ଓଡ଼ିଶାର ସୁନା ଝିଅ ଅନାହିତା ମିଶ୍ର: ଏସିଆର ପ୍ରଥମ ଖେଳାଳି ଭାବେ ଜିତିଲେ ଫାରୋ ଇନଲାଇନ ଫ୍ରିଷ୍ଟାଇଲ ବିଶ୍ୱକପ

ଭୁବନେଶ୍ୱର,୨୨।୯: ଓଡ଼ିଶାର ସ୍କେଟିଂ ତାରକା ଅନାହିତା ମିଶ୍ର ପର୍ତ୍ତୁଗାଲରେ ଅନୁଷ୍ଠିତ ଫାରୋ ଇନଲାଇନ ଫ୍ରିଷ୍ଟାଇଲ ବିଶ୍ୱକପରେ ସ୍ୱର୍ଣ୍ଣ ପଦକ ଜିତି ଭାରତକୁ ଗୌରବାନ୍ୱିତ କରିଛନ୍ତି। ଏହି ସଫଳତା ସହ ସେ ଏସିଆର ପ୍ରଥମ ଖେଳାଳି ଭାବେ ୟୁରୋପୀୟ ପ୍ରାଧାନ୍ୟ ବିଶିଷ୍ଟ ଏହି ଚାମ୍ପିୟନସିପରେ ସ୍ୱର୍ଣ୍ଣ ଜିତିଛନ୍ତି।

କଟକର ଏହି ଯୁବ ପ୍ରତିଭା ରବିବାର ଅନୁଷ୍ଠିତ ଏହି ପ୍ରତିଷ୍ଠିତ ଇଭେଣ୍ଟରେ ସ୍ପିଡ ସ୍ଲାଲମରେ ବିଶ୍ୱର ୪ ନମ୍ବର ଖେଳାଳିଙ୍କୁ ପରାସ୍ତ କରି ଶୀର୍ଷ ସ୍ଥାନ ସହ ଟ୍ରଫି ଓ ନଗଦ ପୁରସ୍କାର ହାସଲ କରିଛନ୍ତି।

୨୦୨୫ରେ ଏହା ଅନାହିତାଙ୍କ ତୃତୀୟ ଆନ୍ତର୍ଜାତୀୟ ସ୍ୱର୍ଣ୍ଣ ପଦକ। ଏହା ପୂର୍ବରୁ ସେ ପୋଲାଣ୍ଡର କେଟ୍ରଜିନ ଓ ଫ୍ରାନ୍ସର ରେନେସରେ ସ୍ୱର୍ଣ୍ଣ ଜିତି ନିଜକୁ ଏହି ଖେଳର ଉଜ୍ଜ୍ୱଳ ତାରକା ଭାବେ ପ୍ରତିଷ୍ଠିତ କରିଛନ୍ତି।

ଭାରତରେ ରୋଲର ସ୍କେଟିଂ ଏକ ସ୍ୱର୍ଣ୍ଣିମ ଯୁଗ ଦେଖୁଛି। ଗତ କିଛି ସପ୍ତାହ ମଧ୍ୟରେ ସ୍ପିଡ ସ୍କେଟର, ଆର୍ଟିଷ୍ଟିକ ସ୍କେଟର ଓ ଇନଲାଇନ ଫ୍ରିଷ୍ଟାଇଲ ସ୍କେଟରମାନେ ଆନ୍ତର୍ଜାତୀୟ ମଞ୍ଚରେ ନିଜର ଛାପ ଛାଡ଼ୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଏମ୍‌ପି ସୁଶୀଳା ତିରିଆଙ୍କ ପରଲୋକ

ବାରିପଦା,୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ପୂର୍ବତନ ଏମ୍‌ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା…

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

ସାବିତ୍ରୀ ନାୟକଙ୍କ ପରଲୋକ, ଦୁଃଖପ୍ରକାଶ କଲେ ବଲାଙ୍ଗୀର ବିଧାୟକ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବର୍ଷୀୟାନ ଶିକ୍ଷାବିତ୍ ପ୍ରାଣବନ୍ଧୁ ନାୟକଙ୍କ ଧର୍ମପତ୍ନୀ ସାବିତ୍ରୀ ନାୟକ (୮୨ ) ଆଜି ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ମହିଳା…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

PCBର ଅଜବ ନିଷ୍ପତ୍ତି: T20 ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧ା୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) 2026ଟି-20 ବିଶ୍ୱକପ ସମ୍ପର୍କରେ ଏକ ଅଜବ ନିଷ୍ପତ୍ତି ନେଇଛି। ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟରେ ପାକିସ୍ତାନ ଦଳ ଭାରତ ସହିତ ଖେଳିବ…

କେନ୍ଦ୍ର ବଜେଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଏହା ଐତିହାସିକ ବଜେଟ୍

ଭୁବନେଶ୍ବର, ୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଜି ୨୦୨୬-୨୭ ବର୍ଷ ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ଉପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ…

ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri