Posted inଜାତୀୟ

ଭଲ ସଡ଼କ ଦାବିରେ ଧାରଣା, ୧୫ କିମି ରାସ୍ତା ଜାମ୍‌ …

ରୋହତକ,୨୦।୯: ଭଲ ସଡ଼କ ଦାବିରେ ଦିଲ୍ଲୀର ରୋହତକରେ ଲୋକଙ୍କ ପ୍ରଦର୍ଶନ ଯୋଗୁ ୧୫ କିଲୋମିଟର ରାସ୍ତା ଜାମ୍‌ ହୋଇଛିି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କଠାରୁ ରାସ୍ତାରେ ସୁଧାର ପ୍ରତିଶ୍ରୁତି ନ ପାଇବା ପର୍ଯ୍ୟନ୍ତ ବିକ୍ଷୋଭକାରୀ ଧାରଣା ସ୍ଥଳରୁ ହଟିବେ ନାହିଁ ବୋଲି କହିଛନ୍ତି। ସୋମବାର ସକାଳେ ମୁଣ୍ଡକା ମେଟ୍ରୋ ଷ୍ଟେଶନଠାରୁ ଟିକରି ବର୍ଡରକୁ ସଂଯୋଗ କରୁଥିବା ଜାତୀୟ ରାଜପଥ ଉପରେ ଲୋକେ ଧାରଣାରେ ବସି ରହିଛନ୍ତି। ଫଳରେ ଦିଲ୍ଲୀ-ହରିୟାଣା ଜାତୀୟ ରାଜପଥ ରୋହତକ ରୋଡ୍‌ ଜାମ୍‌ ହୋଇଯାଇଛି। ଏହି ରାସ୍ତା ଦେଇ ଚଳପ୍ରଚଳ ଠପ୍‌ ହୋଇଯାଇଛି।

ଲୋକେ ଧାରଣା ଦେଇଥିବାରୁ ଦିଲ୍ଲୀ ଟ୍ରାଫିକ୍‌ ପୋଲିସ ପକ୍ଷରୁ ଦୁଇ ପଟ ରୋଡ୍‌କୁ ବନ୍ଦ କରାଯାଇ ଭିଡ଼କୁ ଅନ୍ୟ ରାସ୍ତାକୁ ସ୍ଥାନାନ୍ତର କରାଯାଇଛି। ଅଧିକ ଗାଁ ଲୋକ ଧାରଣାରେ ବସିଛନ୍ତି। ସେମାନଙ୍କ ମଧ୍ୟରେ ମହିଳାଙ୍କ ସଂଖ୍ୟା ଅଧିକ ରହିଛି। ସୁରେଜ୍‌ ବ୍ୟବସ୍ଥା ଭଲ ନ ଥିବାରୁ ଅଳ୍ପ ବର୍ଷାରେ ମଧ୍ୟ ସ୍ଥାନୀୟ ଅଞ୍ଚଳରେ ପାଣି ଜମି ରହୁଛି। ଏହାର ସୁଧାର କରାଯିବା ଦାବି ନେଲ ଲୋକେ ଏଭଳି ଧାରଣା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?