Posted inରାଜ୍ୟ

ଓଡିଶାର ପ୍ରଥମ ମହିଳା ମନ୍ତ୍ରୀ ସରସ୍ବତୀ ପ୍ରଧାନଙ୍କ ପରଲୋକ

ବରଗଡ଼, ୧।୧୧ : ରାଜ୍ୟର ପ୍ରଥମ ମହିଳା ମନ୍ତ୍ରୀ ତଥା ବିଧାୟିକା ସରସ୍ବତୀ ପ୍ରଧାନଙ୍କ ଦେହାନ୍ତ। ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ମନ୍ତ୍ରୀ ତଥା ବିଧାୟିକା ସରସ୍ବତୀଙ୍କ ୯୮ ବର୍ଷ ବୟସରେ ପରଲୋକ ହୋଇଛି। । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିିତ୍ସାଧିନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ମୃତ୍ୟୁରେ ବହୁ ବିଶିଷ୍ଟି ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ

ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ…

Mettle Meet 2026: ଆଜି ଗ୍ରାଣ୍ଡ୍‌ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍‌

ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି…

୩୮ ଏମ୍‌ଓୟୁ ସ୍ବାକ୍ଷରିତ: ଓଡ଼ିଶାକୁ ୬୬,୩୯୨ କୋଟି ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର,୯।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ ଶନିବାର ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି।…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri