୪ ଦିନ ହେଲା ବଢୁଛି ତେଲ ଦର: ପେଟ୍ରୋଲ ୭,ଡିଜେଲ ୨୦ ପଇସା

ଭୁବନେଶ୍ୱର,୨୪।୧୧: ଲଗାତର ୪ ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ଘଟୁଛି। ସୋମବାର ଭୁବନେଶ୍ୱରରେ ପେଟ୍ରୋଲ ୭ ପଇସା ବଢି ଲିଟର ପିଛା ଦର ୮୨.୧୩ ଟଙ୍କା ଛୁଇଁଛି। ସେହିଭଳି ଡିଜେଲ ଦର ୨୦ ପଇସା ବଢିବା ଯୋଗୁ ଲୋକଙ୍କୁ ୭୭.୫୯ ଟଙ୍କା ଦେବାକୁ ପଡୁଛି। ସୂଚନା ଯୋଗ୍ୟ, ଗତ ୨ ମାସ ହେବ ତେଲ ଦରରେ କୌଣସି ପରିବର୍ତ୍ତନ ହୋଇ ନ ଥିଲା। ହେଲେ ପୁଣି ଥରେ ଲଗାତର ତେଲ ଦର ବୃଦ୍ଧି ଲୋକଙ୍କ ଚିନ୍ତାକୁ ବଢାଇଛି। ହେଲେ ପୁଣି ଥରେ ତେଲ ଦର ଲଗାତର ବଢିବା ଯୋଗୁ ଏହା ବୋଝ ଉପରେ ଲଳିତା ବିଡା ଭଳି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ହାତରେ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ

ଦେବଗଡ଼, ୨୦।୧୦(ଡି.ଏନ୍‌.ଏ.): ଦେବଗଡ ପୌର ପରିଷଦରେ ପୂର୍ବରୁ କାମ କରୁଥିବା ଯନ୍ତ୍ରୀ ବିଜୟାନନ୍ଦ ସାହୁଙ୍କୁ ଗିରଫ କରିଛି ଭିଜିଲାନ୍ସ। ଏକ ପୁରୁଣା ବିଲ କରାଇଦେବାକୁ କଲିତ...

ସମ୍ଭାବ୍ୟ ବନ୍ୟା ପରିସ୍ଥିତି ମୁକାବିଲା, ମକ୍‌ଡ୍ରିଲ କୌଶଳ ପ୍ରସ୍ତୁତି ବୈଠକ

ବୌଦ୍ଧ,୧୨।୬(ସ୍ବ.ପ୍ର): ମୌସୁମୀ କେରଳ ଛୁଇଁ ଥିବା ବେଳେ ଏହା ଓଡ଼ିଶାକୁ ଖୁବ ଶୀଘ୍ର ପ୍ରବେଶ କରିବ। ମୌସୁମୀ ପୂର୍ବରୁ ଜିଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା...

କରୋନାରେ ୧୪ ପୋଲିସ, ୩ ଗୃହରକ୍ଷୀଙ୍କ ମୃତ୍ୟୁ

ଭୁବନେଶ୍ୱର,୨୭ା୮(ବ୍ୟୁରୋ): କରୋନାରେ ୧୪ଜଣ ପୋଲିସ କର୍ମଚାରୀ ଓ ୩ଜଣ ଗୃହରକ୍ଷୀ ପ୍ରାଣ ହରାଇଛନ୍ତି। ମୃତ ପୋଲିସ କର୍ମଚାରୀଙ୍କ ପରିବାରକୁ ସହାୟତା ପାଇଁ ଉଦ୍ୟମ କରାଯାଉଛି ବୋଲି...

‘ଅଳ୍ପ ଦିନରେ ଦ୍ୱିତୀୟ ଲହର ପିକ୍‌କୁ ଅତିକ୍ରମ କରିପାରେ’

ଭୁବନେଶ୍ୱର,୧୩।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢି ଚାଲିଛି। ଏ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। କୋଭିଡ ସଂକ୍ରମଣ ଉପର ମୁହାଁ ରହିଛି...

ମାଲିକର ବଇରି ସାଜିଲେ କର୍ମଚାରୀ: ଭୁଜାଲି ଦେଖାଇ ୫ ଲକ୍ଷର ସାମଗ୍ରୀ ନେଇଗଲେ

ପୁରୁଣା ଭୁବନେଶ୍ୱର,୨।୩ (ଡି.ଏନ.ଏ.): ମାତ୍ର ୩ ମାସ ମାଲିକ ପାଖରେ କାମ କରି ରାତାରାତି ବଡ ଲୋକ ହେବାର ସ୍ବପ୍ନ ଦେଖିଥିଲେ ଜଣେ ଯୁବକ। ଯୁବକ...

୩ ଦଳ ମଧ୍ୟରେ ହେବ ଲଢ଼େଇ

ଝାରସୁଗୁଡ଼ା ଅଫିସ,୧୪।୫: ଆସନ୍ତା ୩୧ ତାରିଖରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ସମୁଦାୟ ୧୪ ନାମାଙ୍କନପତ୍ର ଦାଖଲ ହୋଇଥିବାବେଳେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପରେ ଚୂଡ଼ାନ୍ତ...

କୁନି ଛାତ୍ର ନିର୍ମାଣ କଲେ ସାନିଟାଇଜ୍‌ ମେଶିନ

ଗୋପ,୨୫ା୭(ଡି.ଏନ୍‌.ଏ): କରୋନାକୁ ନେଇ ସାରା ଦେଶ ଔଷଧ ପ୍ରସ୍ତୁତ ଲାଗି ଉଦ୍ୟମ ଜାରି ରଖିଛନ୍ତି। ଏଭଳି ସମୟରେ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ପୁରୀ ଜିଲା...

ଲକ୍‌ଡାଉନର ପ୍ରଭାବ: ବିକ୍ରି ନ ହେବାରୁ ରାଜରାସ୍ତାରେ ଢ଼ାଳିଲେ କ୍ଷୀର

ବାଉଁଶୁଣୀ,୬।୫: ଲକ୍‌ଡାଉନ ପାଇଁ ଦୋକାନ ବଜାର ବନ୍ଦ ଥିବାରୁ ଏକ ଘରୋଇ ସଂସ୍ଥା ବୌଦ୍ଧ ବ୍ଲକ ଜହ୍ନାପଙ୍କ ଚାରିଶମ୍ଭୁ ଦୁଗ୍ଧ ସମିତିରୁ କ୍ଷୀର ନେବା ପାଇଁ...

Advertisement
Archives

Model This Week