ଅଏଲି ସ୍କିନ୍‌ କେୟାର

ଅଏଲି ସ୍କିନ୍‌ ହୋଇଥିଲେ ସାଧାରଣତଃ ଅଧିକ ଯତ୍ନ ନେବାକୁ ହୋଇଥାଏ। ଆଉ ଏଥିପାଇଁ ରାସାୟନିକ ସାମଗ୍ରୀ ବଦଳରେ ଘରୋଇ ଉପାୟ ଆପଣେଇବା ଅଧିକ ଫଳପ୍ରଦ…

ସାଧାରଣତଃ ତୈଳୀୟ ତ୍ୱଚାରେ ବ୍ରଣ, ଦାଗ ଆଦି ବିଭିନ୍ନ ସମସ୍ୟା ଦେଖାଯାଇଥାଏ। ଏହି ସମସ୍ୟାରୁ ସହଜରେ ମୁକ୍ତି ମିଳିପାରି ନ ଥାଏ। ଏ ଦୃଷ୍ଟିରୁ ଆପଣ କିଛି ଘରୋଇ ଫେସ୍‌ ପ୍ୟାକ୍‌ ସମ୍ପର୍କରେ ଜାଣିରଖନ୍ତୁ ଯାହା ସବୁ ସମସ୍ୟାକୁ ସମାଧାନ କରି ତ୍ୱଚାକୁ କୋମଳ କରିପାରିବ।
ନିମ୍‌ ଫେସ୍‌ ପ୍ୟାକ୍‌
ପ୍ରଥମେ ନିମ୍ବ ପତ୍ରକୁ ଧୋଇ ବାଟି ଦିଅନ୍ତୁ। ଏଥିରେ ଲେମ୍ବୁ ରସକୁ ଭଲଭାବେ ମିଶାଇ ମୁହଁରେ ଲଗାନ୍ତୁ। ସପ୍ତାହକୁ ଅତିକମ୍‌ରେ ଏହି ପ୍ୟାକ ୪ ଥର ଲଗାଇଲେ ମୁହଁରେ ଥିବା ସମସ୍ତ ଦାଗ ଦୂର ହେବା ସହିତ ତ୍ୱଚା ଉଜ୍ୱଳ ଦିଶିବ।
କାକୁଡି ଫେସ୍‌ ପ୍ୟାକ୍‌
କାକୁଡିକୁ ଧୋଇ ପ୍ରଥମେ କୋରି ଗ୍ରାଇଣ୍ଡିଂ କରି ଦିଅନ୍ତୁ। ଏବେ ଏଥିରେ ଲେମ୍ବୁ ରସ ମିଶାଇ ଫ୍ରିଜ୍‌ରେ ରଖି ଦିଅନ୍ତୁ। ଆପଣ ଚାହିଁଲେ ଏହାକୁ ଆଇସ୍‌ ଟ୍ରେରେ ମଧ୍ୟ ରଖିପାରିବେ। ଫ୍ରିଜରୁ ବାହାର କରି ଏହି ପ୍ୟାକ୍‌କୁ ମୁହଁରେ ଘଷନ୍ତୁ। ସପ୍ତାହକୁ ଅତି କମ୍‌ରେ ଏହି ପ୍ୟାକ ୩ ଥର ଲଗାନ୍ତୁ। କିଛି ଦିନ ପରେ ଅଏଲି ତ୍ୱଚାର ସବୁ ସମସ୍ୟା ଦୂରେଇ ଯିବ ଏବଂ ତ୍ୱଚା ବହୁତ୍‌ ସୁନ୍ଦର ଦିଶିବ।
ମସୁର ଡାଲି ଫେସ୍‌ପ୍ୟାକ୍‌
ଦୁଇ ଚାମଚ ମସୁର ଡାଲିକୁ ଭଲଭାବେ ଗୁଣ୍ଡ କରି ସେଥିରେ ଏକ ଚାମଚ ଦହି ଓ ଗୋଲାପ ଜଳ ମିଶାନ୍ତୁ। ଏହି ପେଷ୍ଟକୁ ଭଲଭାବେ ମିଶାଇ ମୁହଁରେ ଲଗାନ୍ତୁ। ଶୁଖି ଆସିବା ପରେ ଧିରେ ଧିରେ ମସାଜ୍‌ କରି ପାଣିରେ ଧୋଇ ଦିଅନ୍ତୁ। ସପ୍ତାହକୁ ଅତିକମ୍‌ରେ ଦୁଇଥର ଏହି ପ୍ୟାକ୍‌ ଲଗାଇଲେ ଅଏଲି ସ୍କିନ୍‌ର ସବୁ ସମସ୍ୟା ଦୂର ହୋଇପାରିବ ଏବଂ ତ୍ୱଚା କୋମଳ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?