‘ପୂର୍ବ ସରକାରଙ୍କ ତୁଳନାରେ କମ୍‌ ବଢ଼ିଛି ତେଲ ଦର’

ନୂଆଦିଲ୍ଲୀ,୧୧।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୭ ବର୍ଷ ସମୟରେ ତେଲ ଦର ପ୍ରାୟ ୩୦% ବଢ଼ିଛି। ମାତ୍ର ୧୯୭୩ ପରଠାରୁ ଶାସନ କ୍ଷମତାରେ ରହିଥିବା ବିଭିନ୍ନ ସରକାରଙ୍କ ସମୟରେ ତେଲ ଦର ପ୍ରାୟ ୭୦% ବଢ଼ିଛି ବୋଲି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂ ପୁରୀ ବୁଧବାର କହିଛନ୍ତି। ଖାଉଟିଙ୍କୁ ଆଶ୍ୱସ୍ତ କରିବା ଲାଗି ସରକାର ନିକଟରେ ତେଲ ଉପରେ ଲାଗୁ ହେଉଥିବା ଟିକସକୁ ହ୍ରାସ କରିଛନ୍ତି। ଅର୍ଥ ବ୍ୟବସ୍ଥା ସୁଧାର ପଥକୁ ଫେରୁଥିବାରୁ ରାଜସ୍ବ ଆଦାୟରେ ବେଶ୍‌ ଉନ୍ନତି ଆସିବ ବୋଲି ବିଶ୍ୱାସ ରହିଥିବା ପୁରୀ ମତ ପ୍ରକାଶ କରିଛନ୍ତି। ୧୯୭୩ରେ ଦିଲ୍ଲୀ ୟୁନିଭର୍ସିଟିରେ ପଢ଼ୁଥିବା ବେଳେ ପେଟ୍ରୋଲ ଲିଟର ପିଛା ୧.୨୫ ଟଙ୍କା ରହିଥିଲା। ବିଶ୍ୱ ବଜାର ସ୍ଥିତି ଯୋଗୁ ତେଲ ଦର ମହଙ୍ଗା ହୋଇଛି। ପୂର୍ବରୁ ଅର୍ଥ ବ୍ୟବସ୍ଥା କ୍ଷତିଗ୍ରସ୍ତ ହୋଇ ରହିଥିବାରୁ ସରକାର ତେଲ ଉପରେ ଟିକସ କମାଇ ନ ଥିଲେ। ଗରିବଙ୍କୁ ମାଗଣା ଖାଦ୍ୟଶସ୍ୟ, ଟିକାକରଣ ଭଳି ବିଭିନ୍ନ ଜନମଙ୍ଗଳ କାର୍ଯ୍ୟକ୍ରମରେ ରାଜସ୍ବ ଖର୍ଚ୍ଚ ହେଉଥିବା ସେ ସ୍ପଷ୍ଟୀକରଣ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri