Posted inରାଜ୍ୟ

ଓଡ଼ିଶାର ସୋଏବ ଅଫତାବ ହେଲେ ନିଟ୍‌ ଟପ୍ପର

ଭୁବନେଶ୍ୱର,୧୬।୧୦(ବ୍ୟୁରୋ)-ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ଏନ୍‌ଇଇଟି)-୨୦୨୦ ଫଳ ଶୁକ୍ରବାର ପ୍ରକାଶ ପାଇଛି। ଓଡ଼ିଶାର ସୋଏବ ଅଫ୍‌ତାବ ଦେଶରେ ଟପ୍ପର ହୋଇଛନ୍ତି। ଦିଲ୍ଲୀର ଆକାଂକ୍ଷା ସିଂ ଦ୍ୱିତୀୟ ସ୍ଥାନରେ ରହିଥିବାବେଳେ ତେଲେଙ୍ଗାନାର ତୁମ୍ମଲା ସ୍ନିକିଠା ତୃତୀୟ ହୋଇଛନ୍ତି। ତେବେ ସୋଏବ ଶତପ୍ରତିଶତ ଅର୍ଥାତ୍‌ ୭୨୦ ନମ୍ବରରୁ ୭୨୦ ନମ୍ବର ରଖି ସର୍ବଭାରତୀୟ ସ୍ତରରେ ର଼୍ୟାଙ୍କ ୧ ହାସଲ କରିବାର ବିରଳ କୃତିତ୍ୱ ଅର୍ଜନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି ହାତୀ ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟରେ ବଢ଼ିଚାଲିଛି ବିଦ୍ୟୁତ୍‌ ଓ ରେଳ ଦୁର୍ଘଟଣା ଜନିତ ହାତୀ ମୃତ୍ୟୁ ସଂଖ୍ୟା। ଯୋଜନା ପରେ ଯୋଜନା ହେଉଛି, କିନ୍ତୁ ହାତୀଙ୍କୁ ସୁରକ୍ଷା...

ଶେରଗଡ଼ ଥାନାର ୪ ପୋଲିସ କର୍ମଚାରୀଙ୍କୁ କରୋନା: ଟୁଇଟ୍‌ କରି ସୂଚନା ଦେଲେ ଗଞ୍ଜାମ ଏସ୍‌ପି

ଛତ୍ରପୁର,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲିସ ଅଧୀନ ଶେରଗଡ଼ ଥାନାର ୪ଜଣ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନେ ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ଶୁକ୍ରବାର ଗଞ୍ଜାମ...

‘ଗଣମାଧ୍ୟମ ମୁହଁରେ କଳା ବୋଳିଲେ’

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁଙ୍କ ଏକ ଫେକ୍‌ ଭିଡିଓ ଭାଇରାଲ ନେଇ ଓଟିଭି ସାମ୍ବାଦିକଙ୍କୁ ପୋଲିସ ଉଠାଇନେଇ ଜେରା କରିବା ପରେ ଟୁଇଟର...

ଆକାଶମାର୍ଗରୁ ଫଟୋ ଛାଡ଼ି ନାଁ ପଚାରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ବିସ୍ତୀର୍ଣ୍ଣ ସବୁଜିମା। ଏହା ମଧ୍ୟରେ ଦୀର୍ଘ ସଡ଼କ। ଆକାଶ ମାର୍ଗରୁ ଉଠାଯାଇଥିଲା ଏକ ଆଖି ଝଲସି ଯାଉଥିବା ଫଟୋ। ଏପରି ଏକ ଫଟୋକୁ ରବିବାର...

୧୮୩ ଥର ହେଲିକପ୍ଟର ବ୍ୟବହାର କରିଛନ୍ତି ନେତା, ଅଫିସର

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ବିଜେଡିର ବହୁ ନେତା ବିଗତ ଦିନରେ ସରକାରୀ ଅର୍ଥରେ ହେଲିକପ୍ଟର ବ୍ୟବହାର କରୁଥିବା ବିରୋଧୀ ଦଳ ପକ୍ଷରୁ ବାରମ୍ବାର ଅଭିଯୋଗ ହୋଇଥିଲା। ଏନେଇ...

ନୟାଗଡ଼ର ୪ ବିଧାନସଭାରେ ବିଜେଡି ଆଗୁଆ

ନୟାଗଡ ଅଫିସ,୨୩ା୫- ନୟାଗଡ଼ ଜିଲାର ୪ ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀମାନେ ସେମାନଙ୍କ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ଆଗରେ ଅଛନ୍ତି। ୧୦ ରାଉଣ୍ଡ ଗଣତି ପରେ ନୟାଗଡ଼ ନିର୍ବାଚନମଣ୍ଡଳୀରେ ବିଜେଡି...

ଶେରଗଡ଼ ବ୍ଲକର ସମସ୍ତ ପଞ୍ଚାୟତରେ ଖୋଲିଲା କୋଭିଡ୍‌ କେୟାର ହୋମ୍‌ : ପ୍ରତି ପଞ୍ଚାୟତରେ ରହିଛି ୧୦ଜଣଙ୍କ ପାଇଁ ବ୍ୟବସ୍ଥା

ଶେରଗଡ଼,୨୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ୨୨ଟି ପଞ୍ଚାୟତକୁ ନେଇ ଗଠିତ। କରୋନା ମୁକିବିଲା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁସବୁ ନିର୍ଦ୍ଦେଶନାମା ରହିଛି ତାକୁ...

ଧଉରାଗୋଠ ପ୍ରକଳ୍ପକୁ ପଲ୍ଲିସଭାରେ ବିରୋଧ

ବଇଣ୍ଡା,୫।୧୧(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ଧଉରାଗୋଠ ଅଞ୍ଚଳରେ ନିର୍ମାଣ ହେବାକୁ ଥିବା ଧଉରାଗୋଠ ଜଳସେଚନ ପ୍ରକଳ୍ପକୁ ପଲ୍ଲିସଭାରେ ବିରୋଧ କରାଯାଇଛି। ଏହି ବଡ଼ଧରଣର ଜଳସେଚନ...

Coronavirus Update

Archives

Model This Week

Why Dharitri