ଲୋକଙ୍କ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବ୍‌ଶୀଘ୍ର ହେବ ସମାଧାନ

ଦେବଗଡ଼,୨୦ା୫(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲା ତିଲେଇବଣି ବ୍ଲକ ସୁଗୁଡ଼ା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ କବିନ୍ଦ୍ର କୁମାର ସାହୁ ଯୋଗଦେଇ ୪୫ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହା ମଧ୍ୟରେ ୩୧ଟି ବ୍ୟକ୍ତିଗତ ଓ ୧୪ଟି ସାମୂହିକ ଅଭିଯୋଗ ରହିଥିଲା। ବିଶେଷ କରି ମଧୁବାବୁ ପେନ୍‌ସନ, ସୁଭଦ୍ରା ଯୋଜନା, ନଳକୂପ, ଜମି ପଟ୍ଟା, ଜମି ଚିହ୍ନଟ କରିବା ନିମନ୍ତେ ପ୍ରମୁଖ ସମାଧାନ ପାଇଁ ଅଭିଯୋଗ ହୋଇଥିଲା। ଶିବିରରେ ଆରକ୍ଷୀ ଅଧୀକ୍ଷକ ଅନିଲ କୁମାର ମିଶ୍ର, ବନଖଣ୍ଡ ଅଧିକାରୀ ମଗର ଧନାଜୀ ରାଓସ, ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ଼ିଲାପରିଷଦ ରାଜେନ୍ଦ୍ର କୁମାର ମିଞ୍ଜ, ଉପ ଜ଼ିଲାପାଳ ପରକ୍ଷିତ ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀଣି ତିଲେଇବଣି ପ୍ରିୟଦର୍ଶିନୀ ମର୍ଦ୍ଧା, ତହସିଲଦାର କର୍ଣ୍ଣ ମଲ୍ଲିକ, ସହକାରୀ ଜ଼ିଲାପାଳ ହେମନ୍ତ ସିଂ ସମେତ ସମସ୍ତ ବିଭାଗର ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri