ନନ୍ଦନକାନନରେ ଅଫଲାଇନ ଟିକଟ

ବାରଙ୍ଗ,୨।୩(ଡି.ଏନ୍‌.ଏ.): ନନ୍ଦନକାନନରେ ଅଫଲାଇନ ଟିକଟ ଓ ବଣଭୋଜିକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତିା ନନ୍ଦନକାନନ ଉପନିର୍ଦ୍ଦେଶକ ଏ ନେଇ ସୂଚନା ଦେଇଛନ୍ତି । ଜାନୁୟାରୀ ୭ରୁ କରୋନା କଟକଣା ପାଇଁ ଅଫଲାଇନ ଟିକେଟ ବନ୍ଦ ଥିବାବେଳେ ଭୋଜି କରିବାକୁ ମଧ୍ୟ ବାରଣ ହୋଇଥିଲା। ବର୍ତ୍ତମାନ ଏବେ ନନ୍ଦନକାନନରେ ଅଫଲାଇନ୍‌ରେ ଟିକଟ ଓ ବଣଭୋଜିକୁ ଅନୁମତି ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri