ନିଟ୍‌ ଫଳାଫଳରେ ଓଡିଏମ୍‌ର ବାଜିମାତ୍‌

ଭୁବନେଶ୍ୱର,୧୫।୬: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଓଡିଏମ୍‌ ପବ୍ଲିକ୍‌ ସ୍କୁଲ ନିଟ୍‌-୨୦୨୩ ଫଳାଫଳରେ ଉଲ୍ଲେଖନୀୟ ସଫଳତା ସହ ପୁଣିଥରେ ବାଜିମାତ୍‌ କରିଛି। ଏପରିକି ସଦ୍ୟ ପ୍ରକାଶିତ ନିଟ୍‌-୨୦୨୩ ପରୀକ୍ଷାରେ ଓଡିଏମ୍‌ ପବ୍ଲିକ୍‌ ସ୍କୁଲର ଛାତ୍ରୀଛାତ୍ରମାନେ ଅଭୂତ ପୂର୍ବ ସଫଳତାର ସହ କୃତିତ୍ୱ ହାସଲ କରିଛନ୍ତି। ସେହିଭଳି ସ୍କୁଲର ସର୍ବମୋଟ ୧୭୮ ଛାତ୍ରୀଛାତ୍ର ନିଟ୍‌-୨୦୨୩ ଚୟନ ତାଲିକାରେ ରହିଥିବା ବେଳେ ଦିପ୍ତେଶ କୁମାର ବେହେରା ସର୍ବଭାରତୀୟ ସ୍ତରରେ ୫୭୧ ତମ ସ୍ଥାନ ହାସଲକରି ବିଦ୍ୟାଳୟକୁ ଗୌରବମଣ୍ଡିତ କରିଛନ୍ତି। ଏହି ପରିପ୍ରେକ୍ଷୀରେ ବିଦ୍ୟାଳୟର ଅଧ୍ୟକ୍ଷ ଡ. ସତ୍ୟବ୍ରତ ମୀନକେତନ, ନିର୍ଦ୍ଦେଶିକା (ବିତ୍ତ ଓ ପ୍ରଶାସନ) ତଥା ପ୍ରବନ୍ଧିକା ଇନ୍ଦୁମତୀ ରାୟ ଏବଂ ମୁଖ୍ୟ ସଞ୍ଚାଳନ ଅଧିକାରୀ ସ୍ବୟନ୍‌ ସତ୍ୟେନ୍ଦୁ ସ୍କୁଲର ସମସ୍ତ କୃତୀ ଛାତ୍ରୀଛାତ୍ର ଓ ତାଙ୍କର ଅଭିଭାବକ ଏବଂ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ା

 


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଶୁଖିଲା, ସଙ୍କଟରେ ଜୀବନ ଜୀବିକା: ବର୍ଷାକୁ ଚାହିଁ ବସିଛନ୍ତି ଚାଷୀ

ଅମରପାଲି,୨୭ା୬(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲାର ଜୀବନରେଖା ଭାବେ ପରିଚିତ ମହାନଦୀ ଏବେ ଅନେକ ସ୍ଥାନରେ ଶୁଖିଲା ପଡ଼ିଥିବା ଦେଖାଯାଉଛି। ବିଶେଷକରି ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକର ନଦୀକୂଳିଆ ଗ୍ରାମଗୁଡ଼ିକର…

‘ହିଂସାର ମୁକାବିଲା ସମାନ ଭାଷାରେ ଦିଆଯିବ’ – ଇରାନକୁ କଡ଼ା ଚେତାବନୀ ଦେଲେ ଆମେରିକାର ଉପରାଷ୍ଟ୍ରପତି

ଓ୍ବାଶିଂଟନ,୨୭।୬: ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ ପରେ ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଉତ୍ତେଜନା ଦେଖାଦେଇଛି, ଯାହା ଦୁଇ ଦେଶ ମଧ୍ୟରେ…

ସରିବାକୁ ଯାଉଛି ଧାନ କିଣାବିକା ଅବଧି: ମଣ୍ଡିରେ ପଡିଛି ୪ଲକ୍ଷ ୩୮ହଜାର ବସ୍ତାଧାନ

ପଦ୍ମପୁର, ୨୭।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଗତ ଖରିଫ ଭଳି ଚଳିତବର୍ଷ ରବିରେ ମଧ୍ୟ ମଣ୍ଡିରେ ଧାନ ବିକ୍ରିକୁ ନେଇ ଚାଷୀ ବିଭିନ୍ନ ସମସ୍ୟାର…

ବିପଦସଙ୍କୁଳ ବରଗଡ଼-ଭେଡ଼େନ କେନାଲ: ବାଲିବସ୍ତା ପ୍ୟାଚଅପ୍‌କୁ ବାଉଁଶ ବାଡ଼ ଭରସା

ବରଗଡ଼,୨୭।୬(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। କିନ୍ତୁ ଏପର୍ଯ୍ୟନ୍ତ କେନାଲ ପାଣି ଛଡ଼ାଯାଇ ନାହିଁ। ଅନ୍ୟପଟେ ବରଗଡ଼-ଭେଡ଼େନ କେନାଲର ଥୁକ୍‌ପାଲିସ୍‌ ମରାମତି ଚାଲିଛି। କେନାଲ ପାର୍ଶ୍ୱରେ ବାଲିବସ୍ତା,…

India vs Ireland: ଦ୍ୱିତୀୟ ଟି-୨୦ରେ ଖେଳିବେ ବୈଭବ ସୂର୍ଯ୍ୟବଂଶୀ? ଲଜ୍ଜାଜନକ ପରାଜୟ ପରେ ବଢ଼ିଲା ଅଭିଯୋଗ

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟ ଦଳ ଶୁକ୍ରବାର ଆୟର୍ଲାଣ୍ଡ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚ ହାରିଗଲା, ବୈଭବ ସୂର୍ଯ୍ୟବଂଶୀଙ୍କୁ ସ୍ଥାନ ନ ଦେବା ନିଷ୍ପତ୍ତିକୁ ନେଇ କଡ଼ା ସମାଲୋଚନାର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୯,୫୦୦ ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୨୭ା୬(ସୁନିତ୍‌ ମିଶ୍ର):ପୂର୍ବ ଭାରତରେ ଶିଳ୍ପାୟନର ବିକାଶକୁ ଆହୁରି ତ୍ୱରାନ୍ବିତ କରିବା ଏବଂ ଆଞ୍ଚଳିକ ସହଯୋଗ ମାଧ୍ୟମରେ ସନ୍ତୁଳିତ ଅଭିବୃଦ୍ଧି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଇସ୍ରାଏଲ-ଲେବାନନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଉପରେ ସହମତି; ହେଜବୋଲକୁ ନେଇ ଚେତାବନୀ ଦେଲେ ନେତାନ୍ୟାହୁ

ଜେରୁଜେଲମ,୨୭।୬: ଇସ୍ରାଏଲ ଏବଂ ହେଜବୋଲା ବିଦ୍ରୋହୀଙ୍କ ମଧ୍ୟରେ ଲଢ଼େଇ ବନ୍ଦ କରିବା ପାଇଁ ଦିନ ଦିନ ଧରି ଆଲୋଚନା ପରେ, ଇସ୍ରାଏଲ ଏବଂ ଲେବାନନ ଶୁକ୍ରବାର ୱାଶିଂଟନରେ…

ଟେକ୍ସାସରେ ମିଳିଲା ୧୯୦ ବର୍ଷ ପୁରୁଣା ଲୁହା କମାଣ ଗୋଳା

ସାନ୍‌ ଆଣ୍ଟୋନିଓ (ଟେକ୍ସାସ),୨୭ା୬:ଆମେରିକାର ଟେକ୍ସାସ ପ୍ରଦେଶରେ ଥିବା ପ୍ରସିଦ୍ଧ ‘ଆଲାମୋ’ ଐତିହାସିକ ସ୍ଥଳରୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ଅକ୍ଷତ ଲୁହା କମାଣ ଗୋଳା (କ୍ୟାନନ୍‌ବଲ୍‌) ପାଇଛନ୍ତି। ଏହା ୧୮୩୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri