ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ

କାମାକ୍ଷାନଗର, ୩୦।୫: କାମାକ୍ଷାନଗର ନିର୍ବାଚନମଣ୍ଡଳିର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଗତକାଲି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ୧୯୭୭ରେ ପ୍ରଥମ କରି ଜନତା ଦଳରୁ ନିର୍ବାଚିତ ହୋଇଥିଲେ। ୭୪ ବର୍ଷ ବୟସରେ ସେ ଶେଷ ନିଶ୍ଚାସ ତ୍ୟାଗ କରିଥିବା ସୂଚନା ମିଳିଛି। ପଟ୍ଟନାୟକ କାମାକ୍ଷାନଗର ନିର୍ବାଚନମଣ୍ଡଳିରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ଏବଂ ରାଜ୍ୟର ରାଜନୀତିରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ତାଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

୧୯୭୭ରେ ପ୍ରଥମ ସେ ଜନତା ଦଳରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୧୯୮୫ ରେ ଭାରତୀୟ ଜନତା ପାର୍ଟି ଏବଂ ୧୯୯୦ ରେ ପୁଣିଥରେ ଜନତା ଦଳରୁ ବିଧାନସଭାକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…

ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?