Posted inଜାତୀୟ

ମୁଜଫରନଗର ହିଂସାକୁ ନିର୍ବାଚନି ଅସ୍ତ୍ର କରିବେନି ଯୋଗୀ

ଲକ୍ଷ୍ନୌ,୮ ।୧୧: ପାଖେଇ ଆସୁଛି ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ । ସୋମବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କୈରାନା ପହଞ୍ଚିଛନ୍ତି । ସେଠାରେ ସେ କହିଛନ୍ତି ଏହା ପୂର୍ବର ସରକାରଙ୍କର ରାଜନୈତିକ ଅପରାଧିକରଣର ଶିକାର ହୋଇଥିଲେ ଲୋକେ । ହେଲେ ଏବେ ଲୋକେ ଭୟ ନ କରି ନିଜ ପୂର୍ବଜଙ୍କ ଜମି ଉପରେ ରହୁଛନ୍ତି । ଯୋଗୀ କହିଛନ୍ତି ମୁଜଫରନଗର ଦଙ୍ଗା ହେଉ ଅବା କୈରିନା ଚାଲିଯିବା ଘଟଣା ଏହା ତାଙ୍କ ନିର୍ବାଚନର ଅସ୍ତ୍ର ହେବ ନାହିଁ । ଲୋକଙ୍କ ସୁରକ୍ଷା ତାଙ୍କ ସରକାରର ପ୍ରାଥମିକତା ବୋଲି ଯୋଗୀ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ଆଜି ଉତ୍ତର ପ୍ରଦେଶରେ ଯଦି କେହି ମାଫିଆ ବା ଗୁଣ୍ଡା କୌଣସି ବ୍ୟବସାୟୀଙ୍କ ଉପରକୁ ଗୁଳି ଚଳାଉଛନ୍ତି ତେବେ ଏହି ଗୁଳି ବ୍ୟବସାୟୀଙ୍କୁ ଲାଗୁ ବା ନ ଲାଗୁ ହେଲେ ଗୁଳିଟି ଚଳାଇବା ଲୋକର ଛାତିରେ ନିଶ୍ଚୟ ବାଜିବ । କେତେଜଣ ଲୋକ ଭୋଟରଙ୍କୁ ପ୍ରୋତ୍ସାହିତ କରିଥିବା ବେଳେ, ସେ କହିଛନ୍ତି ପୂର୍ବରୁ ଯେଉଁ ଲୋକେ ମନ୍ଦିର ଯିବାକୁ ସଙ୍କୋଚ ପ୍ରକାଶ କରୁଥିଲେ ସେମାନେ ଆଜି ଏତେବଡ ଟିକା ଲାଗଉଛନ୍ତି ଯେମିତିକି ସେମାନେ ସବୁଠାରୁ ବଡ ହିନ୍ଦୁ । ଏମାନେ ଏମିତି ଏଥିପାଇଁ କରୁଛନ୍ତି କାରଣ ସେମାନେ ଏବେ ମୁକ୍ତ ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ଅଭିଭାଙ୍କ ସମ୍ପତ୍ତି କେତେ? ଏମିତି କରନ୍ତି ମୋଟା ଅଙ୍କର ରୋଜଗାର

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରମୁଖ ରାଜନୈତିକ ପରିବାର ମଧ୍ୟରୁ ଗୋଟିଏ ଗାନ୍ଧୀ-ଭଦ୍ରା ପରିବାର ଖୁବ ଶୀଘ୍ର ବିବାହ ଘୋଷଣା କରିବାକୁ ଯାଉଛନ୍ତି। ପ୍ରସ୍ତୁତି ଚାଲିଛି, ଏବଂ ବିବାହ...

ବଡ଼ ଭବିଷ୍ୟବାଣୀ କଲେ ଶାହା: ‘୨୦୨୬ରେ ପଶ୍ଚିମବଙ୍ଗରେ ବିପୁଳ ବହୁମତ ସହିତ ସରକାର ଗଢିବ ଭାଜପା’

ନୂଆଦିଲ୍ଲୀ,୩୦।୧୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଲକାତାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେସେ କହିଛନ୍ତି ଯେ ଏହି ଦିନଟି ସମସ୍ତ ଭାରତୀୟଙ୍କ...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri