ଋଣ ପ୍ରଦାନ କ୍ଷେତ୍ରରେ ଓଜିବି ପୁରସ୍କୃତ

ଭୁବନେଶ୍ୱର,୧୯।୧: ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ(ଓଜିବି)କୁ ଜାତୀୟସ୍ତରରେ ସମ୍ମାନିତ ସହ ପୁରସ୍କୃତ ମଧ୍ୟ କରାଯାଇଛି। ବିଶେଷକରି ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଋଣ ପ୍ରଦାନ କ୍ଷେତ୍ରରେ ଓଜିବି ପୁରସ୍କୃତ ହୋଇଛି। ଏପରିକି ପୂର୍ବ ଭାରତରେ ବ୍ୟାଙ୍କ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ସର୍ବାଧିକ ଋଣ ବଣ୍ଟନକରି ପୂର୍ବ ଭାରତର ଶ୍ରେଷ୍ଠ ବ୍ୟାଙ୍କ ଭାବେ ନିକଟରେ ସମ୍ମାନିତ ହୋଇଛି। ଏହି ପରିପ୍ରେକ୍ଷୀରେ ନୂଆଦିଲ୍ଲୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ବ୍ୟାଙ୍କର ଅଧ୍ୟକ୍ଷ ଋଷି ସିଂହ ଅତିରିକ୍ତ ସଚିବ (ସେକ୍ରେଟାରି) ଡେ.ଏନ୍‌.ଆର.ଏଲ୍‌.ଏମ୍‌. ଚରଣଜିତ ସିଂହଙ୍କ ଠାରୁ ଉକ୍ତ ପୁରସ୍କାର ଗ୍ରହଣ କରିଥିଲେ।
ଉଲ୍ଲେଖଯୋଗ୍ୟ,୨୦୨୨-୨୩ ଆର୍ଥିକ ବର୍ଷରେ ବ୍ୟାଙ୍କ ୮୧,୦୦୦ ରୁ ଊର୍ଦ୍ଧ୍ୱ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ପ୍ରାୟ ୨,୩୨୦ କୋଟି ଟଙ୍କାର ଋଣ ପ୍ରଦାନ କରିଥିଲାବେଳେ ୮ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କୁ ବ୍ୟାଙ୍କ ସହଯୋଗ (ଉପକୃତ) କରିପାରିଛି। ସେହିଭଳି ୨୦୨୩-୨୪ ଆର୍ଥିକ ବର୍ଷରେ ବ୍ୟାଙ୍କ ୫୪,୦୦୦ରୁ ଉର୍ଦ୍ଧ୍ୱ ମହିଳା ସ୍ବୟଂସହାୟକ ଗୋଷ୍ଠୀଙ୍କୁ ପ୍ରାୟ ୧,୬୯୬କୋଟି ଟଙ୍କାର ଋଣ ପ୍ରଦାନ କରିଛି। ଅପରପକ୍ଷରେ ଓଜିବି କିଛିଦିନ ତଳେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଋଣ ପ୍ରଦାନ ନିମନ୍ତେ ଓଡ଼ିଶାରେ ଶ୍ରେଷ୍ଠ ବ୍ୟାଙ୍କ ଭାବେ ବିବେଚିତ ହୋଇ ମୁଖ୍ୟମନ୍ତ୍ରୀଙ୍କଠାରୁ ମଧ୍ୟ ପୁରସ୍କାର ଗ୍ରହଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri