ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା ଟ୍ରାନ୍ସଜେଣ୍ଡରଙ୍କୁ ସମାନ ସୁଯୋଗ ପାଇଁ OHRCଙ୍କ ସୁପାରିସ୍‌ । ଜଣେ ତୃତୀୟ ଲିଙ୍ଗୀଙ୍କ ଆବେଦନ ଆଧାରରେ ଓଡ଼ିଶା ମାନବ ଅଧିକାର ଆୟୋଗ କହିଛନ୍ତି ।

ଯେତେବେଳେ ସରକାରୀ ଚାକିରି ଆବେଦନ କରାଯିବ ସେତେବେଳେ ତୃତୀୟ ଲିଙ୍ଗ ବା ଟ୍ରାନ୍ସଜେଣ୍ଡର ରଖିବାକୁ କହିଛନ୍ତି । ଟ୍ରାନ୍ସଜେଣ୍ଡରଙ୍କୁ ଏକ ଲିଙ୍ଗ ବିକଳ୍ପ ଭାବରେ ବିଚାର କରିବାକୁ ପରାମର୍ଶ ଦେଇଛନ୍ତି । ଓଡ଼ିଶା ମାନବ ଅଧିକାର ଆୟୋଗଙ୍କ କହିବା ଅନୁସାରେ, ସେମାନଙ୍କ ପାଇଁ ଅନ୍ତତଃ ୧ ପ୍ରତିଶତ ହୋରାଇଜଣ୍ଟାଲ ସଂରକ୍ଷଣ କରାଯାଉ । ସବୁ ନିଯୁକ୍ତି ବୋର୍ଡ, OPSC ସମେତ ଅନ୍ୟାନ୍ୟ ସଂସ୍ଥାକୁ ନିର୍ଦ୍ଦେଶ ଦିଆଯାଉ ବୋଲି ରାଜ୍ୟ ସରକାରଙ୍କୁ ସୁପାରିସ କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। Dharitri – Odisha’s No.1 Odia Daily

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା…

ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜୟ ମହାପାତ୍ରଙ୍କ ବିସ୍ଫୋରକ ବୟାନ, ଆଗକୁ ଓଡ଼ିଶା ରାଜନୀତିରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନକୁ ନେଇ ବରିଷ୍ଠ ରାଜନେତା ବିଜୟ ମହାପାତ୍ର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଆଗକୁ ରାଜ୍ୟରେ ଏକ ବଡ଼ ରାଜନୈତିକ ପରିବର୍ତ୍ତନ…

ଗଜପତି ଜିଲାର ୪ ବ୍ଲକରେ ରବର ଚାଷ ରବରଚାଷରେ ହେକ୍ଟର ପିଛା ଚାଷୀଙ୍କୁ ଲାଭ ୨ ଲକ୍ଷ

ପାରଳାଖେମୁଣ୍ଡି,୧୬ା୩(ଗିରିଧାରୀ ପରିଚ୍ଛା): ରବର ଚାଷ ପାଇଁ ଗଜପତି ଜିଲାର ସୁନାମ ରହିଛି। ପାହାଡିଆ ଅଞ୍ଚଳରେ ରବର ଚାଷ କରି ଚାଷୀ ବେଶ୍‌ ଉପକୃତ ହେଉଛନ୍ତି। ଜିଲାର ଗୁମ୍ମା,…

ଛତ୍ରପୁରରେ ଭୟଙ୍କର ଗ୍ୟାସ୍‌ ସଙ୍କଟ: ସିଲିଣ୍ଡର ନେବାକୁ ଉପଭୋକ୍ତାଙ୍କ ଲମ୍ବା ଲାଇନ୍‌

ଛତ୍ରପୁର,୧୬ା୩(ଦିଲ୍ଲୀ ସାମଲ): ଗ୍ୟାସ୍‌ ବୁକିଂ ନମ୍ବର ଲାଗୁନାହିଁ, ପୂର୍ବରୁ ବୁକିଂ ଥିଲେ ବିଳମ୍ବ ହେଉଛି। ମଧ୍ୟପ୍ରାଚ୍ୟରେ ଯୁଦ୍ଧର ତାଣ୍ଡବ ମଧ୍ୟରେ ମୁଣ୍ଡ ଟେକିଛି ବଡ଼ ଧରଣର ଶକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri