Posted inରାଜ୍ୟ

ଓଡ଼ିଶାର ଏହି ବିଶ୍ୱବିଦ୍ୟାଳୟରେ ପ୍ରଥମ ଆରମ୍ଭ ହେବ AI, ମେସିନ୍ ଲର୍ନିଂ ଲ୍ୟାବ୍‌

ଭୁବନେଶ୍ୱର, ୨୫ା୧: ସମଗ୍ର ବିଶ୍ୱ ଏବେ କୃତ୍ରିମ ବୁଦ୍ଧିମତ୍ତା(AI) ପଛରେ ଦୌଡ଼ିବାରେ ଲାଗିଛି। ଏହି ଦୋୖଡରେ ଏବେ ଓଡିଶାର ଶିକ୍ଷା ବ୍ୟବସ୍ଥା ସାମିଲ ହେବାକୁ ଯାଉଛି। ସମ୍ବଲପୁର ବିଶ୍ୱବିଦ୍ୟାଳୟ ପରିସରରେ ଓଡ଼ିଶାର ପ୍ରଥମ (AI) ଏବଂ ମେସିନ୍ ଲର୍ନିଂ ଲ୍ୟାବ୍ ପ୍ରତିଷ୍ଠା ହେବାକୁ ଯାଉଛି। ଏହି ଅତ୍ୟାଧୁନିକ ପ୍ରକଳ୍ପ ରାଜ୍ୟର ବୈଷୟିକ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ କରିବ। ରାଜ୍ୟ ସରକାରଙ୍କ ଆର୍ଥିକ ସହାୟତାରେ ଏହି ମହତ୍ତ୍ୱାକାଂକ୍ଷୀ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି।

ରବିବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି AI ଏବଂ ML ଲ୍ୟାବ୍‌ର ଶିଳାନ୍ୟାସ କରିଛନ୍ତି। ଏହାସହ ସେ SUIIT ପରିସରରେ ଏକ ନୂତନ ଇନଡୋର ବ୍ୟାଡମିଣ୍ଟନ ଷ୍ଟାଡିୟମର ଉଦଘାଟନ ମଧ୍ୟ କରିଛନ୍ତି। ଏହି ଲ୍ୟାବ୍ ପ୍ରତିଷ୍ଠା ହେବା ଫଳରେ ବିଶ୍ୱବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀ ନୂତନ ପିଢ଼ିର କୃତ୍ରିମ ବୁଦ୍ଧିମତା ଏବଂ ମେସିନ୍ ଲର୍ନିଂ ଭଳି ଜ୍ଞାନକୌଶଳରେ ଦକ୍ଷତା ହାସଲ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ପାର୍ବଣ ପୂର୍ବରୁ ମହଙ୍ଗା ମାଡ଼: ୮ ଟଙ୍କା ବଢ଼ିପାରେ କ୍ଷୀର ମୂଲ୍ୟ! ରାଜ୍ୟ ସରକାରଙ୍କୁ ୩ ଦିନିର ଅଲ୍ଟିମେଟମ ଦେଲେ…

ନୂଆଦିଲ୍ଲୀ,୧୯।୯: କର୍ନାଟକରେ ପାର୍ୱଣ ଋତୁ ପୂର୍ୱରୁ ଲୋକଙ୍କୁ ଆଉ ଏକ ବଡ଼ ଝଟକା ଲାଗିପାରେ। ଏଠାରେ ଖୁବ ଶୀଘ୍ର କ୍ଷୀର ଦରରେ ବଡ଼ ଧରଣର ବୃଦ୍ଧି ଦେଖିବାକୁ…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

କଠୋର ଆଭିମୁଖ୍ୟ

ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍‌’…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?