Posted inଜାତୀୟ

ହୋଲି ପୂର୍ବରୁ ଝଟକା, ବଢିଲା ଏଲପିଜି ସିଲିଣ୍ଡରର ଦାମ୍‌

ନୂଆଦିଲ୍ଲୀ,୧।୩: ସରକାରୀ ତୈଳ ଏବଂ ଗ୍ୟାସ କମ୍ପାନୀଗୁଡିକ ହୋଲି ପୂର୍ବରୁ ଲୋକଙ୍କୁ ବଡ଼ ଝଟକା ଦେଇଛନ୍ତି। ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିବାକୁ କମ୍ପାନୀ ଘୋଷଣା କରିଛି। ୧୯ କିଲୋଗ୍ରାମ ବ୍ୟବସାୟିକ ଏଲପିଜି ସିଲିଣ୍ଡର ମୂଲ୍ୟରେ ଏହି ବୃଦ୍ଧି କରାଯାଇଛି, ଯାହା ମାସର ପ୍ରଥମ ଦିନରୁ ଆଜି ଅର୍ଥାତ୍‌ ଶୁକ୍ରବାର ଠାରୁ କାର୍ଯ୍ୟକାରୀ ହୋଇଛି।

ସରକାରୀ ତୈଳ କମ୍ପାନୀ ଇଣ୍ଡିଆନ ଅଏଲ (ଆଇଓସି) ଭରତ ପେଟ୍ରୋଲିୟମ (ବିପିସିଏଲ) ଏବଂ ହିନ୍ଦୁସ୍ତାନ ପେଟ୍ରୋଲିୟମ (ଏଚପିସିଏଲ) ୧୯ କିଲୋଗ୍ରାମ ବ୍ୟବସାୟିକ ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଛନ୍ତି। ବିଭିନ୍ନ ସହରରେ ୧୯ କିଲୋଗ୍ରାମ ବ୍ୟବସାୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ଆଜିଠାରୁ ୨୫.୫୦ ଟଙ୍କା ପର୍ଯ୍ୟନ୍ତ ମହଙ୍ଗା ହୋଇଥିବା ବେଳେ ୧୪ କିଲୋଗ୍ରାମ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ଉଦ୍ୟୋଗରେ ତିହାରର ୭୦୦ କଏଦୀ ନିଯୁକ୍ତ

ନୂଆଦିଲ୍ଲୀ, ୧୭।୪: ତିହାର ଜେଲ୍‌ର ପ୍ରାୟ ୭୦୦ କଏଦୀ ହୋଟେଲ ଉଦ୍ୟୋଗରେ ନିଯୁକ୍ତି ପାଇଛନ୍ତି। ସେହିପରି ୧୨୦୦ରୁ ଅଧିକ କଏଦୀ ଜେଲରୁ ମୁକୁଳିବା ପରେ ବିଭିନ୍ନ...

ବ୍ୟବସ୍ଥା ବିଗାଡ଼ିବାକୁ ଉଦ୍ୟମ କରନାହିଁ

ନୂଆଦିଲ୍ଲୀ,୧୭ା୪: ନିର୍ବାଚନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ (ଇଭିଏମ୍‌) ଜାଲିଆତି ନେଇ ଅଭିଯୋଗ ବଢ଼ିବାରେ ଲାଗିଛି। ଇଭିଏମ୍‌ ସହ ଭୋଟର ଭେରିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ୍‌...

ସଲମାନଙ୍କୁ ହତ୍ୟା ପାଇଁ ଚଳାଇଥିଲେ ଗୁଳି

ମୁମ୍ବାଇ, ୧୭।୪: ବଲିଉଡ୍‌ ଅଭିନେତା ସଲମାନ ଖାନ୍‌ଙ୍କ ଘର ସାମ୍‌ନାରେ ଗୁଳି ଚାଳନା ମାମଲାରେ ଅଭିଯୁକ୍ତ ଭିକି ଗୁପ୍ତା ଓ ସାଗର ପାଲ୍‌ଙ୍କୁ ୧୦ ଦିନିଆ...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଅମିର ଖାନ୍‌

ମୁମ୍ବାଇ,୧୭ା୪:କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଜରିଆରେ ବଲିଉଡ୍‌ ଅଭିନେତା ଆମୀର ଖାନ୍‌ଙ୍କ ପୁରୁଣା ଭିଡିଓକୁ ବ୍ୟବହାର କରାଯାଇ ଭାଜପା ବିରୋଧରେ ଏକ ବିଜ୍ଞାପନ ପ୍ରସ୍ତୁତ କରାଯାଇଛି। ସୋସିଆଲ...

ନିର୍ବାଚନ କମିଶନରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ପ୍ରଚାର କରିପାରିବେନି ଏହି କଂଗ୍ରେସ ଏମପି

ନୂଆଦିଲ୍ଲୀ,୧୬।୪: କଂଗ୍ରେସର ଜଣେ ନେତାଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ନିର୍ବାଚନ କମିଶନର। ରାଜ୍ୟ ସଭା ଏମପି ରଣଦୀପ ସୂର୍ଯ୍ୟେୱାଲଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ବଡ଼ ଏନକାଉଣ୍ଟର, ୧୮ ମାଓବାଦୀ ମୃତ

ରାୟପୁର,୧୬।୪: ଛତିଶଗଡ଼ରେ ବଡ଼ ମାଓ ଅପରେଶନ। ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଛତିଶଗଡ଼ କାଙ୍କେର ଜିଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ୧୮ ଜଣ ମାଓବାଦୀ। ଏମାନଙ୍କ...

‘କଂଗ୍ରେସ ଚାହେଁ ଭାଜପା ଜିତୁ’

ନୂଆଦିଲ୍ଲୀ,୧୬।୪: ‘ମୋତେ ଲାଗେ କଂଗ୍ରେସ ଚାହେଁ ଭାଜପା ବିଜୟୀ ହେଉ’ ଜମ୍ମୁ ଓ କଶ୍ମିରର ଡୋଡାରେ ଏକ ସାଧାରଣ ସଭାରେ ଏ କଥା କହିଛନ୍ତି ପୂର୍ବତନ...

ମଣିଷର ଶୋଇବା ଅଧିକାରକୁ କେହି ଛଡାଇ ନେଇ ପାରିବେ ନାହିଁ: ବମ୍ବେ ହାଇକୋର୍ଟ

ଶୋଇବା ଅଧିକାର ହେଉଛି ମଣିଷର ଏକ ମୌଳିକ ଆବଶ୍ୟକତା, ଏଥିରୁ ତା’କୁ କେହି ଛଡ଼ାଇ ନେଇପାରିବେ ନାହିଁ। ଏପରି କରିବା ମାନବିକ ଅଧିକାରର ଉଲ୍ଲଂଘନ ବୋଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri