୨୧ରୁ ଏକାଦଶ, ୨୫ରୁ ୮ମ ଶ୍ରେଣୀ ପାଠପଢ଼ା

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୧ରୁ ଏକାଦଶ ଓ ୨୫ରୁ ଅଷ୍ଟମ ଶ୍ରେଣୀ ଖୋଲିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ଓ ଗଣଶିକ୍ଷା ବିଭାଗ। ପିଲାମାନେ ଅଫଲାଇନ୍‌ ମୋଡ୍‌ରେ ପାଠ ପଢ଼ିପାରିବେ। ତେବେ କ୍ଲାସରୁମକୁ କେମିତି ପରିଚାଳନା କରାଯିବ ଓ ଗାଇଡଲାଇନ୍‌ ଅନୁସାରେ କେମିତି ପାଠପଢ଼ା ହେବ ସେ ନେଇ ଶନିବାର ସବୁ ଜିଲାର ଡିଇଓଙ୍କ ସହ ଭର୍ଚୁଆଲ ମୋଡ୍‌ରେ ଆଲୋଚନା କରାଯିବ।
ସୂଚନାନୁସାରେ, ପୂର୍ବରୁ ନବମ, ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଠପଢ଼ା ଅଫଲାଇନ୍‌ରେ ଚାଲିଥିଲା। କରୋନା ମହାମାରୀ କାରଣରୁ ରାଜ୍ୟରେ ସ୍କୁଲ, କଲେଜ ସ୍ବାଭାବିକ ଭାବରେ ଚାଲିପାରୁ ନ ଥିଲା। ଅନଲାଇନ୍‌ ମାଧ୍ୟମରେ ଶିକ୍ଷାଦାନ ଦିଆଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri