ଟିକା ପାଇଁ ଓଡ଼ିଶାର ପ୍ରସ୍ତୁତି ଜାରି ରହିଛି : ମନ୍ତ୍ରୀ

ଭୁବନେଶ୍ୱର, ୨୦।୧୧(ବ୍ୟୁରୋ) – କରୋନା ସଂକ୍ରମଣର ଦ୍ୱିତୀୟ ପର୍ଯ୍ୟାୟ ଡିସେମ୍ବରରେ ଆସିବ ବୋଲି ଆଶଙ୍କା କରାଯାଉଛି। ଏପରିସ୍ଥଳେ ଟିକା କେବେ ଆସିବ ତାହାକୁ ନେଇ ସମସ୍ତଙ୍କ ମନରେ ପ୍ରଶ୍ନ ଉକ୍ତିମାରୁଛି। ତେବେ ଟୀକା ପାଇଁ ରାଜ୍ୟ ସରକାର କିପରି ପ୍ରସ୍ତୁତ ଅଛନ୍ତି ସେନେଇ ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଟିକା ପାଇଁ କେନ୍ଦ୍ର ସରକାର ଯେଉଁ ଗାଇଡ଼ଲାଇନ୍‌ ଦେଇଥିଲେ, ସେହି ଅନୁସାରେ ପ୍ରସ୍ତୁତି ଜାରି ରହିଛି। ତେବେ ଏ ପର୍ଯ୍ୟନ୍ତ ପୂରା ଖସଡ଼ା ପ୍ରସ୍ତୁତ ହୋଇନାହିଁ। ପ୍ରକ୍ରିୟା ଶେଷ ହେବା ପରେ ଏନେଇ ସୂଚନା ଦିଆଯିବ। ପ୍ରାରମ୍ଭିକ ପର୍ଯ୍ୟାୟରେ ସ୍ବାସ୍ଥ୍ୟ କର୍ମୀ, ବୟସ୍କ ଏବଂ ପ୍ରସୂତିଙ୍କୁ ଅଗ୍ରାଧିକାର ଦିଆଯିବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଶଙ୍କାରେ ପକାଉଛି ଶିକ୍ଷକ ଅଭାବ

ବଇଣ୍ଡା,୫ା୧(ଡି.ଏନ.ଏ.): ମେ’ ୩ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏହା ପୂର୍ବରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ପ୍ରସ୍ତୁତ କରିବା ପାଇଁ ରାଜ୍ୟ ସରକାର ଆସନ୍ତା ୮...

ପୁଅ ହତ୍ୟାକାରୀଙ୍କୁ ଗିରଫ ଦାବି ଅତିରିକ୍ତ ଏସ୍‌ପିଙ୍କୁ ଭେଟିଲେ ମା’

ଛତ୍ରପୁର,୨୦ା୮(ଡି.ଏନ.ଏ)-କବିସୂର୍ଯ୍ୟନଗର ଥାନା ଆଠଗଡପାଟଣା ଗ୍ରାମର ଶୋଭା ସେଠୀ ସୋମବାର ସନ୍ଧ୍ୟାରେ ଛତ୍ରପୁରସ୍ଥିତ ଏସ୍‌ପିଙ୍କ କାର୍ଯ୍ୟାଳୟକୁ ଆସି ତାଙ୍କ ସାନପୁଅର ହତ୍ୟାକାରୀଙ୍କୁ ଗିରଫ କରିବା ପାଇଁ ଦାବି...

ବ୍ରଏଲର କୁକୁଡ଼ା ଚାଷୀ ପ୍ରତିନିଧି, ଇଣ୍ଟିଗ୍ରେଟର କମ୍ପାନୀ ଆଲୋଚନା ସ୍ଥଗିତ

ଭୁବନେଶ୍ୱର,୯।୧୦(ବ୍ୟୁରୋ): ଚୁକ୍ତିଭିତ୍ତିକ ବ୍ରଏଲର କୁକୁଡ଼ା ଚାଷୀଙ୍କ ପ୍ରତିନିଧି ଏବଂ ଇଣ୍ଟିଗ୍ରେଟର କମ୍ପାନୀ ପ୍ରତିନିଧିଙ୍କ ସହିତ ଅକ୍ଟୋବର ୧୦ରେ କୃଷି ଭବନଠାରେ ହେବାକୁ ଥିବା ଆଲୋଚନାକୁ ସ୍ଥଗିତ...

ଏସ୍‌ପ୍ଲାନେଡ୍‌ ଓ୍ବାନ୍‌ରେ ଦୋଳି, ପିଠା, ପାନର ପସରା

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ରସୁଲଗଡ଼ସ୍ଥିତ ଓଡ଼ିଶାର ବଡ଼ ମଲ୍‌ ଏସ୍‌ପ୍ଲାନେଡ୍‌ ଓ୍ବାନ୍‌ରେ ରଜ ମହୋତ୍ସବ ‘ଖୁସିର ରଜ’ ଆରମ୍ଭ ହୋଇଯାଇଛି। ରଜ ପାଇଁ ମଲ୍‌ରେ କରାଯାଇଥିଲା ସ୍ବତନ୍ତ୍ର ବ୍ୟବସ୍ଥା।...

ଭିମ୍‌ସାରରେ ଉନ୍ନୟନ ସଚିବ ସୁରେଶ ମହାପାତ୍ର:ରୋଗୀସେବା ବ୍ୟାହତ ନ କରିବାକୁ ପରାମର୍ଶ

ସମ୍ବଲପୁର,୨୭-୧୧ (ବ୍ୟୁରୋ):ସମ୍ବଲପୁର ବୁର୍ଲା ସ୍ଥିତ ଭିମ୍‌ସାରକୁ ମଙ୍ଗଳବାର ଉନ୍ନୟନ ସଚିବ ସୁରେଶ ମହାପାତ୍ର ଦିନିକିଆ ଗସ୍ତ କରି ପରିଦର୍ଶନ କରିଛନ୍ତି। ଏହି ଅବସରରେ ଭିମ୍‌ସାର ସମ୍ମିଳନୀ...

ମା’ତାରାତାରିଣୀଙ୍କ ଚୈତ୍ର ଯାତ୍ରାର ଦ୍ୱିତୀୟ ପାଳି

ପୁରୁଷୋତ୍ତମପୁର,୨୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନସମାଗମ ହୋଇ ପାହାଡ଼ ଚତୁଃପାର୍ଶ୍ୱ ଲୋକାରଣ୍ୟ ହୋଇପଡିଛିଛି।...

୭୨ ଓଇଏସ୍‌ ଅଧିକାରୀଙ୍କ ପଦୋନ୍ନତି

ଭୁବନେଶ୍ୱର, ୨୫।୫(ବ୍ୟୁରୋ)- ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଓଡ଼ିଶା ଶିକ୍ଷା ସେବା (ଓଇଏସ୍‌) ଅନ୍ତର୍ଗତ ବିଭିନ୍ନ ବର୍ଗର ୭୨ଜଣ ଅଧିକାରୀଙ୍କୁ ପଦୋନ୍ନତି...

‘ଥ୍ରୀଲର’ରେ ଓଡ଼ିଆ ଯୁବକ ରକ୍‌

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ବଲିଉଡ୍‌ର ଜଣାଶୁଣା ନିର୍ଦ୍ଦେଶକ ତଥା ଫିଲ୍ମ ନିର୍ମାତା ରାମ ଗୋପାଳ ବର୍ମାଙ୍କ ଆଗାମୀ ଫିଲ୍ମ ‘ଥ୍ରୀଲର୍‌’ରେ ଓଡ଼ିଶା ଜନ୍ମିତ ଅପ୍‌ସରା ରାଣୀ ନାୟିକା ସାଜିଥିବାବେଳେ...

Advertisement
Archives

Model This Week