Categories: ରାଜ୍ୟ

ଓଡିଶାର ପ୍ରଥମ ମହିଳା ମନ୍ତ୍ରୀ ସରସ୍ବତୀ ପ୍ରଧାନଙ୍କ ପରଲୋକ

ବରଗଡ଼, ୧।୧୧ : ରାଜ୍ୟର ପ୍ରଥମ ମହିଳା ମନ୍ତ୍ରୀ ତଥା ବିଧାୟିକା ସରସ୍ବତୀ ପ୍ରଧାନଙ୍କ ଦେହାନ୍ତ। ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ମନ୍ତ୍ରୀ ତଥା ବିଧାୟିକା ସରସ୍ବତୀଙ୍କ ୯୮ ବର୍ଷ ବୟସରେ ପରଲୋକ ହୋଇଛି। । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିିତ୍ସାଧିନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ମୃତ୍ୟୁରେ ବହୁ ବିଶିଷ୍ଟି ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।