ଆନ୍ଦୋଳନକୁ ଓହ୍ଲାଇଛନ୍ତି ବିଭିନ୍ନ ବିଭାଗର ଠିକା କର୍ମଚାରୀ

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ନିଯୁକ୍ତି ନିୟମାବଳୀ ବିରୋଧରେ ଠିକା କର୍ମଚାରୀ ସଂଘର ବଡ଼ ଧରଣର ଆନ୍ଦୋଳନ। ରବିବାର ପ୍ରାୟ ୧୦ ହଜାର ଠିକା କର୍ମଚାରୀ ଲୋୟର ପିଏମ୍‌ଜି ଛକରେ ବିକ୍ଷୋଭ କରୁଛନ୍ତି। ସମାନ କାମକୁ ସମାନ ଦରମା ଦାବିରେ ଏହି ଆନ୍ଦୋଳନ ଚାଲିଛି।

ରାଜ୍ୟ ସରକାରଙ୍କ ଶିକ୍ଷା, ସ୍ବାସ୍ଥ୍ୟ, ଗୃହ ଭଳି ବିଭିନ୍ନ ବିଭାଗର ଠିକା କର୍ମଚାରୀ ଏହି ଆନ୍ଦୋଳନରେ ବସିଛନ୍ତି। ଆନ୍ଦୋଳନକାରୀ ଅଭିଯୋଗ କରିଛନ୍ତି ଯେ, ୨୦୧୩ରେ ରାଜ୍ୟ ସରକାରଙ୍କ ନୂଆ ଠିକା ନିଯୁକ୍ତି ଆଇନ ପ୍ରଚଳନ କରିଥିଲେ। ଏହି ଆଇନରେ ବ୍ୟବସ୍ଥା ଥିଲା ଯେ, ନିୟମିତ କର୍ମଚାରୀଙ୍କ ଭଳି ଚାକିରି ଆଶାୟୀ ଓପିଏସ ପରୀକ୍ଷା ଦେବେ। ସାକ୍ଷାତକାର ଦେବେ। ଏହା ପରେ ୬ ବର୍ଷ ପାଇଁ ଠିକାରେ ନିଯୁକ୍ତି ପାଇବେ। ସେମାନଙ୍କର ଦରମା ୨୩ ହଜାର, ୧୩ ହଜାର ଓ ୧୨ ହଜାର ରଖାଯାଇଥିଲା।

ଏହାପରେ ସେମାନଙ୍କୁ ନିୟମିତ କରାଗଲେ, ଠିକା ସମୟର ୬ ବର୍ଷକୁ ସେଥିରେ ମିଶାଯିବାର ବ୍ୟବସ୍ଥା ନ ଥିଲା। ଏହି ପଦ୍ଧତିରେ ନିଯୁକ୍ତି ପାଇଥିବା କର୍ମଚାରୀମାନେ ପଦୋନ୍ନତିରେ ସମସ୍ୟା ଭୋଗିଛନ୍ତି। ସେହିପରି ଅବସରକାଳୀନ ସୁବିଧା, ମହଙ୍ଗା ଭତ୍ତା, ଘରଭଡ଼ା ଆଦି ପାଇବାର ବ୍ୟବସ୍ଥା ନ ଥିଲା। ଏଣୁ ଏହାକୁ ବିରୋଧ କରି ଆଜି କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri