Posted inଜାତୀୟ

ତେଲ ସଂକଟ: ୨୯ ରୁଟ୍‌ ପାଇଁ ବିମାନ ଉଡ଼ାଣରେ ଲାଗିଲା କଟକଣା

ନୂଆଦିଲ୍ଲୀ,୧୩ା୫: ତେଲ ସଂକଟ ନେଇ ଉଡ଼ାଣ କମ୍‌ ପାଇଁ ସୂଚନା ଜାରି କରିଛି ଏୟାର ଇଣ୍ଡିଆ। ୨୯ଟି ଅନ୍ତର୍ଜାତୀୟ ରୁଟ୍‌ରେ ଉଡ଼ାଣ କମ୍‌ ଓ ବାତିଲ ନେଇ ସୂଚନା ଦେଇଛି। ଜୁନ୍‌ରୁ ଅଗଷ୍ଟ ମଧ୍ୟରେ କଟକଣା ନେଇ ବିଧିବଦ୍ଧ ସୂଚନା ଦେଇଛି ଏୟାର ଇଣ୍ଡିଆ। ବିମାନ ଇନ୍ଧନ ଦାମ୍‌ ବୃଦ୍ଧି ଓ ଅନ୍ତର୍ଜାତୀୟ ଉଡ଼ାଣ କଟକଣାକୁ କାରଣ ଦର୍ଶାଇଛି ଏୟାର ଇଣ୍ଡିଆ। ଶେଷ ମିନିଟ୍‌ ଉଡ଼ାଣ ବାତିଲ ଅସୁବିଧା ଏଡ଼ାଇବାକୁ ଏପରି ପଦକ୍ଷେପ ନିଆଯାଇଛି। ହର୍ମୁଜ ପ୍ରଣାଳୀ ଏଯାବତ୍‌ ସ୍ବାଭାବିକ ହୋଇ ନ ଥିବାରୁ ତେଲ ସଂକଟ ଦେଖାଦେଇଛି।

Air India inks purchase agreements with Airbus, Boeing to firm up its 470-plane order | Business News - The Indian Express

ଏୟାର ଇଣ୍ଡିଆ କହିଛି, କିଛି ନିର୍ଦ୍ଦିଷ୍ଟ ଅଞ୍ଚଳ ଉପରେ ନିରନ୍ତର ଆକାଶ ସୀମା ପ୍ରତିବନ୍ଧକ ଏବଂ ଅନ୍ତର୍ଜାତୀୟ କାର୍ଯ୍ୟ ପାଇଁ ରେକର୍ଡ ଉଚ୍ଚ ଜେଟ୍ ଇନ୍ଧନ ମୂଲ୍ୟ ସମେତ ଅନେକ କାରଣର ମିଶ୍ରଣରେ ଏହି ପରିବର୍ତ୍ତନ କରାଯାଇଛି, ଯାହା କିଛି ଯୋଜନାବଦ୍ଧ ସେବାର ବାଣିଜ୍ୟିକ କାର୍ଯ୍ୟକ୍ଷମତାକୁ ଗୁରୁତ୍ୱପୂର୍ଣ୍ଣ ଭାବରେ ପ୍ରଭାବିତ କରେ।

Air India to add two flights to Dubai from June 1 using 787 Dreamliner - CNBC TV18

ଏୟାର ଇଣ୍ଡିଆ ପ୍ରତି ମାସରେ ୧୨୦୦ରୁ ଅଧିକ ଅନ୍ତର୍ଜାତୀୟ ବିମାନ ପରିଚାଳନା ଜାରି ରଖିବ, ଏକ ଦୃଢ଼ ଅନ୍ତର୍ଜାତୀୟ ନେଟୱର୍କ ବଜାୟ ରଖିବ ଯାହା ପାଞ୍ଚଟି ମହାଦେଶରେ ବ୍ୟାପ୍ତ। ଯେଉଁଥିରେ ଉତ୍ତର ଆମେରିକାକୁ ପ୍ରତି ସପ୍ତାହରେ ୩୩ଟି ବିମାନ, ୟୁରୋପକୁ ପ୍ରତି ସପ୍ତାହରେ ୪୭ଟି ବିମାନ, ୟୁକେକୁ ପ୍ରତି ସପ୍ତାହରେ ୫୭ଟି ବିମାନ, ଅଷ୍ଟ୍ରେଲିଆକୁ ପ୍ରତି ସପ୍ତାହରେ ୮ଟି ବିମାନ, ଦୂର ପୂର୍ବ, ଦକ୍ଷିଣ ପୂର୍ବ ଏସିଆ ଏବଂ SAARC ଅଞ୍ଚଳକୁ ପ୍ରତି ସପ୍ତାହରେ ୧୫୮ଟି ବିମାନ ଏବଂ ମରିସସ୍ (ଆଫ୍ରିକା)କୁ ପ୍ରତି ସପ୍ତାହରେ ୭ଟି ବିମାନ ଅନ୍ତର୍ଭୁକ୍ତ ବୋଲି ଏୟାର ଇଣ୍ଡିଆ କହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

BJP ଟିକେଟ ଅଫର କରିଥିଲେ ଜ୍ଞାନେଶ କୁମାର! ଦାବିକୁ ନେଇ ରାଜନୀତିରେ ହଇଚଇ, ରାହୁଲ କହିଲେ…

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)ର ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏବେ ଏକ ନୂଆ…

ବ୍ୟାପକ ବିରୋଧ ପ୍ରଦର୍ଶନ ପରେ ନଇଁ ପଡ଼ିଛନ୍ତି ବିଜୟ ସରକାର

ଚେନ୍ନାଇ,୨୭।୯: ତାମିଲନାଡୁରେ, ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତିଙ୍କ ନେତୃତ୍ୱାଧୀନ TVK ସରକାର ଶେଷରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇ ଏକ ବଡ଼ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ…

ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…

ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍‌ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍‌ ଏକ ମାଙ୍କଡ ପଶି…

ବୈଠକ ପୂର୍ବରୁ CJP ନେତାଙ୍କୁ ଉଠାଇନେଲା ପୋଲିସ; ସରକାରଙ୍କ ଉପରେ ବର୍ଷିଲେ ଅଭିଜିତ୍ ଦୀପକେ, କହିଲେ…

ଗୁଆହାଟୀ,୨୭।୯: କକ୍ରୋଚ୍ ଜନତା ପାର୍ଟି (CJP)ର କୋ-ଫାଉଣ୍ଡର ଆଶୁତୋଷ ରାଙ୍କା ଏବଂ ତାଙ୍କ ଟିମ୍‌କୁ ଆସାମ ପୋଲିସ ଅଟକ ରଖିଥିବା ନେଇ ଆଶୁତୋଷ ନିଜେ ସୂଚନା ଦେଇଛନ୍ତି…

ଏଣିକି ୨୮ଦିନିଆ ନୁହେଁ ୩୦ଦିନ ରହିବ ରିଚାର୍ଜ ପ୍ଲାନ! ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍‌ଲୀ,୨୭।୯: ଦେଶର କୋଟି କୋଟି ମୋବାଇଲ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (TRAI) ନିୟମରେ ଏକ…

CJP ବିକ୍ଷୋଭର ଉଦାହରଣ ଦେଇ ସରକାରଙ୍କ ଉପରେ ବର୍ଷିଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୭।୯: ପରିବେଶ କର୍ମୀ ସୋନମ ୱାଙ୍ଗଚୁକ ୨୦୨୫ ସେପ୍ଟେମ୍ବର ୨୪ରେ ଲଦାଖରେ ଘଟିଥିବା ହିଂସାକାଣ୍ଡ ଏବଂ ପୋଲିସ ଗୁଳିଚାଳନା ଘଟଣାର ପ୍ରଥମ ବାର୍ଷିକୀ ଅବସରରେ ଅନେକ ପ୍ରଶ୍ନ…

Amazon-Flipkart- JioMartକୁ ବଡ଼ ଝଟକା, ଗଣିବେ ଏତେ ଲକ୍ଷ ଲକ୍ଷ ଟଙ୍କାର ଜରିମାନା!

ନୂଆଦିଲ୍ଲୀ,୨୭।୯: ଅନଲାଇନ ଗ୍ରାହକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA) ଆମାଜନ (Amazon), ଫ୍ଲିପକାର୍ଟ (Flipkart) ଏବଂ ଜିଓମାର୍ଟ (JioMart)…

ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍‌; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…

ନୂଆଦିଲ୍‌ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?