ରାଜ୍ୟରେ ୫,୯୯୨.୯୨ କୋଟି ମୂଲ୍ୟର ୨୬ ଟି ପ୍ରକଳ୍ପକୁ ଅନୁମୋଦନ; ସୃଷ୍ଟି ହେବ ୧୯,୩୬୪ ଚାକିରି

ଭୁବନେଶ୍ୱର,୧୦।୭: ବୁଧବାର ମୁଖ୍ୟ ଶାସନ ସଚିବ ମନୋଜ ଅହୁଜାଙ୍କ ନେତୃତ୍ୱରେ ବସିଥିବା ରାଜ୍ୟ ସ୍ତରୀୟ ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ୫,୯୯୨.୯୨ କୋଟି ମୂଲ୍ୟର ୨୬ ଟି ପ୍ରକଳ୍ପକୁ ଅନୁମୋଦନ ମିଳିଛି। ସରକାରଙ୍କ ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟରେ ପ୍ରାୟ ୧୯,୩୬୪ ଚାକିରି ସୃଷ୍ଟି ହେବ।

ଏହି ପ୍ରକଳ୍ପ ବିବିଧ ଭାବେ ରୂପରେଖ ଦେଇ ଓଡ଼ିଶା ଦୃଶ୍ୟପଟ୍ଟକୁ ରୂପାନ୍ତର କରିବାକୁ ସ୍ଥିର କରିଛନ୍ତି ସରକାର। ଏହି ପ୍ରକଳ୍ପ ଗୁଡିକ ମଧ୍ୟରେ ଇସ୍ପାତ, ରାସାୟନିକ ପଦାର୍ଥ, ନବୀକରଣ ଯୋଗ୍ୟ ବିଭିନ୍ନ କ୍ଷେତ୍ର ମଧ୍ୟରେ ଏକ ସିରିଜ୍ ପ୍ରକଳ୍ପକୁ ଅନୁମୋଦନ କରାଯାଇଛି। ସେହିପରି ଶକ୍ତି, ବସ୍ତ୍ର, ଉତ୍ପାଦନ, ପ୍ୟାକେଜିଂ, ଖାଦ୍ୟ ପ୍ରକ୍ରିୟାକରଣ, ଆଇଟି, ଭିତ୍ତିଭୂମି, ଏବଂ ପର୍ଯ୍ୟଟନ ଏହି ପ୍ରକଳ୍ପଗୁଡିକ ମୟୂରଭଞ୍ଜ, ସୁନ୍ଦରଗଡ, ସମ୍ବଲପୁର, କେନ୍ଦୁଝର, ଗଞ୍ଜାମ, ଜଗତ୍ସିଂହପୁର, ଖୋର୍ଦ୍ଧା, ଝାରସୁଗୁଡା, ବୌଦ୍ଧ, କୋରାପୁଟ, ବାଲେଶ୍ୱର, କଟକ, ଭଦ୍ରକ ଏବଂ ପୁରୀ ୧୪ଟି ଜିଲାରେ କାର୍ଯ୍ୟକାରୀ ହେବ।

ବର୍ତମାନ ଓଡ଼ିଶା ନିବେଶରେ ବିଭିନ୍ନ କ୍ଷେତ୍ରରେ କ୍ରମାଗତ ବୃଦ୍ଧି ଘଟୁଛି। ଯାହା ଫଳରେ ରାଜ୍ୟରେ ଆର୍ଥିକ ଅଭିବୃଦ୍ଧି ଏବଂ ସାରା ରାଜ୍ୟରେ ନିଯୁକ୍ତି ସୁଯୋଗ ସୃଷ୍ଟି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ICC ଦିନିକିଆ ମାନ୍ୟତା: ଶୀର୍ଷରେ ରୋହିତ, ଦ୍ୱିତୀୟ ସ୍ଥାନକୁ ଉଠିଲେ କୋହଲି

ମୁମ୍ବାଇ,୧୦।୧୨: ଆଇସିସି ଦ୍ୱାରା ବୁଧବାର ପ୍ରକାଶିତ ସଦ୍ୟତମ ଦିନିକିଆ ମାନ୍ୟତାରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଶୀର୍ଷ ସ୍ଥାନ ବଜାୟ ରଖିଥିବାବେଳେ ବିରାଟ କୋହଲି ଦୁଇଟି...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri