ବିଧାୟକଙ୍କ ଡ୍ରାଇଭର, ପିଏସ୍‌ଓଙ୍କ ଉପରେ ଆକ୍ରମଣ

ଲୋଇସିଂହା,୧୨।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ବୁର୍ଡ଼ା ଛକରେ ୨ ଜଣ ଦୁର୍ବୃତ୍ତଙ୍କ ଆକ୍ରମଣରେ ମଙ୍ଗଳବାର ଲୋଇସିଂହା ବିଧାୟକଙ୍କ ଡ୍ରାଇଭର ଏବଂ ପିଏସ୍‌ଓ ଆହତ ହୋଇଛନ୍ତି। ଡ୍ରାଇଭର ଦେବରାଜ ନାଗ ଏବଂ ପିଏସ୍‌ଓ ଶଙ୍କର ବରିହାଙ୍କୁ ଆକ୍ରମଣ କରି ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି । ଉଭୟ ଆହତଙ୍କୁ ଲୋଇସିଂହା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇ ଲୋଇସିଂହା ଆଇଆଇସି ସଂଗ୍ରାମ ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଲାଇଛନ୍ତି ।
ସୂଚନାଯୋଗ୍ୟ, ବିଧାୟକ ମୁକେଶ ମହାଲିଙ୍ଗ ବାଦିବାହାଲ ଗ୍ରାମର ଏକ କଲ୍ୟାଣ ମଣ୍ଡପ ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟରେ ଯୋଗଦେଇ ଫେରୁଥିଲା ବେଳେ ବୁର୍ଡ଼ା ଛକଠାରେ ବିଧାୟକଙ୍କ ଗାଡ଼ି ସମ୍ମୁଖକୁ ଦୁଇଜଣ ବାଇକ ଆରୋହୀ ହଠାତ୍‌ ଚାଲିଆସି ରାସ୍ତା ଛାଡ଼ି ନ ଥିଲେ। ବିଧାୟକଙ୍କ ପିଏସ୍‌ଓ ଗାଡ଼ିରୁ ଓହ୍ଲାଇ ରାସ୍ତାରୁ ହଟି ଯିବାକୁ କହିବାରୁ ସେମାନଙ୍କ ମଧ୍ୟରେ ବଚସା ହୋଇଥିଲା। ଏହି ସମୟରେ ଡ୍ରାଇଭର ଗାଡ଼ିରୁ ଓହ୍ଲାଇବାରୁ ଦୁର୍ବୃତ୍ତମାନେ ଅତର୍କିତ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦୀ ପ୍ରତିମୂର୍ତ୍ତି ପାଖରେ ପହଞ୍ଚିଲା ମାଙ୍କଡ଼, ତା’ ପରେ ଯାହା କଲା ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରତିଦିନ କିଛି ନା କିଛି ଭିଡିଓ ସାମ୍ନାକୁ ଆସୁଛି। ଏଥିମଧ୍ୟରୁ ଅନେକ ଭିଡିଓ ଆଶ୍ଚର୍ଯ୍ୟ କରିଦେଉଥିବାବେଳେ ଆଉ କିଛି ଭିଡିଓ ହୃଦୟସ୍ପର୍ଶୀ। ଏବେ ଏମିତି…

UPI AutoPay ମାଧ୍ୟମରେ SIP ଏବଂ Insurance ଭରୁଛନ୍ତି କି? ଜାଣନ୍ତୁ ୧୫ ଅକ୍ଟୋବରରୁ କ’ଣ ବଦଳିବ…

ନୂଆଦିଲ୍ଲୀ,୧୭।୯: ଯଦି ଆପଣ ପ୍ରତିମାସରେ Mutual Fund SIP, ଇନ୍ସୁରାନ୍ସ ପ୍ରିମିୟମ୍, OTT ସବସ୍କ୍ରିପସନ୍ କିମ୍ବା ବିଜୁଳି-ମୋବାଇଲ୍ ବିଲ୍ ପରିଶୋଧ ପାଇଁ UPI AutoPay ବ୍ୟବହାର କରୁଛନ୍ତି,…

ସ୍କୁଟିରେ ଗଞ୍ଜେଇ ଚାଲାଣ ବେଳେ ମାଡିବସିଲା ଅଡବା ପୋଲିସ, ବ୍ୟାଗରୁ ମିଳିଲା

ମୋହନା,୧୭।୯(ମନ୍ମଥ ମିଶ୍ର): ସ୍କୁଟିରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ । ପୋଲିସ ଚେକିଂ ବେଳେ ଧରାପଡ଼ିଲା ଚାଲାଣକାରୀ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଏବେଠୁ ସତର୍କ ରୁହନ୍ତୁ ୩ ରାଶି: ଡିସେମ୍ବର ଯାଏ କଲବଲ କରିବେ ରାହୁ-କେତୁ, ହାତରୁ ଯିବ ଚାକିରି! ସହିବେ ବଡ଼ କ୍ଷତି

ବୈଦିକ ଜ୍ୟୋତିଷରେ ରାହୁ ଓ କେତୁଙ୍କୁ ଛାୟା ଗ୍ରହ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମତ ଅନୁସାରେ ଏହି ଦୁଇ ଗ୍ରହଙ୍କ ପ୍ରଭାବରେ ଜୀବନରେ ହଠାତ୍‌ ଲାଭ,…

ପାରାଦୀପ ଚଳଚଞ୍ଚଳ: ଆଜିଠାରୁ ୨୩ ପର୍ଯ୍ୟନ୍ତ ପୂଜା ପାଇବେ ପ୍ରଭୁ ବିଶ୍ୱକର୍ମା

ପାରାଦୀପ,୧୭।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ମହୋତ୍ସବ ଗୁରୁବାରଠାରୁ ଆରମ୍ଭ ହେଉଛି। ଏହା ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଆୟୋଜକମାନଙ୍କ ପ୍ରସ୍ତୁତି କାର୍ଯ୍ୟ ଚୂଡ଼ାନ୍ତ…

ଅଜବ ପ୍ରେମ…୧୯ ବର୍ଷୀୟ ଜ୍ୱାଇଁ ପ୍ରେମରେ ୫ ସନ୍ତାନର ମା’! ଝିଅର ସ୍ୱାମୀଙ୍କୁ ନେଇ ଶାଶୁ ଫେରାର

ଲକ୍ଷ୍ନୌ,୧୭।୯: ଉତ୍ତରପ୍ରଦେଶର ମୈନପୁରୀରୁ ଶାଶୁ-ଜ୍ବାଇଁଙ୍କ ସମ୍ପର୍କକୁ ନେଇ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଅଭିଯୋଗ ଅନୁସାରେ, ଜଣେ ମହିଳା ନିଜ ଜ୍ବାଇଁଙ୍କ ସହ ଫେରାର…

ସ୍ବାମୀଙ୍କୁ ପିଟିଦେଲା ବାଇକ୍‌, ରକ୍ତାକ୍ତ ଅବସ୍ଥାରେ ରାସ୍ତା ଉପରେ ପଡ଼ିଥିବା ଖବର ଶୁଣି ସ୍ତ୍ରୀଙ୍କୁ ହେଲା…

କଲ୍ୟାଣସିଂହପୁର,୧୭ା୯(ଦୀପକ କୁମାର ପରିଡ଼ା): ଦ୍ରୁତଗତିରେ ଆସୁଥିବା ଏକ ବାଇକ୍‌ ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା…

ଓରାଙ୍ଗ୍‌ଉଟାନଙ୍କ ସ୍ବାସ୍ଥ୍ୟକୁ ନେଇ ବଡ଼ ଅପଡେଟ୍; ୩ ରକ୍ତହୀନତାରେ ପୀଡ଼ିତ

ଭୁବନେଶ୍ୱର/ବାରଙ୍ଗ,୧୭।୯(ବନ୍ଦନା ସେଠୀ/ଲିଙ୍ଗରାଜ ରାଉତ): ଓଡ଼ିଶାରୁ ଉଦ୍ଧାର କରାଯାଇଥିବା ୫ଟି ଶାବକ ଓରାଙ୍ଗ୍‌ଉଟାନଙ୍କ ମଧ୍ୟରୁ ୩ ଜଣ ରକ୍ତହୀନତା (ଆନେମିଆ) ରୋଗରେ ପୀଡ଼ିତ ଥିବା ବୁଧବାର ନନ୍ଦନକାନନ ପ୍ରାଣୀଉଦ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?