Posted inଜାତୀୟ

ମୁଜଫରନଗର ହିଂସାକୁ ନିର୍ବାଚନି ଅସ୍ତ୍ର କରିବେନି ଯୋଗୀ

ଲକ୍ଷ୍ନୌ,୮ ।୧୧: ପାଖେଇ ଆସୁଛି ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ । ସୋମବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କୈରାନା ପହଞ୍ଚିଛନ୍ତି । ସେଠାରେ ସେ କହିଛନ୍ତି ଏହା ପୂର୍ବର ସରକାରଙ୍କର ରାଜନୈତିକ ଅପରାଧିକରଣର ଶିକାର ହୋଇଥିଲେ ଲୋକେ । ହେଲେ ଏବେ ଲୋକେ ଭୟ ନ କରି ନିଜ ପୂର୍ବଜଙ୍କ ଜମି ଉପରେ ରହୁଛନ୍ତି । ଯୋଗୀ କହିଛନ୍ତି ମୁଜଫରନଗର ଦଙ୍ଗା ହେଉ ଅବା କୈରିନା ଚାଲିଯିବା ଘଟଣା ଏହା ତାଙ୍କ ନିର୍ବାଚନର ଅସ୍ତ୍ର ହେବ ନାହିଁ । ଲୋକଙ୍କ ସୁରକ୍ଷା ତାଙ୍କ ସରକାରର ପ୍ରାଥମିକତା ବୋଲି ଯୋଗୀ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ଆଜି ଉତ୍ତର ପ୍ରଦେଶରେ ଯଦି କେହି ମାଫିଆ ବା ଗୁଣ୍ଡା କୌଣସି ବ୍ୟବସାୟୀଙ୍କ ଉପରକୁ ଗୁଳି ଚଳାଉଛନ୍ତି ତେବେ ଏହି ଗୁଳି ବ୍ୟବସାୟୀଙ୍କୁ ଲାଗୁ ବା ନ ଲାଗୁ ହେଲେ ଗୁଳିଟି ଚଳାଇବା ଲୋକର ଛାତିରେ ନିଶ୍ଚୟ ବାଜିବ । କେତେଜଣ ଲୋକ ଭୋଟରଙ୍କୁ ପ୍ରୋତ୍ସାହିତ କରିଥିବା ବେଳେ, ସେ କହିଛନ୍ତି ପୂର୍ବରୁ ଯେଉଁ ଲୋକେ ମନ୍ଦିର ଯିବାକୁ ସଙ୍କୋଚ ପ୍ରକାଶ କରୁଥିଲେ ସେମାନେ ଆଜି ଏତେବଡ ଟିକା ଲାଗଉଛନ୍ତି ଯେମିତିକି ସେମାନେ ସବୁଠାରୁ ବଡ ହିନ୍ଦୁ । ଏମାନେ ଏମିତି ଏଥିପାଇଁ କରୁଛନ୍ତି କାରଣ ସେମାନେ ଏବେ ମୁକ୍ତ ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?