ବ୍ୟାଙ୍କ ଶାଖା ପରିଚାଳକଙ୍କୁ ୨ ବର୍ଷ କାରାଦଣ୍ଡ

ବରଗଡ଼,୨୯।୧(ପ୍ରେମାନନ୍ଦଖମାରୀ): ବରଗଡ଼ ଜିଲା ଦହିତା ସ୍ଥିତ ବଲାଙ୍ଗିର ଆଞ୍ଚଳିକ ଗ୍ରାମ୍ୟବ୍ୟାଙ୍କ (ବିଏଜିବି)ର ପୂର୍ବତନ ଶାଖା ପରିଚାଳକ କ୍ଷୀରୋଦ କୁମାର ଷଡ଼ଙ୍ଗୀଙ୍କୁ ୨ ବର୍ଷ ସଶ୍ରମ କାରାଦଣ୍ଡାଦେଶ ହୋଇଛି।

ଏକ ଲାଞ୍ଚ ମାମଲାର ଶୁଣାଣି କରି ବରଗଡ଼ ଭିଜିଲାନ୍ସ କୋର୍ଟର ସ୍ପେଶାଲ ଜଜ୍(ସ୍ବତନ୍ତ୍ର ବିଚାରପତି) ଷଡ଼ଙ୍ଗୀଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହିତ ଏହି ରାୟ ଦେଇଛନ୍ତି।

ଶାଖା ପରିଚାଳକ ଷଡ଼ଙ୍ଗୀ ତାଙ୍କ କାର୍ଯ୍ୟକାଳ ସମୟରେ ଫୁଲମତୀପୁର ଗ୍ରାମର ଜଣେ ଚାଷୀ ଗୁଣସାଗର ମେହେରଙ୍କୁ କୃଷି ଋଣ ଦେବା ପାଇଁ ଲାଞ୍ଚ ନେବା ସମୟରେ ଧରାପଡ଼ିଥିଲେ।

ତାଙ୍କ ପେନସନ ମଧ୍ୟ ବନ୍ଦ କରିବା ପାଇଁ ଭିଜିଲାନ୍ସ ସମ୍ପୃକ୍ତ ବିଭାଗକୁ ଅବଗତ କରିବାକୁ ପ୍ରକ୍ରିୟା ଆରମ୍ଭ କରିଥିବା ସୂଚନା ମିଳିଛି।

ସମ୍ବଲପୁର ଡିଭିଜନ ଭିଜିଲାନ୍ସର ପୂର୍ବତନ ଇନ୍ସପେକ୍ଟର ଜଗନ୍ନାଥ ନାଏକ ଏହି ମାମଲାର ତଦନ୍ତ କରିଥିଲେ।ଭିଜିଲାନ୍ସର ସ୍ପେଶାଲ ପି.ପି ଶୋଭନ ଆନନ୍ଦ ଗୁରୁ ଏହି ମାମଲାର ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା,…

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri