ହଟ୍‌ସ୍ପଟ୍‌ରେ ଏସ୍‌ସିବି ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ, ଆଜି ୧୦ ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୨୦ା୮: ଏସ୍‌ସିବି ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରୁ ବୁଧବାର ପ୍ରଥମ କରି ୩ ଜଣ ଷ୍ଟାଫ୍‌ଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ତେବେ ଗୁରୁବାର ସକାଳେ ଆଉ ୧୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣ ଆଟେଣ୍ଡାଣ୍ଟ ଏବଂ ୨ କିରାଣି। ଫଳରେ ଏଠାରେ ବର୍ତ୍ତମାନ ଅଫିସ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଏତଦ୍‌ବ୍ୟତୀତ ଏଠାରେ ମଧ୍ୟ କ୍ୟାନ୍‌ସର ହସ୍ପିଟାଲଠାରୁ ସ୍ଥିତି ବଳିଯିବ ବୋଲି କିଛି କର୍ମଚାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପରେ ଖୋର୍ଦ୍ଧା ସ୍ଥିତି ସଙ୍ଗିନ

ଭୁବନେଶ୍ୱର, ୧୯। ୭(ବ୍ୟୁରୋ): ରାଜ୍ୟର ୫ କରୋନା ହଟ୍‌ସ୍ପଟ୍‌ ଜିଲା ମଧ୍ୟରେ ରହିଛି ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ ଓ ଯାଜପୁର। ତେବେ ଗଞ୍ଜାମ ଜିଲାରେ...

ପଶୁସେବା ସଂଘ ପକ୍ଷରୁ କୁକୁରଙ୍କୁ ଆହାର ପ୍ରଦାନ

ପୋଲସରା,୮ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୋଲସରା ସହରରେ ପଶୁସେବା ସଂଘ ପକ୍ଷରୁ ବୁଲା କୁକୁର, ଗୋରୁ ଏବଂ ଅନ୍ୟାନ୍ୟ ଜୀବଜନ୍ତୁଙ୍କୁ ଖାଦ୍ୟ ବଣ୍ଟନ କରାଯାଉଛି। ଦୈନନ୍ଦିନ...

ସାପ କାମୁଡ଼ାରେ ଭଉଣୀଭାଇଙ୍କ ମୃତ୍ୟୁ

ସୁନ୍ଦରଗଡ଼, ୧୨।୮ (ଡି.ଏନ.ଏ.) -ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ସବ୍‌ଡେଗା ବ୍ଲକ ସୁବଲିୟା ନବରଙ୍ଗପୁର ବସ୍ତିରେ ସାପ କାମୁଡାରେ ଭଉଣୀଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ...

ପୁରୁଷୋତ୍ତମପୁରରେ ଜନତା କର୍ଫ୍ୟୁ: ରାସ୍ତାଘାଟ ଶୂନ୍‌ଶାନ୍‌

ପୁରୁଷୋତ୍ତମପୁର,୨୨ା୩(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣ ରୋକିବାକୁ ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ନିବେଦନ କରାଯାଇ ଜନତା କର୍ଫ୍ୟୁ ପାଳନ ଲାଗି ନିର୍ଦ୍ଦେଶ ଦିଆଯାଇଥିଲା। ଏହାକୁ ନେଇ ରବିବାର ଗଞ୍ଜାମ...

ଟ୍ରେନ୍‌ରେ ବନ୍ଧୁକ ଦେଖାଇ ଭୟଭୀତ କରିବା ଘଟଣା: ଅଭିଯୁକ୍ତ ଗିରଫ

ଜଟଣୀ, ୫।୧(ଡି.ଏନ.ଏ.): ବନ୍ଧୁକ ଦେଖାଇ ଅନ୍ୟ ଯାତ୍ରୀଙ୍କୁ ଭୟଭୀତ କରିବା ସହ ଟ୍ରେନ୍‌ ମଧ୍ୟରେ ଆତଙ୍କ ସୃଷ୍ଟି ଘଟଣାରେ ଖୋର୍ଦ୍ଧାରୋଡ ରେଲୱେ ପୋଲିସ ସୋମନାଥ ପାଢୀ(୩୮)ଙ୍କୁ...

ମହିଳାଙ୍କୁ ଆକ୍ରମଣ, ଜେଲଗଲେ ଶିକ୍ଷକ

ଭଞ୍ଜନଗର,୨୦।୧୨(ଡି.ଏନ୍‌.ଏ.)- ତାରସିଂ ପୋଲିସ ଶୁକ୍ରବାର ମହିଳାଙ୍କୁ ଆକ୍ରମଣ ଅଭିଯୋଗରେ ଜଣେ ଶିକ୍ଷକଙ୍କୁ ଗିରଫ କରିଛି। ସେହେଲେ ପ୍ରତାପୁରର ଶଙ୍କର ନାୟକ। ମହିଳାଙ୍କ ଏତଲାକ୍ରମେ ନଂ.୧୯୫/୧୯ରେ ଏକ...

ଆକାଉଣ୍ଟ ସେଟେଲ କର, ନଚେତ ଦରମା ବନ୍ଦ

କଟକ ଅଫିସ,୧୨।୧୨: ସମ୍ବଲପୁର ହୀରାକୁଦ ଡ୍ୟାମର ଜଣେ ପୂର୍ବତନ କର୍ମଚାରୀଙ୍କ ଆକାଉଣ୍ଟ ଦୀର୍ଘ ବର୍ଷ ଧରି ସେଟେଲମେଣ୍ଟ ହୋଇ ନ ଥିବା ଘଟଣାରେ ହାଇକୋର୍ଟ କ୍ଷୁବ୍ଧ...

ଆମ୍‌ ଚାଷ୍‌ ଦେଇଛେ ଜୀବ୍‌କା : ପୋରଛାହନ୍‌ ଅଭାବ, ତଥାପି ସଫଲ

ପଦ୍ମପୁର, ୯।୬ (ଡି.ଏନ.ଏ):  ଫଲ ଭିତରେ ରଜା ହେଉଛେ ଆମ୍‌। ସାରା ବିଶ୍ୱରେ ଅମ୍‌ର ଚାହିଦା କାହିଁରେ କେତେ। ଆଘ ଗଁ।ଗଁଲିମାନକେ ଅନେକ କିସମର ଆମ୍‌...

Advertisement
Archives

Model This Week