୩୩ କୋଟି ଲୋକଙ୍କ ମଧ୍ୟରେ ଭାକ୍ସିନ୍‌କୁ ନେଇ ଏବେ ବି ରହିଛି ଦ୍ୱନ୍ଦ…

ନୂଆଦିଲ୍ଲୀ,୨୭।୬: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଦେଶର ୯୪ କୋଟି ଜନସଂଖ୍ୟାଙ୍କୁ ଭାକ୍ସିନ୍‌ ପ୍ରଦାନ ନେଇ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ତେବେ ଏବେ ମଧ୍ୟ ଦେଶର ୩୩ କୋଟି ଲୋକଙ୍କ ମଧ୍ୟରେ ଭାକ୍ସିନ୍‌କୁ ନେଇ ଦ୍ୱନ୍ଦ ରହିଛି। ସେମାନଙ୍କ ଭାକ୍ସିନ୍‌ ଉପରେ ପୂର୍ଣ୍ଣ ଭରସା ହେଉନାହିଁ। ଏସମ୍ପର୍କରେ ସର୍ଭେ ଏଜେନ୍ସି ଲୋକାଲ୍‌ ସର୍କଲ ପକ୍ଷରୁ ପ୍ରକାଶ ପାଇଥିବା ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସର୍ଭେରେ ଦେଶର ୨୭୯ ଜିଲାର ୯ ହଜାର ଲୋକଙ୍କୁ ସାମିଲ୍‌ କରାଯାଇଥିଲା। ସର୍ଭେରେ ୬୫ ପ୍ରତିଶତ ପୁରୁଷ ଏବଂ ୩୫ ପ୍ରତିଶତ ମହିଳା ଅଂଶଗ୍ରହଣ କରିଥିଲେ। ସାମିଲ୍‌ ହୋଇଥିବା ଲୋକଙ୍କ ମଧ୍ୟରେ ପ୍ରଥମ ଶ୍ରେଣୀ ସହରର ୪୮ ପ୍ରତିଶତ, ଦ୍ୱିତୀୟ ଶ୍ରେଣୀ ସହରର ୨୪ ପ୍ରତିଶତ, ତୃତୀୟ-ଚତୁର୍ଥ ଏବଂ ଗ୍ରାମୀଣ ଅଞ୍ଚଳର ୨୮ ପ୍ରତିଶତ ଥିଲେ। ୨୦ କୋଟି ଲୋକ ଶୀଘ୍ର ଭାକ୍ସିନ୍‌ ନେବାକୁ ଚିନ୍ତା କରୁଥିବାବେଳେ ୧୬ କୋଟିଙ୍କର ଭାକ୍ସିନ୍‌ ପ୍ରତି ଭରସା ନାହିଁ। ସର୍ଭେ ରିପୋର୍ଟରେ ଆସନ୍ତା ଦୁଇମାସ ମଧ୍ୟରେ ଦେଶରେ ତୃତୀୟ ଲହର ଆସିବାର ଆଶଙ୍କା ନେଇ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri