ଟିକା କରଣରେ ଓଡ଼ିଶାର ରେକର୍ଡ: ନେଲେଣି ୬ କୋଟି ୨୮ ହଜାର

ଭୁବନେଶ୍ୱର,୧୮।୨(ବ୍ୟୁରୋ):ଟିକାକରଣରେ ଓଡ଼ିଶା ମାଇଲଖୁଣ୍ଟ ଅତିକ୍ରମ କରିଛି । ୬ କୋଟି ୨୮ହଜାର ଡୋଜ କରୋନା ଟିକା ଦିଆସରିଛି। ସେଥିରୁ ୩କୋଟି ଲୋକଙ୍କୁ ପ୍ରଥମ ଡୋଜ୍‌ ଦିଆଯାଇ ଥିବାବେଳେ ୨କୋଟି ୬୬ଲକ୍ଷଙ୍କୁ ଦ୍ୱିତୀୟ ଡୋଜ ଦିଆଯାଇଛି। ୭ଲକ୍ଷ ୬୧ହଜାର ଲୋକଙ୍କୁ ବୁଷ୍ଟର ଡୋଜ୍‌ ଦିଆଯାଇଛି । ଟିକାକରଣରେ ରାଜ୍ୟର ସଫଳତାକୁ ନେଇ ସ୍ବାସ୍ଥ୍ୟ ବିଭାଗ ଶୁଭେଚ୍ଛା ଜଣାଇଛି। ଏଯାଏ ୨୪ ଲକ୍ଷ ଲୋକ ଦ୍ୱିତୀୟ ଡୋଜ ଟିକା ନେଇନାହାନ୍ତି । ସେମାନଙ୍କୁ ତୁରନ୍ତ ଦ୍ୱିତୀୟ ଡୋଜ ଦିଆଯିବା ପାଇଁ ଆଶା ଓ ଅଙ୍ଗନଓ୍ବାଡି କର୍ମୀଙ୍କୁ ଦାୟିତ୍ୱ ଦିଆଯାଇଛି । ଏହା ସହ ସ୍ବାସ୍ଥ୍ୟ ବିଭାଗ ଏକ ତାଲିକା ପ୍ରସ୍ତୁତ କରିଛି । ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ଦୁଇ ଦିନରେ ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର,୨୮ା୩: ପାଗ ଶୁଖିଲା ରହୁଥିବାରୁ ଚଳିତମାସ ଶେଷ ପର୍ଯ୍ୟନ୍ତ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ଏପ୍ରିଲ ପ୍ରଥମ ସପ୍ତାହରେ ଘୋଷଣା ହେବ କଂଗ୍ରେସ ଟିକେଟ୍‌

ଭୁବନେଶ୍ୱର,୨୮।୩: ମୁଣ୍ଡ ଉପରେ ନିର୍ବାଚନ। ଭାଜପା ଓ ବିଜେଡି ପର୍ଯ୍ୟାୟ କ୍ରମେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। କିନ୍ତୁ ଏଥିରେ ପଛରେ ପଡିଛି କଂଗ୍ରେସ...

ଭାଜପାରେ ମିଶିପାରନ୍ତି ଅନୁଭବ, ଆଜି ହେବ ସ୍ପଷ୍ଟ

ଭୁବନେଶ୍ୱର,୨୮ା୩: ବିଜେଡି ଟିକେଟ୍‌ରେ କେନ୍ଦ୍ରାପଡ଼ା ଲୋକ ସଭାକୁ ନିର୍ବାଚିତ ହୋଇଥିବା ଅଭିନେତା ଅନୁଭବ ମହାନ୍ତି ଗୁରୁବାର ଭାଜପାରେ ଯୋଗ ଦେଇ ପାରନ୍ତି ବୋଲି ରାଜନୈତିକ ମହଲରେ...

ଟିକେଟ୍‌ ପାଇବା ପରେ ନବୀନ ନିବାସରେ ନେତାଙ୍କ ପ୍ରବଳ ଭିଡ଼, ଭେଟିବାକୁ ଆସିଲେ…

ଭୁବନେଶ୍ୱର,୨୮ା୩: ଟିକେଟ୍‌ ପାଇବା ପରେ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇବା ପାଇଁ ନବୀନ ନିବାସରେ ଏମ୍‌ପି ଏବଂ ବିଧାୟକ ପ୍ରାର୍ଥୀଙ୍କ ପ୍ରବଳ ଭିଡ଼ ଲାଗିଛି। ଏମାନଙ୍କ...

ଆଜି ଭାଜପାରେ ମିଶିବେ ଅଭିନେତା ସିଦ୍ଧାନ୍ତ ମହାପାତ୍ର!

ଭୁବନେଶ୍ୱର,୨୮।୩: ପାଖେଇ ଆସିଲାଣି ନିର୍ବାଚନ। ଏହାରି ଭିତରେ ଭାଜପା ଓ ବିଜେଡି ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ...

ଆଜି ପଦ୍ମ ଧରିବେ ଭର୍ତ୍ତୃହରି! ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା

ଭୁବନେଶ୍ୱର,୨୮।୩: ପାଖେଇ ଆସିଲାଣି ନିର୍ବାଚନ। ଏହାରି ଭିତରେ ଭାଜପା ଓ ବିଜେଡି ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ...

ଖୁବ୍‌ଶୀଘ୍ର ଭାଜପାର ଓଡ଼ିଶା ବିଧାନ ସଭା ତାଲିକା! ଦିଲ୍ଲୀ ଗଲେ ରାଜ୍ୟ ସଭାପତି

ଭୁବନେଶ୍ୱର,୨୮।୩: ମେଣ୍ଟ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡିବା ପରେ ଏବେ ଆରମ୍ଭ ହୋଇଛି ପ୍ରାର୍ଥୀ ଘୋଷଣା। ଦୁଇ ଦଳ ପର୍ଯ୍ୟାୟ ପର୍ଯ୍ୟାୟ ହିସାବରେ ପ୍ରାର୍ଥୀ ତାଲିକା ଘୋଷଣା...

ଭୁବନେଶ୍ୱରରେ ଏତିକି ହୋଇଗଲା ତେଲ ଦର

ଭୁବନେଶ୍ୱର,୨୮।୩: ନିର୍ବାଚନ ଲାଗି ନିକଟରେ ପେଟ୍ରୋଲ ଓ ଡିଜେଲ ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ମୂଲ୍ୟ ବୃଦ୍ଧି କିମ୍ବା ହ୍ରାସ ଭଳି ପରିବର୍ତ୍ତନ ରାଜ୍ୟଗୁଡିକ ଦ୍ୱାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri