Posted inଜାତୀୟ

କର୍ତ୍ତବ୍ୟ ପଥରେ ଗଡ଼ିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼: ଛିଡ଼ା ହୋଇ ତାଳିମାରିଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୬।୧: ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀ କର୍ତ୍ତବ୍ୟ ପଥରେ ଭବ୍ୟ ପରେଡ୍‌ର ଆୟୋଜନ କରାଯାଇଛି। ଏଥିରେ ଭାଗ ନେଇଛନ୍ତି ୟୁରୋପୀୟ ୟୁନିଅନ କଣ୍ଟିଜେଣ୍ଟ। ଶକ୍ତି, ଶୌର୍ଯ୍ୟ ଓ ପରାକ୍ରମ ପ୍ରଦର୍ଶନ କରୁଛନ୍ତି ଭାରତୀୟ ସେନା। ପରେଡରେ ଅଭିବାଦନ ଗ୍ରହଣ କରୁଛନ୍ତି ରାଷ୍ଟ୍ରପତି। ବାୟୁ ଯୋଦ୍ଧାଙ୍କ ପକ୍ଷରୁ ସାମରିକ ଶକ୍ତି ପ୍ରଦର୍ଶନ କରାଯାଇଛି। ଅପରେଶନ ସିନ୍ଦୂରରେ ବ୍ୟବହୃତ ଅସ୍ତ୍ରଶସ୍ତ୍ରର ମଡେଲ ପ୍ରଦର୍ଶିତ। ଏହାସହ
ବିଭିନ୍ନ ରାଜ୍ୟ ଏବଂ ମନ୍ତ୍ରଣାଳୟ ପକ୍ଷରୁ କର୍ତ୍ତବ୍ୟ ପଥରେ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶିତ କରାଯାଇଛି। ଏଥିରେ ସାମିଲ ହୋଇଛି। ଓଡ଼ିଶାର ପ୍ରଜ୍ଞାପନ ମେଢ଼ରେ ‘ପରମ୍ପରାରୁ ପ୍ରଗତି’, ଆତ୍ମନିର୍ଭର ଭାରତରେ ଓଡ଼ିଶାର ଅବଦାନକୁ ଦର୍ଶାଉଛି। ପ୍ରଜ୍ଞାପନ ମେଢ଼ରେ କୋରାପୁଟ କଫି ଓ କୋଣାର୍କ ମନ୍ଦିରର ଝଲକ ରହିଛି। ମହିଳାଙ୍କ ନେତୃତ୍ୱ ଓ ସେମି କଣ୍ଡକ୍ଟର ଚିପ ଦର୍ଶାଯାଇଛି। ଏହାସହ ପଟ୍ଟଚିତ୍ର ଓ ତାରକସି କାମକୁ ପ୍ରଜ୍ଞାପନ ମେଢ଼ରେ ଦେଖାଯାଇଛି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ମୁନରେ ମରଣାନ୍ତକ ଆକ୍ରମଣ କରି ଲୁଟ୍, ଫ୍ରିଜଠୁ ନେଇ ସୁନାଗହଣା…..

ରାୟଗଡ଼ା,୧୩।୩(ଆଶିଷ ରଞ୍ଜନ ପଣ୍ଡା): ବନ୍ଧୁକ ଦେଖାଇ ମାଡ ମାରିବା ସହ ସୁନା ଅଳଙ୍କାର ଓ ଆସବାବପତ୍ର ଲୁଟିନେଲେ ଲୁଟେରା । ଏମିତି ଘଟଣା ଘଟିଛି ରାୟଗଡା ସହରର ଫାୟାର୍…

ଛାତିଥରା ଘଟଣା… ଅଧରାତିରେ ଚାରି ଝିଅଙ୍କୁ କୂଅରେ ଫିଙ୍ଗିଦେଲେ ମା’, ନିଜେ ବି ହାରିଲେ ଜୀବନ

ଭୋପାଳ,୧୩।୩: ଗୁରୁବାର ସକାଳେ ମଧ୍ୟପ୍ରଦେଶର ସାଗର ଜିଲାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। କେସଲି ପୋଲିସ ଷ୍ଟେସନ ଅଧୀନସ୍ଥ ଖାମାରିଆ ଗାଁରେ ଜଣେ ମହିଳାଙ୍କ…

‘ତାଙ୍କୁ ଗୁଳି କରିଦିଅ…’ କାହାକୁ ଏମିତି କହିଲେ ପୂର୍ବତନ ପାକିସ୍ତାନୀ କିମ୍ବଦନ୍ତୀ, କ୍ରିକେଟ୍‌ ଜଗତରେ ହଇଚଇ

ନୂଆଦିଲ୍ଲୀ,୧୩।୩: ବାଂଲାଦେଶ ବିପକ୍ଷରେ ପ୍ରଥମ ଏକଦିବସୀୟ ମ୍ୟାଚରେ ପାକିସ୍ତାନର ପରାଜୟ ପରେ, ପୂର୍ବତନ ପାକିସ୍ତାନୀ କ୍ରିକେଟରମାନେ ନିରାଶାଜନକ ବୟାନ ଦେଇଛନ୍ତି। ମୀରପୁରରେ ଖେଳାଯାଇଥିବା ମ୍ୟାଚରେ, ପାକିସ୍ତାନର ସମ୍ପୂର୍ଣ୍ଣ…

ଭୟଙ୍କର ଦୁର୍ଘଟଣା: ୨ଟି ଟ୍ରକ୍‌ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ ୨ ଡ୍ରାଇଭରଙ୍କ…

ଅତାବିରା, ୧୩।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ – ସମ୍ବଲପୁର ଜାତୀୟ ରାଜପଥରେ ଦୁଇ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଅତାବିରା – ଧର୍ମଶାଳା ଛକରେ ଏହି…

ବିଜେଡି ବିଧାୟକଙ୍କୁ ନବୀନଙ୍କ ତାଗିଦ୍‌: ଦେଲେ କଡ଼ା ନିର୍ଦ୍ଦେଶ, ସନ୍ଧ୍ୟା ୫ଟା୩୦ରୁ ୭ଟା୩୦ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୩।୩: ରାଜ୍ୟ ସଭା ନିର୍ବାଚନ ଲାଗି ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ସାଧାରଣ ଲୋକମାନେ ମଧ୍ୟ ରାଜ୍ୟ ସଭାକୁ ନେଇ ବିଶେଷ ଚର୍ଚ୍ଚା ଚଳାଇଛନ୍ତି। ଏହାରି…

ରୁଷିଆ ତେଲ ଉପରେ ବଡ଼ ୟୁ-ଟର୍ନ ନେଲା ଆମେରିକା: ଭାରତ ପରେ ଏବେ ସମସ୍ତଙ୍କୁ…ବିଶ୍ୱରେ ଚହଳ

ଓ୍ବାଶିଂଟନ,୧୩।୩: ଆମେରିକା ବର୍ତ୍ତମାନ ପର୍ଯ୍ୟନ୍ତ ବଜାରରେ ରୁଷୀୟ ତୈଳ ପ୍ରବେଶକୁ ଅବରୋଧ କରିବାକୁ ପ୍ରତିଶ୍ରୁତି ଦେଇଥିଲା, ଏବେ ଅନ୍ୟ ଦେଶମାନଙ୍କୁ ରୁଷୀୟ ତୈଳ କ୍ରୟ କରିବାକୁ ଅନୁରୋଧ…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ସ୍ବାର୍ଥ ଓ ପରମାର୍ଥ

ଯୁଗେ ଯୁଗେ ଆମ ସମାଜରେ ସ୍ବାର୍ଥ ଓ ପରମାର୍ଥକୁ ନେଇ ଅନେକ ବାଦବିବାଦ ଓ ତର୍କବିତର୍କ ରହି ଆସିଛି। ସାଧାରଣ ଭାବେ ସମସ୍ତେ କୁହନ୍ତି ସାଂସାରିକ ବନ୍ଧୁମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri