ବାରବାଟୀରେ ୫ରୁ ଅଫଲାଇନ ଟିକେଟ: ପୂର୍ବ ରାତିରୁ ଧାଡ଼ିରେ ନ ରହି ସକାଳୁ ଧାଡ଼ିରେ ରହିବାକୁ ଦିଆଯିବ ଅନୁମତି

ଭୁବନେଶ୍ୱର,୩।୧୨: ବାରବାଟୀ ଟି ଟ୍ବେଣ୍ଟି ପାଇଁ ଅଫଲାଇନ ଟିକେଟ ବିକ୍ରି ପୂର୍ବରୁ ଡିସିପି ସମୀକ୍ଷା କରି କହିଛନ୍ତି, କାଉଣ୍ଟର ଟିକେଟ ବିକ୍ରି ପାଇଁ ଲୁହା ବାରିକେଡ କରାଯିବ। କ୍ରିକେଟ ଏକାଡେମୀ ପଟୁ ପ୍ରବେଶ, ପ୍ରସ୍ଥାନ ଗେଟ୍‌ ଅଲଗା ରହିବ। ୫ ତାରିଖ ସକାଳ ୯ଟାରୁ ଟିକେଟ ବିକ୍ରି ଆରମ୍ଭ ହେବ। ସକାଳୁ ୬ଟାରୁ ଧାଡ଼ିରେ ରହିବାକୁ ଅନୁମତି ଦିଆଯିବ। ଟିକେଟ କିଣିବା ପାଇଁ କେହି ପୂର୍ବ ରାତିରୁ ଧାଡ଼ିରେ ରହି ପାରିବେନି। କଳାବଜାରୀ ଉପରେ ସ୍ବତନ୍ତ୍ର ନଜର ରଖାଯିବ। ସିସିଟିଭି ସର୍ଭେଲାନ୍ସରେ ଟିକେଟ ବିକ୍ରି ପ୍ରକ୍ରିୟା ଚାଲିବ ବୋଲି ଡିସିପି କହିଛନ୍ତି।

ଅନୁବନ୍ଧିତ ସଂସ୍ଥାମାନଙ୍କୁ ମୋଟ ୧୧ ହଜାର ଟିକେଟ ବିକ୍ରି ହେବ। ଆସନ୍ତା ୫ ତାରିଖରେ ଅଫଲାଇନ ଅର୍ଥାତ୍‌ ଧାଡିରେ ରହି ଟିକେଟ ପାଇବେ ଦର୍ଶକ। ୧୦ ହଜାର ଟିକେଟ ୫ ତାରିଖ ରେ ବିକ୍ରି ହେବ ବୋଲି ଜଣାପଡିଛି।

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri