ଆଜିଠାରୁ ଓଜେଇଇ ଆବେଦନ

ଭୁବନେଶ୍ୱର,୧୦।୨(ବ୍ୟୁରୋ):ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୩ ଲାଗି ଶୁକ୍ରବାରଠାରୁ ଅନ୍‌ଲାଇନ୍‌ ଆବେଦନ ଆରମ୍ଭ ହେବ। ଏହା ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ। ତେବେ ଓଜେଇଇ ପରୀକ୍ଷା ଲାଗି ନିର୍ଦ୍ଦିଷ୍ଟ ତାରିଖ ଧାର୍ଯ୍ୟ ହୋଇ ନ ଥିଲେ ମଧ୍ୟ ମେ’ ପ୍ରଥମ କିମ୍ବା ୨ୟ ସପ୍ତାହ ମଧ୍ୟରେ ଅନୁଷ୍ଠିତ ହେବ ବୋଲି ଓଜେଇଇ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ରାଜ୍ୟର ବିଭିନ୍ନ ବୈଷୟିକ କଲେଜରେ ବିଫାର୍ମ, ଏମ୍‌ସିଏ, କମ୍ପ୍ୟୁଟର ସାଇନ୍ସ, ଏମ୍‌ବିଏ, ଇଣ୍ଟିଗ୍ରେଟେଡ ଏମ୍‌ବିଏ, ବି.କ୍ୟାଟ୍‌, ଏମ୍‌ଟେକ୍‌, ଏମ୍‌ ଆର୍କିଟେକ୍‌, ଏମ୍‌ ପ୍ଲାନ୍‌, ଏମ୍‌ଫାର୍ମା, ଲାଟେରାଲ ଏଣ୍ଟ୍ରି( ବିଟେକ୍‌, ବିଫାର୍ମା) ପାଠ୍ୟକ୍ରମରେ ନାମଲେଖା ଲାଗି ଏହି ପରୀକ୍ଷା ସିବିଟି ମାଧ୍ୟମରେ ହେବ। ରାଜ୍ୟରେ ବୈଷୟିକ ଶିକ୍ଷା ଲାଗି ୩ଟି ବିଶ୍ୱବିଦ୍ୟାଳୟ, ୮ଟି ସରକାରୀ ବୈଷୟିକ କଲେଜ ଏବଂ ୭୯ଟି ଘରୋଇ ବୈଷୟିକ କଲେଜ ରହିଛି। ମୋଟ୍‌ ୪୦ହଜାର ସିଟ୍‌ରେ ନାମଲେଖା ଲାଗି ଏହି ପ୍ରବେଶିକା ପରୀକ୍ଷା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଆସନ୍ତା ୧୦ରେ କଳାହାଣ୍ଡି ଗସ୍ତ କରିବେ ମନମୋହନ ସାମଲ, ଆଗାମୀ ନିର୍ବାଚନକୁ ନେଇ ଦେବେ ଗୁରୁମନ୍ତ୍ର

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୧୦ ତାରିଖ ଶୁକ୍ରବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଗସ୍ତ ରହିଛି । ଉକ୍ତ ଦିନ ସେ…

କାହିଁକି ଆମିଷ ତରକାରୀ କରିନୁ…ଠେଙ୍ଗାରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ୨ବର୍ଷ ପରେ ଜେଲ୍ ଗଲେ ସ୍ବାମୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଆମିଷ ତରକାରୀକୁ ନେଇ ସ୍ତ୍ରୀକୁ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ । ଏହି ଘଟଣାରେ ଦୁଇବର୍ଷ ପରେ ସ୍ବାମୀଙ୍କୁ ଗିରଫ କରାଯାଇଛି ।…

ଅଜବ ନୀତି : ଆନ୍ଧ୍ର ମତ୍ସ୍ୟଜୀବୀଙ୍କୁ ଜ୍ୱାଇଁ ପୁଅ ଚର୍ଚ୍ଚା, ଓଡ଼ିଶା ମତ୍ସ୍ୟଜୀବୀଙ୍କୁ ଅଣଦେଖା ଅଭିଯୋଗ

ଛତ୍ରପୁର,୮ା୭(ଦିଲ୍ଲୀପ ସାମଲ): ସମୁଦ୍ର ଅଶାନ୍ତ ବେଳେ ସୀମା ପାର ହେଉଛନ୍ତି ଆନ୍ଧ୍ର ମତ୍ସ୍ୟଜୀବୀ । ସମୁଦ୍ର ଅଶାନ୍ତ ପାଇଁ ଓଡିଶାର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ…

ଖରିଫ ଫସଲ; ୨୪ ତାରିଖରେ ଘୋଡାହାଡ଼ ଡ୍ୟାମରୁ ଛଡାଯିବ ପାଣି, ପାଳନ ହେବ ସୁବର୍ଣ୍ଣ ଜୟନ୍ତୀ  

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ବୁଧବାର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ପାଣି ପଞ୍ଚାୟତ …

ବର୍ଷେ ନପୂରୁଣୁ ଭୁଶୁଡ଼ିଲା ପୋଲର ଗାର୍ଡ ୱାଲ୍, ରାସ୍ତାରେ ଫାଟକୁ ନେଇ ଜନଅସନ୍ତୋଷ

ଥୁଆମୂଳ ରାମପୁର, ୮ା୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଓଡ୍ରୀ ଗ୍ରାମପଞ୍ଚାୟତର ଦୋଳଗୁଡ଼ା ଠାରେ ବ୍ୟାପକ ସରକାରୀ ଅନୁଦାନ ହରିଲୁଟ୍‌ର ଚିତ୍ର…

ବଦଳିବ ଗ୍ରାମୀଣ ଚେହେରା, ଆଦର୍ଶ ଗ୍ରାମ ଯୋଜନାରେ ଗଞ୍ଜାମ ଜିଲାର ୧୮୧ ଗାଁ

ଛତ୍ରପୁର,୮।୭(ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ବିଭାଗ ମନ୍ତ୍ରଣାଳୟର ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାରେ ଗତ ୯ ଟି ଆର୍ଥିକ ବର୍ଷର ଗଞ୍ଜାମ…

ମୁଖ୍ୟରାସ୍ତା ପାର୍ଶ୍ବରେ ମଦ ଦୋକାନ ଖୋଲିବାକୁ ବିରୋଧ, ଅବକାରୀ-ଥାନାରେ ଅଭିଯୋଗ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଓ ବଲାଙ୍ଗୀର ଜିଲାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶ୍ଵରେ ନିଶାନ୍ତ ବାର ଖୋଲିବାକୁ ୱାର୍ଡବାସୀ ବିରୋଧ କରି ଜିଲାପାଳ, ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri