ଯୁବଚିତ୍ରକାରଙ୍କ କାନ୍‌ଭାସରେ ଅରିନ୍ଦମ ଦାସ

ପାଟଣା,୨୬।୯(ସ୍ବ. ପ୍ର.): କଟକ ମୁଣ୍ଡଳି ଜଳସ୍ରୋତରେ ଫସି ରହିଥିବା ହାତୀର ଖବର ସଂଗ୍ରହକୁ ଯାଇ ଖବର ପାଲଟି ଯାଇଥିବା ରିପୋର୍ଟର ଅରିନ୍ଦମ ଦାସଙ୍କ ମୃତ୍ୟୁ ସମସ୍ତଙ୍କୁ ମର୍ମାହତ କରିଦେଇଛି। ତେବେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳୀ ଗ୍ରାମର ଯୁବଚିତ୍ର ଶିଳ୍ପି ଲକ୍ଷ୍ମୀଧର ମହାରଣା ନିଜ ରଙ୍ଗ ତୂଳୀ ଜୀବନ୍ତ କରି ଗଢ଼ି ତୋଳି ଭିନ୍ନ ଢଙ୍ଗରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଅରିନ୍ଦମଙ୍କ ଅବିକଳ ଚେହେରାକୁ ନିଜ ତୂଳୀରେ ଆଙ୍କି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏଥି ସହ ସେ ତାଙ୍କ ପରିବାରକୁ ମଧ୍ୟ ସମବେଦନା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଥ ତାଡ଼ି ୧୫ ମୋବାଇଲ, କମ୍ପ୍ୟୁଟର ଚୋରି

ବନ୍ତଳା, ୩୦ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ବନ୍ତଳା ଥାନା ଛକ କନକ ଦୁର୍ଗା ବଜାରରେ ରବିବାର ରାତିରେ ଖାଲଙ୍ଗା ଗ୍ରାମର ପ୍ରଦୀପ ପ୍ରଧାନ (୩୩) ଙ୍କ ମୋବାଇଲ...

ଭୀମକୁଣ୍ଡ: ଭିତ୍ତିଭୂମି ଅଛି ବିକାଶ ନାହିଁ

ପାଟଣା,୧।୧: କେନ୍ଦୁଝର ଓ ମୟୂରଭଞ୍ଜ ଜିଲା ସୀମାନ୍ତ ଭୀମକୁଣ୍ଡ ପର୍ଯ୍ୟଟନସ୍ଥଳୀ ପର୍ଯ୍ୟଟକଙ୍କ ଆକର୍ଷଣର ଅନ୍ୟତମ କେନ୍ଦ୍ରବିନ୍ଦୁ। ବର୍ଷ ତମାମ ପର୍ଯ୍ୟଟକଙ୍କ କୋଳାହଳରେ ଏହି ଅଞ୍ଚଳ କମ୍ପିଉଠେ।...

ବର୍ଷାରେ ଭିଜିଲା ଅମଳ ଧାନ

ବନ୍ତ,୫।୧(ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକରେ ଅଦିନିଆ ବର୍ଷା ଚାଷୀଙ୍କ ନିଦ ହଜାଇଛି। ଗତ ନଭେମ୍ବରରେ ବୁଲବୁଲ୍‌ ବାତ୍ୟାରେ ଧାନ ଫସଲ ନଷ୍ଟ ହୋଇଥିଲା। ଏ...

ବୈଠକରେ ସୀମିତ ସଡ଼କ ସୁରକ୍ଷା: ରାଜପଥ କଡ଼ ପାଲଟିଛି ପାର୍କିଂସ୍ଥଳୀ

ନୟାଗଡ଼ ଅଫିସ,୧୨।୯: ନୟାଗଡ଼ ସହରରେ ସଡ଼କ ସୁରକ୍ଷା ଯୋଜନା ପ୍ରହସନ ପାଲଟିଛି। ସହର ମଧ୍ୟ ଦେଇ ଜାତୀୟ ରାଜପଥ-୫୭ ଓ ରାଜ୍ୟ ରାଜପଥ-୨୧ ଯାଇଥିବା ବେଳେ...

ବିବାହ ଭୋଜି ଖାଇ ୫୪ ଅସୁସ୍ଥ, ୩ ଗୁରୁତର

ପଟ୍ଟାମୁଣ୍ଡାଇ,୨୨।୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ନିମପୁର ଗାଁର ଏକ ବରଯାତ୍ରୀ ଦଳ ଶନିବାର ରାତିରେ ରାଜନଗର କେରାଡାଗଡ ଗାଁକୁ ଯାଇଥିଲେ। ସେଠାରେ ଭୋଜିଖାଇ ରାତିରେ...

ମାଫିଆଙ୍କ ଦ୍ୱାରା ମାଣଗୌଣୀ ପଥର ନଷ୍ଟ ହେବା ଆଶଙ୍କା : ସୁରକ୍ଷା ପ୍ରତି ପ୍ରଶାସନର ଦୃଷ୍ଟି ପଡ଼ୁ

ଖଣ୍ଡପଡ଼ା,୧ା୭(ସ୍ବ.ପ୍ର.): ପରିବେଶ ସୁରକ୍ଷା ପାଇଁ ଜଙ୍ଗଲ,ପାହାଡର ସୁରକ୍ଷା ଜରୁରୀ ଅଟେ। ମାତ୍ର ଆଜିର ମଣିଷ ସମାଜ ନିଜ ଆବଶ୍ୟକତା ପୂରଣ ନିମନ୍ତେ ସବୁବେଳେ ପାହାଡ, ଜଙ୍ଗଲକୁ...

ନାବାଳିକାଙ୍କୁ ବଳାତ୍କାର ମାମଲା: ୬ ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲଦଣ୍ଡ

କେନ୍ଦୁଝର, ୧୦ା୯(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ବଡବିଲ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ମଙ୍ଗଳବାର କେନ୍ଦୁଝର ଅତିରିକ୍ତ ଜିଲା ଓ ସ୍ବତନ୍ତ୍ର ବିଚାରପତି ଲୋକନାଥ ସାହୁ...

ବିଦ୍ୟୁତ୍‌ ଆଘାତରେ ଶିଶୁକନ୍ୟାର ଜୀବନ ଗଲା

ଭଦ୍ରକ ଅଫିସ, ୧୭।୫: ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ପଞ୍ଚାୟତ ହାଟଡିହ ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ତାର...

Advertisement
Archives

Model This Week