କୋଲକାତାରେ ଅନୁଷ୍ଠିତ ଏଆଇଟିଏ ୧୮ ବର୍ଷରୁ କମ୍‌ ସିଏସ୍‌୭ ଟେନିସ ଟୁର୍ନାମେଣ୍ଟରେ ଓଡ଼ିଶାର ଆହାନ ମିଶ୍ର ଡବଲ୍ସରେ ଚାମ୍ପିୟନ ଓ ସିଙ୍ଗଲ୍ସରେ ରନରଅପ୍‌ ହୋଇଛନ୍ତି। ପଶ୍ଚିମବଙ୍ଗର ଶୌନକ ଚାଟାର୍ଜୀ ଓ ଆହାନଙ୍କ ଯୋଡ଼ି ଡବଲ୍ସ ଫାଇନାଲରେ ପଶ୍ଚିମବଙ୍ଗ ଯୋଡ଼ି ମୟନ୍ଦ ତିଓ୍ବାରୀ ଓ ମହମ୍ମଦ ଆଦିଲଙ୍କୁ ୬-୩, ୬-୧ ସେଟ୍‌ରେ ପରାସ୍ତ କରିଛନ୍ତି। ସିଙ୍ଗଲ୍ସ ଇଭେଣ୍ଟରେ ଆହାନ ପ୍ରଭାବୀ ପ୍ରଦର୍ଶନ କରିଥିଲେ ମଧ୍ୟ ଫାଇନାଲରେ ଟପ୍‌ ସିଡ୍‌ ଶୌନକ ଚାଟାର୍ଜୀଙ୍କଠାରୁ ୨-୬, ୬-୨, ୫-୭ରେ ହାରି ଯାଇଛନ୍ତି। ପ୍ରତିଯୋଗିତାରୁ ଆହାନଙ୍କୁ ୨୫ ଡବଲ୍ସ ଓ ୨୦ ସିଙ୍ଗଲ୍ସ ଏଆଇଟିଏ ର଼୍ୟାଙ୍କିଙ୍ଗ୍‌ ପଏଣ୍ଟ ପ୍ରାପ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?