ବାହାରିଲା OJEE ରେଜଲ୍ଟ: ଟପ୍ପର ହେଲେ…

ଭୁବନେଶ୍ୱର, ୮।୬: ପ୍ରକାଶ ପାଇଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (OJEE) ୨୦୨୬ ରେଜଲ୍ଟ। ସୋମବାର ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି ବୈଷୟିକ ଶିକ୍ଷା ମନ୍ତ୍ରୀ। ଗତ ମେ ୪ରୁ ୧୦ ପର୍ଯ୍ୟନ୍ତ ହୋଇଥିଲା OJEE ପରୀକ୍ଷା। ମୋଟ ୯୨ ହଜାର ୬୨୮ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ତେବେ ଚଳିତ ମାସ ତୃତୀୟ ସପ୍ତାହରୁ କାଉନସେଲିଂ ଆରମ୍ଭ ହେବ। ପରୀକ୍ଷାର୍ଥୀମାନେ ଅଫିସିଆଲ OJEE ପୋର୍ଟାଲରୁ ନିଜ ନିଜର ସ୍କୋରକାର୍ଡ ଯାଞ୍ଚ ଏବଂ ଡାଉନଲୋଡ କରିପାରିବେ। ଓଜେଇଇ ୨୦୨୬ ଏମବିଏରେ ତ୍ରିବିକ୍ରମ ପ୍ରଧାନ ଟପ୍ପର ହୋଇଛନ୍ତି । ସେହିପରି ଏମସିଏରେ ନରେନ ପାତ୍ର, ଏମ.ଫାର୍ମାରେ ଶ୍ୟାମସୁନ୍ଦର ବେହେରା ଟପ୍ପର ହୋଇଛନ୍ତି ।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?