Odisha Elections 2024
Posted inଖେଳ

ଓଡ଼ିଶାର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ ବରୋଦା

ଭୁବନେଶ୍ୱର, ୩।୧ (ତପନ ସ୍ବାଇଁ): ରଣଜୀ ଟ୍ରଫି ସିଜନ ୨୦୨୩-୨୪ର ପ୍ରଥମ ୨ ମ୍ୟାଚ ଖେଳିବା ପାଇଁ ଓଡ଼ିଶା ଦଳ ମଙ୍ଗଳବାର ଭଦୋଦରା ଯାତ୍ରା କରିଛି। କାରଣ ଓଡ଼ିଶାର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ ହେଉଛି ବରୋଦା। ଭଦୋଦରାର ମୋତିବାଗ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା-ବରୋଦା ମ୍ୟାଚ ଚଳିତ ମାସ ୫ରୁ ୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଶାନ୍ତନୁ ମିଶ୍ରଙ୍କ ନେତୃତ୍ୱରେ ୧୫ ଜଣିଆ ଓଡ଼ିଶା ଦଳ ସହ ମୁଖ୍ୟ କୋଚ୍‌ ଦୀନେଶ ମୋଙ୍ଗିଆ, କୋଚ୍‌ ଅବକାଶ ଖଟୁଆ, ମ୍ୟାନେଜର ସୁଜିତ ପ୍ରଧାନ, ମେଣ୍ଟର ଦେବାଶିଷ ପାଢ଼ୀ, ଭିଡିଓ ଆନାଲିଷ୍ଟ ଶାରାଦା ବିଶ୍ୱାଳ, ଫିଜିଓ ରୋନି ଚାଟାର୍ଜୀ, ଏସ୍‌ ଆଣ୍ଡ ସି କୋଚ୍‌ ପ୍ରତ୍ୟୁଷ ଅଗ୍ରଓ୍ବାଲ ଓ ସାଇଡ୍‌-ଆର୍ମ ଥ୍ରୋୟର ରନତ୍ାକର ବେହେରା ଦଳସହ ଭଦୋଦରା ଯାଇଛନ୍ତି। ପ୍ରଥମ ମ୍ୟାଚ ଖେଳି ସାରିବା ପରେ ଓଡ଼ିଶା ଦଳ ଇନ୍ଦୋର ଯାଇ ସେଠାକାର ଇମେରାଲ୍ଡ ହାଇଟ୍ସ ଇଣ୍ଟରନ୍ୟାଶନାଲ ସ୍କୁଲ ଗ୍ରାଉଣ୍ଡରେ ମଧ୍ୟପ୍ରଦେଶ ବିପକ୍ଷରେ ୧୨ରୁ ୧୫ ପର୍ଯ୍ୟନ୍ତ ଦ୍ୱିତୀୟ ମ୍ୟାଚ ଖେଳିବ।
ଓଡ଼ିଶା ରଣଜୀ ଦଳ: ଶାନ୍ତନୁ ମିଶ୍ର (ଅଧିନାୟକ), ଅନୁରାଗ ଷଡ଼ଙ୍ଗୀ, ସନ୍ଦୀପ ପଟ୍ଟନାୟକ, ଶୁଭ୍ରାଂଶୁ ସେନାପତି, କାର୍ତ୍ତିକ ବିଶ୍ୱାଳ, ଆଶୀର୍ବାଦ ସ୍ବାଇଁ, ରାଜେଶ ଧୂପର, ଜୟନ୍ତ ବେହେରା, ରାଜେଶ ମହାନ୍ତି, ଦେବବ୍ରତ ପ୍ରଧାନ, ସୁନୀଲ କୁମାର ରାଉଳ, ସୂର୍ଯ୍ୟକାନ୍ତ ପ୍ରଧାନ, ଗୋବିନ୍ଦ ପୋଦ୍ଦାର, ପ୍ରୟାସ ସିଂ, ସୁମିତ ଶର୍ମା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ୱାଲିଫାୟରରେ ଆଣ୍ଠେଇଲା ହାଇଦ୍ରାବାଦ; ବ୍ୟାଟିଂ ଫାୟାର ପାଓ୍ବାର୍‌ ଫେଲ୍‌, କୋଲକାତାକୁ ମାତ୍ର ଏତିକି ରନ୍‌ର ସହଜ ଟାର୍ଗେଟ…

ଅହମ୍ମଦାବାଦ,୨୧।୫: ଆଇପିଏଲ୍‌ ୨୦୨୪ ସିଜନରେ ପ୍ଲେଅଫ୍‌ର ରୋମାଞ୍ଚ ଆରମ୍ଭ ହୋଇଛି। ପ୍ରଥମ କ୍ୱାଲିଫାୟରରେ କୋଲକାତା ନାଇଟ ରାଇଡର୍ସ(କେକେଆର୍‌) ଏବଂ ସନରାଇଜର୍ସ ହାଇଦ୍ରାବାଦ ମୁହାଁମୁହିଁ ହେଉଛି। ନରେନ୍ଦ୍ର...

କୋଲକାତା ବିପକ୍ଷରେ ଟସ୍‌ ଜିତିଲା ହାଇଦ୍ରାବାଦ, ନେଲା ଏହି ନିଷ୍ପତ୍ତି

ଅହମ୍ମଦାବାଦ,୨୧।୫: ଆଇପିଏଲ୍‌ କ୍ୱାଲିଫାୟର- ୧ ମୁକାବିଲା ମଙ୍ଗଳବାର କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌) ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା...

ଗମ୍ଭୀର ନା ଫ୍ଲେମିଂ, କିଏ ହେବେ ଭାରତର କୋଚ୍‌? ମହେନ୍ଦ୍ର ସିଂ ଧୋନୀ ନେବେ ନିଷ୍ପତ୍ତି !

ନୂଆଦିଲ୍ଲୀ,୨୧।୫: ଟି୨୦ ବିଶ୍ୱକପ୍‌ ପରେ ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ପଦ ଖାଲି ହୋଇଯିବ। ଏଥିଲାଗି ବିସିସିଆଇ ନୂଆ କୋଚ୍‌ ଖୋଜିବା ଆରମ୍ଭ କରିଛି। ନ୍ୟାଶନାଲ...

ତୁମକୁ ଫାଇନାଲ୍‌ ଜିତିବାକୁ ପଡ଼ିବ…କୋହଲିଙ୍କୁ ଧୋନୀଙ୍କ ମେସେଜ୍‌

ନୂଆଦିଲ୍ଲୀ,୨୧।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମେ ୧୮ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରି ପ୍ଲେ ଅଫରେ ସ୍ଥାନ ହାସଲ କରିଛି । ପ୍ଲେ ଅଫରେ...

ମୁଁ କାହାର ପାଦ ଛୁଏଁ ନାହିଁ, ସେଥିପାଇଁ ମୋତେ….କାହିଁକି ଏମିତି କହିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୨୧।୫: ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର ତାଙ୍କର ତାଙ୍କ ବିବୃତ୍ତି ପାଇଁ ପ୍ରାୟତ ଚର୍ଚ୍ଚାରେ ଥାନ୍ତି। ନିକଟରେ ଟିମ ଇଣ୍ଡିଆର ଅଫ ସ୍ପିନର ରବି...

୪୦୦ ମିଟରରେ ଦୀପ୍ତିଙ୍କ ବିଶ୍ୱରେକର୍ଡ

କୋବ୍‌ (ଜାପାନ), ୨୧ା୫ (ପି.ଟି.): ଭାରତର ଦୀପ୍ତି ଜୀବନଜୀ ଏଠାରେ ଚାଲିଥିବା ବିଶ୍ୱ ପାରା ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ ମହିଳା ୪୦୦ମିଟର ଟି୨୦ କାଟେଗୋରିରେ ବିଶ୍ୱ ରେକର୍ଡ...

୧୫ତମ ଷ୍ଟେଜ୍‌ରେ ପୋଗାକାର ବିଜୟୀ

ରୋମ୍‌, ୨୧।୫: ଟାଡେଜ ପୋଗାକାର (ସ୍ଲୋଭାକିଆ/ ୟୁଏଇ ଟିମ୍‌ ଏମିରେଟ୍ସ) ଗିରୋ ଡି’ ଇଟାଲିଆ ସାଇକେଲ ରେସ୍‌ର ୧୫ତମ ଷ୍ଟେଜ୍‌ ଜିତିଛନ୍ତି। ସେ ୬ ଘଣ୍ଟା...

ଟିକେଟ୍‌ ବିକ୍ରି ବୃଦ୍ଧି ପାଇଁ କ୍ୟାମ୍ପେନ୍‌

ପ୍ୟାରିସ୍‌,୨୧ା୫(ପି.ଟି): ପ୍ୟାରିସ୍‌ ପାରାଲିମ୍ପିକ୍ସକୁ ଆଉ ୧୦୦ ଦିନ ବାକି ରହିଛି। ଅଗଷ୍ଟ ୨୮ରୁ ସେପ୍ଟେମ୍ବର ୮ ତାରିଖ ଯାଏ ଏହି ମେଗା ଇଭେଣ୍ଟ ଅନୁଷ୍ଠିତ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri