Posted inଖେଳ

ବିଜୟରୁ ଓଏଫ୍‌ସିର ଅଭିଯାନ

ଭୁବନେଶ୍ୱର,୨୮ା୧୧(ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ଓଡ଼ିଶା ଓମେନ୍ସ ଲିଗ୍‌ ରବିବାର ଆରମ୍ଭ ହୋଇଛି। ପ୍ରଥମକରି ଭାଗ ନେଇଥିବା ଓଡ଼ିଶା ଏଫ୍‌ସି (ଓଏଫ୍‌ସି) ଓ ଇଷ୍ଟକୋଷ୍ଟ ରେଲଓ୍ବେ ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯାଇଥିଲା। ପ୍ରଥମାର୍ଦ୍ଧରେ ଦୁଇ ଦଳ ମଧ୍ୟରେ ଜୋର୍‌ଦାର ସଂଘର୍ଷ ଦେଖିବାକୁ ମିଳିଥିଲେ ମଧ୍ୟ କୌଣସି ଗୋଲ ହୋଇ ନ ଥିଲା। ଦ୍ୱିତୀୟାର୍ଦ୍ଧରେ ପେନାଲ୍‌ଟିରୁ କାର୍ତ୍ତିକା ଆଙ୍ଗମୁଥୁ(୮୫ ମିନିଟ୍‌) ଗୋଲ ସ୍କୋର କରିବା ସହ ଓଏଫ୍‌ସି ମହିଳା ଟିମ୍‌ ୧-୦ରେ ବିଜୟୀ ହୋଇଥିଲା।

ଓଏଫ୍‌ସିର ପରବର୍ତ୍ତୀ ମ୍ୟାଚ୍‌ ଓଡ଼ିଶା ପୋଲିସ ସହ ଆସନ୍ତା ୧ ଡିସେମ୍ବରରେ ହେବାକୁ ଯାଉଛି। ଉଦ୍‌ଘାଟନୀ ମ୍ୟାଚ୍‌ରେ ଫାଓର ଯୁଗ୍ମ ସଚିବ ଅଭିଜିତ୍‌ ପଲ୍‌, ଶୁଭେନ୍ଦୁ ପଣ୍ଡା କ୍ରୀଡ଼ା ସଚିବ, ପୂର୍ବତନ ଫୁଟ୍‌ବଲର ଶ୍ରଦ୍ଧାଞ୍ଜଳି ସାମନ୍ତରାୟ ଓ ସସ୍ମିତା ମଲିକ୍‌ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri