ଓଡ଼ିଶାର ରୋମିଓ ଜୁଲିଏଟ୍: ପ୍ରେମିକାଙ୍କ ମୃତ୍ୟୁ ଖବର ଶୁଣି ନଦୀକୁ ଡେଇଁ ଜୀବନ ହାରିଲେ ଯୁବକ

କୋରାପୁଟ,୯ା୧୦: କୋରାପୁଟ ଜିଲାର ସୁନାବେଡ଼ା ଥାନା ଅଧୀନ ଡିପି କ୍ୟାମ୍ପ ଅଞ୍ଚଳରେ ଏକ ହୃଦୟବିଦାରକ ଘଟଣା ଘଟିଛି। ବୁଧବାର ଜଣେ ୧୯ ବର୍ଷୀୟା ଯୁବତୀ ପ୍ରେମରେ ବିଚ୍ଛେଦ ପରେ ନିଜ ଘରେ ପଙ୍ଖାରେ ଝୁଲି ଆତ୍ମହତ୍ୟା କରିଥିଲେ। ଏହି ଖବର ତାଙ୍କ ୨୨ ବର୍ଷୀୟ ପ୍ରେମିକ ବିଶାଲ ପ୍ରଧାନଙ୍କୁ ମର୍ମାହତ କରିଥିଲା, ଯିଏ ବେଙ୍ଗାଲୁରୁରେ ଏକ କମ୍ପାନୀରେ କାର୍ଯ୍ୟ କରୁଥିଲେ। ଏହାପରେ ସେ ସେହି ଦିନ ସନ୍ଧ୍ୟାରେ ମାଲିଗୁଡ଼ା ଗାଁ ନିକଟରେ ଏକ ନଦୀରେ ଡେଇଁ ଜୀବନ ହାରିଛନ୍ତି।

ସୁନାବେଡ଼ା ପୋଲିସ ଅନୁସାରେ, ଯୁବତୀଙ୍କ ମୃତ୍ୟୁ ଖବର ପାଇବା ପରେ ବିଶାଲ ଅତ୍ୟନ୍ତ ଦୁଃଖୀ ହୋଇ ନଦୀରେ ଡେଇଁ ପଡ଼ିଥିଲେ। ସନ୍ଧ୍ୟା ୭:୩୦ରେ ତାଙ୍କ ନିଖୋଜ ଖବର ପରେ ପୋଲିସ, ଅଗ୍ନିଶମ ବାହିନୀ ଓ ଆଠ ଜଣିଆ ଉଦ୍ଧାର ଦଳ ଖୋଜାଖୋଜି ଆରମ୍ଭ କରିଥିଲେ। ଓଡ଼ିଆରଏଏଫ ଦଳ ରାତିର କଲା ଅନ୍ଧାରରେ ମଧ୍ୟ ଗଭୀର ନଦୀରେ ଖୋଜା ଖୋଜି କରିଥିଲେ। ପ୍ରାୟ ୧୯ ଘଣ୍ଟାର ଅକ୍ଳାନ୍ତ ଖୋଜାଖୋଜି ପରେ ବିଶାଲଙ୍କ ମୃତଦେହ ନଦୀରୁ ଉଦ୍ଧାର ହୋଇଥିଲା।

ଏହି ଦୁର୍ଘଟଣା ସୁନାବେଡ଼ା ଅଞ୍ଚଳରେ ଶୋକର ଛାୟା ଖେଳାଇଛି। ପୋଲିସ ଏକ ମାମଲା (୧୧/୨୦୨୫) ରୁଜୁ କରି ଦୁଇ ମୃତଦେହକୁ ଶହୀଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜ ଓ ହସ୍ପିଟାଲକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ତଦନ୍ତକାରୀ ଅଧିକାରୀ ସୁଶୁମା କୁଆଁର ଓ ଏସଆଇ ନିର୍ମଳା ଲିମା ଘଟଣାର କାରଣ ଅନୁସନ୍ଧାନ ଜାରି ରଖିଛନ୍ତି। ଏହି ଦୁଇଟି ମୃତ୍ୟୁ ସ୍ଥାନୀୟ ସମୁଦାୟରେ ଗଭୀର ଆଲୋଡ଼ନ ସୃଷ୍ଟି କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

Apple ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri