ବସ୍‌କୁ ଧକ୍କା ଦେଲା ତେଲ ଟ୍ୟାଙ୍କର:ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଧର୍ମଶାଳା,୧୦।୬(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଜାରକା ବସ ଷ୍ଟାଣ୍ଡ ନିକଟରେ ବସକୁ ଏକ ତେଲ ଟ୍ୟାଙ୍କର ଧକ୍କା ଦେବା ଫଳରେ ଡ୍ରାଇଭର ମୃତଙ୍କ ମୃତ୍ୟୁ ହୋଇଛି। ସୂଚନା ମୁତାବକ
ଓଆର୍‌୦୫ଏଏଲ୯୭୫୯ ତେଲ ଟ୍ୟାଙ୍କର ଟ୍ରକଟି କଟକରୁ ବାଲେଶର ଅଭିମୁଖେ ଆସୁଥିବାବେଳେ ଜାରକା ବସ ଷ୍ଟାଣ୍ଡ ନିକଟରେ ଏକ ବସ ପଛପଟେ ଧକ୍କା ଦେଇଥିଲା। ଦୁର୍ଘଟଣାସ୍ଥଳରେ ଧର୍ମଶାଳା ପୋଲିସ ପହଞ୍ଚି ତେଲ ଟ୍ୟାଙ୍କର ଡ୍ରାଇଭରଙ୍କୁ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରି ଥିଲେ। ଡ୍ରାଇଭର ଜଣଙ୍କ ମେଡିକାଲ ଲାଟିନ ମଧ୍ୟରେ ମୃତ୍ୟୁବରଣ କରିଥିବା ଦେଖି ପୋଲିସକୁ ମେଡିକାଲ ପକ୍ଷରୁ ଖବର ଦିଆଯାଇଥିଲା। ପୋଲିସ ପହଞ୍ଚି ତଦନ୍ତ କରୁଛି। ଏହି ଘଟଣା ସମ୍ପର୍କରେ ଧର୍ମଶାଳା ଗୋଷ୍ଠି ସୱାସ୍ଥ୍ୟ ଅଧିକାରୀ ସୁଧୀର କୁମାର ସାହୁଙ୍କୁ ପଚାରିବାରୁ ପୋଲିସ ରୋଗୀକୁ ଆଣି ଛାଡ଼ିବା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବଡ଼ ମେଡିକାଲ ପଠାଇବା ପାଇଁ ପୋଲିସକୁ ଦୁଇ ଥର ଜଣାଯାଇଥିବା ସେ କହିଛନ୍ତି। ସକାଳୁ ଗାଡ଼ି ମାଲିକ ଓ ଡ୍ରାଇଭରଙ୍କ ପୁତୁରା ଆସି ଘଟଣାସ୍ଥଳରେ ପହଞ୍ଚିଥିବାବେଳେ ଡ୍ରାଇଭର ଜଣଙ୍କ ଭଦ୍ରେଶ୍ୱର ଥାନା ଅନ୍ତର୍ଗତ ମାହାଙ୍ଗା ଅଞ୍ଚଳର ଅମିୟ କୁମାର ଜେନା ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri