ଟିଟିଲାଗଡ଼ରେ ତୈଳ ଦର ବୃଦ୍ଧି ପ୍ରତିବାଦ

ଟିଟିଲାଗଡ଼,୧୫।୨(ଡି.ଏନ୍‌.ଏ.): ଆଜି ବଲାଙ୍ଗୀର ଜିଲା ଟିଟିଲାଗଡ଼ରେ କଂଗ୍ରେସ ପକ୍ଷରୁ ପେଟ୍ରୋଲ ଡିଜେଲ ଦରବୃଦ୍ଧି ପ୍ରତିବାଦରେ ସହରର ସମସ୍ତ ଦୋକାନ ବଜାର, ପେଟ୍ରୋଲ ପମ୍ପ, ଯାନବାହନ ଚଳାଚଳ, ବ୍ୟାଙ୍କ, କେନ୍ଦ୍ର କାର୍ଯ୍ୟାଳୟ କୋର୍ଟ ଏବଂ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ନଗର ସଭାପତି ପ୍ରଭାସ ବହିଦାରଙ୍କ ନେତୃତ୍ୱରେ ପିସିସି ସଭ୍ୟ ଡମ୍ବରୁ ଛତ୍ରିଆ, ବିକାଶ ପାଣିଗ୍ରାହୀ, କୃଷ୍ଣ ସରାଫ, ଅଭିଷେକ ପଟ୍ଟନାୟକ, ଜୟସିଂ ତାଣ୍ଡି, ବିଚିତ୍ର ବାଗ ପ୍ରମୁଖ ଶତାଧିକ କର୍ମକର୍ତ୍ତା ସହରରେ ବାଇକ ରାଲି ସହ ପିକେଟିଂ ପୂର୍ବକ ଦୋକାନ ବଜାର ବନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତ ହିଁ ଅଲରଜାଙ୍କ ଏକମାତ୍ର ବ୍ରତ

ଭଦ୍ରକ ଅଫିସ,୮।୯: ପାଠପଢ଼ା ସହ ସଙ୍ଗୀତ ସାଧନାକୁୁ କରିଛନ୍ତି ଜୀବନର ବ୍ରତ। ଜଣେ ସୁନାମଧନ୍ୟ କଣ୍ଠଶିଳ୍ପୀ ଭାବେ ସାରା ଦେଶରେ ପରିଚୟ ସୃଷ୍ଟି କରିବାକୁ ସେ...

ସୋସିଆଲ ମିଡିଆରେ ନିର୍ଦ୍ଦିଷ୍ଟ ଧର୍ମକୁ ଆକ୍ଷେପ କରି ଯୁବକ ଗିରଫ

ବଡବିଲ, ୧୦।୪ (ସ୍ବ.ପ୍ର.)-ସୋସିଆଲ ମିଡିଆରେ ଏକ ନିର୍ଦ୍ଦିଷ୍ଟ ଧର୍ମକୁ ଆକ୍ଷେପ କରି ମନ୍ତବ୍ୟ ଦେଇଥିବା ପୋଲିସ ଗୁରୁବାର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।...

ବଳାରଙ୍ଗ ଗ୍ରାମରେ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା

ସୋନପୁର,୧୬।୫(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବିନିକା ଥାନା ବଳାରଙ୍ଗ ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଏକ ପ୍ରେମୀ ଯୁଗଳ ବିଷପାନ କରି ଆତ୍ମହତ୍ୟା କରିଛନ୍ତି। ସୂଚନାନୁଯାୟୀ, ଉକ୍ତ...

ଦକ୍ଷିଣା ଟଙ୍କାକୁ ନେଇ ସେବକଙ୍କ ସହ ଗଣ୍ଡଗୋଳ: ସିଂହଦ୍ୱାର ଆଗରେ ଶଙ୍ଖା ଭାଙ୍ଗିଲେ ମହିଳା

ପୁରୀ ଅଫିସ,୧୫।୩: ଶ୍ରୀମନ୍ଦିରରେ ଦାନ, ଦକ୍ଷିଣା ଆଦାୟ ଉପରେ ସୁପ୍ରିମ୍‌କୋର୍ଟ ରୋକ୍‌ ଲଗାଇଛନ୍ତି। ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ କୌଣସି ପ୍ରକାର ଜୁଲମ୍‌ କରାଯାଇ...

ନୋ ପାର୍କିଂକୁ ନେଇ ଅଡ଼ୁଆ

ଅନୁଗୋଳ ଅଫିସ, ୨୯ା୫ – ଅନୁଗୋଳ ପୂର୍ତ୍ତ ବିଭାଗ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ରାସ୍ତା ପାର୍ଶ୍ୱରେ ଗୁରୁବାର ନୋ ପାର୍କିଂ ବୋର୍ଡ ଲଗାଯାଇଛି। ଫଳରେ...

୩ ଶିକ୍ଷକ ନିଲମ୍ବିତ

ବାରିପଦା ଅଫିସ,୨୨।୩: ମାଟ୍ରିକ୍‌ ପରୀକ୍ଷା ପରିଚାଳନାରେ ତ୍ରୁଟି କାରଣରୁ ମୟୂରଭଞ୍ଜ ଜିଲାର ୩ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇଛି। ପରୀକ୍ଷା ଚାଲୁଥିବା ସମୟରେ ଜିଲା ସହକାରୀ ଶିକ୍ଷା...

ବନ୍ଧୁକ ଦେଖାଇ ସମବାୟ କର୍ମଚାରୀଙ୍କଠାରୁ ୭.୫ ଲକ୍ଷ ଲୁଟ୍‌

ବାଲୁଗାଁ,୩୦।୩(ଡି.ଏନ୍‌.ଏ.): ବାଲୁଗାଁ ଥାନା ଅଧୀନ ବାବାଲୁଗାଁ ବସଷ୍ଟାଣ୍ଡର ଅନତି ଦୂରରେ ମଙ୍ଗଳବାର ଅପରାହ୍ନ ସ୍ପଷ୍ଟ ଦିବାଲୋକରେ ଏକ ଲୁଟ୍‌ ହୋଇଛି। ଜଣେ ସମବାୟ କର୍ମଚାରୀଙ୍କଠାରୁ ଦୁର୍ବୃତ୍ତମାନେ...

ରାସ୍ତା, ପାନୀୟ ଜଳ, ପାଣ୍ଠି ବିନିଯୋଗ ଉପରେ ଗୁରୁତ୍ୱ

ଫୁଲବାଣୀ ଅଫିସ,୧୮ା୧୨- ପଞ୍ଚାୟତିରାଜ ଓ ପାନୀୟ ଜଳ, ଆଇନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ମଙ୍ଗଳବାର ଦୁଇ ଦିନିଆ କନ୍ଧମାଳ...

Advertisement
Archives

Model This Week