ଓଏଚ୍‌ପିସି ପାଳିଲା ଯୋଗ ଦିବସ

ଭୁବନେଶ୍ୱର,୨୨।୬(ଅନୁରାଧା ମହାରଣା): ଓଡ଼ିଶା ହାଇଡ଼୍ରୋ ପାଓ୍ବାର କର୍ପୋରେଶନ(ଓଏଚପିସି) ପକ୍ଷରୁ ଆର୍ନ୍ତଜାତୀୟ ଯୋଗ ଦିବସ ଅବସରରେ ଏକ ଯୋଗ ପ୍ରଶିକ୍ଷଣ ତଥା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସତ୍ୟାନନ୍ଦ ଯୋଗ ବିଦ୍ୟାଳୟ ସହଯୋଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ପ୍ରଶିକ୍ଷକ ପ୍ରକାଶ ଚନ୍ଦ୍ର ଗଜେନ୍ଦ୍ର, ଆୟଶାକାନ୍ତା ଦାସ, ନାଗେଶ୍ୱରୀ ସୋରେନ୍‌ ପ୍ରମୁଖ ପରିଚାଳନା କରିଥିଲେ। ଯୋଗାସନ ଓ ପ୍ରାଣାୟମ ଦ୍ୱାରା ଶରୀରକୁ ମିଳୁଥିବା ଉର୍ଜା ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏ ଅବସରରେ ଅଂଶଗ୍ରହଣକାରୀମାନେ ସୂର୍ଯ୍ୟ ନମସ୍କାର, କପାଳଭାତୀ, ନଦୀ ଶୋଧନ, ଭ୍ରମରୀ, ଉ୍ୟଜ୍ଜୟୀ, ଶୀତକରୀ କଆଦି ଯୋଗାସନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୨୦ ଜଣ ଖେଳାଳିଙ୍କ ମଧ୍ୟରୁ ଚୟନ କରାଯିବ ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ଭାରତୀୟ ଦଳ ଯେଉଁଥିରୁ ସ୍ଥାନ ପାଇବେ କେବଳ…

ନୂଆଦିଲ୍ଲୀ,୮।୧୧: ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଏବଂ ନାମ୍ବିଆ ଦ୍ୱାରା ଆୟୋଜିତ ହେବାକୁ ଥିବା ୨୦୨୭ ଦିନିକିଆ ବିଶ୍ୱକପ ଆସନ୍ତା ବର୍ଷ ଅକ୍ଟୋବର ୨ରୁ ଆରମ୍ଭ ହେବ। ଦଳଗୁଡ଼ିକ…

ଅଧିକାଂଶ ଅଫିସରେ ଏମିତି ଦୁର୍ନୀତିଗ୍ରସ୍ତ ଅଫିସର ଅଛନ୍ତି: ଏମ୍‌ପି ପ୍ରତାପ

ବାଲେଶ୍ୱର,୮।୧୧(ବାଞ୍ଛାନିଧି ଦେ): ବାଲିଆପାଳର ସବ୍‌ ରେଜିଷ୍ଟ୍ରାର ମନୀଷା ମିଶ୍ର ଭିଜିଲାନ୍ସ ଟିମ୍‌ ଦ୍ୱାରା ଲାଞ୍ଚ ନେଉଥିବା ବେଳେ ଧରାପଡ଼ି ଗିରଫ ହେବା ଜାଣି ଏମ୍‌ପି ପ୍ରତାପ ଚନ୍ଦ୍ର…

ପାକିସ୍ତାନର ବିକାଶରେ ହିନ୍ଦୁମାନଙ୍କ ଅବଦାନ’: ସ୍ବର ବଦଳାଇଲେ ଶେହବାଜ, ଜଣାଇଲେ ଦୀପାବଳି ଶୁଭେଚ୍ଛା

ଇସଲାମାବାଦ,୮।୧୧: ଦେଶ ତଥା ସମଗ୍ର ବିଶ୍ୱରେ ଦୀପାବଳି ପର୍ବ ଅତ୍ୟନ୍ତ ଉତ୍ସାହର ସହ ପାଳନ କରାଯାଉଛି। ଆମର ପଡ଼ୋଶୀ ଦେଶର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଦୀପାବଳି ଅବସରରେ…

କ୍ୟାମେରାରେ କଏଦ ହେଲା ବିରାଟ କୋହଲିଙ୍କ ରାଗ; ଆଙ୍ଗୁଠି ଦେଖାଇ ପ୍ରଶଂସକଙ୍କୁ ଇଙ୍ଗିତ କରି କହିଲେ…

ନୂଆଦିଲ୍ଲୀ,୮।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଅନୁଷ୍ଠିତ ଦ୍ୱିତୀୟ ଦିନିକିଆ ମ୍ୟାଚ ସମୟରେ ଏପରି ଏକ ଘଟଣା ଘଟିଲା, ଯେଉଁଥିରେ ବିରାଟ କୋହଲିଙ୍କ ଏକ ଅତ୍ୟନ୍ତ ଗମ୍ଭୀର…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ଏବେଠାରୁ ସର୍ତକ ନ ହେଲେ ଆଗକୁ ବଡ଼ ବିପଦ

ଏବେଠାରୁ ସର୍ତକ ନ ହେଲେ ଆଗକୁ ବଡ଼ ବିପଦ କଳକାରାଖାନା ସହ ଗାଡିମୋଟର ସଂଖ୍ୟା ହୁହୁ ହୋଇ ବଢ଼ି ଚାଲିଛି। ବାୟୁମଣ୍ଡଳରେ ଧୂଆଁ ଆସ୍ତରଣ ଓ ଅଙ୍ଗାରକାମ୍ଳ…

ନିଶାଦ୍ରବ୍ୟ କାରବାର ମାମଲାରେ ଅଭିଯୁକ୍ତ ଅଟକ, ରହିଛି ପଶ୍ଚିମବଙ୍ଗ ଲିଙ୍କ

ହାଟଡିହୀ/ଛେନାପଦୀ,୮ା୧୧(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):ନିଶାଦ୍ରବ୍ୟ କାରବାର ସମ୍ପର୍କିତ ଏକ ମାମଲାରେ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ପଶ୍ଚିମବଙ୍ଗ ହୁଗୁଳି ଜିଲା ଅନ୍ତର୍ଗତ ହରିପାଳ ଥାନା ପୁଲିସ ଟିମ କେନ୍ଦୁଝର…

ଏଇ ଭାରତରେ

ଗୁଜରାଟରେ ସବୁଠୁ ଅଧିକ ଜଳାଭାବର ସମ୍ମୁଖୀନ ହେଉଥିବା ଆଦିବାସୀ ଅଧ୍ୟୁଷିତ ଡାଙ୍ଗ, ନର୍ମଦା ଓ ବରୁଚ ଜିଲାରେ ନୀତା ପଟେଲ ଚେକ୍‌ ଡ୍ୟାମ ଓ ଜଳାଶୟର ପୁନରୁଦ୍ଧାର…

ପ୍ରଜ୍ୱଳିତ ପ୍ରଦୀପର ମହାପାର୍ବଣ

ଦୀପାବଳି ହେଉଛି ଶୁଭରାତ୍ରି ଓ ମହାନିଶା। ଦୀପାବଳି ଶବ୍ଦର ଅନେକ ଅର୍ଥ ରହିଥିଲେ ମଧ୍ୟ ଏହାର ଅନ୍ତର୍ନିହିତ ଚିନ୍ତା ଚେତନାଟି ହେଉଛି ଅନ୍ଧକାର ଉପରେ ପ୍ରକାଶ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?