ଏଥର ଓଡିଶା ବାହାରେ ଓଜେଇଇ ପରୀକ୍ଷା କେନ୍ଦ୍ର

ଭୁବନେଶ୍ୱର,୧୩ା୮(ବ୍ୟୁରୋ)-ପରୀକ୍ଷାର୍ଥୀଙ୍କ ସୁବିଧା ପାଇଁ ଏଥର ଓଡ଼ିଶା ବାହାରେ ହେବ ଓଜେଇଇ ପରୀକ୍ଷା କେନ୍ଦ୍ର। ରାଜ୍ୟ ବାହାରେ ୩ଟି ସ୍ଥାନରେ ଅନ୍‌ଲାଇନ ପରୀକ୍ଷା କେନ୍ଦ୍ର କରିବାକୁ ଓଜେଇଇ ନିଷ୍ପତ୍ତି ନେଇଛି। ଏହିସବୁ କେନ୍ଦ୍ର ହେଲା ପାଟନା, ରାଞ୍ଚି ଓ କୋଲକାତା। ସେହିପରି ରାଜ୍ୟରେ ଆଉ କିଛି ପରୀକ୍ଷା କେନ୍ଦ୍ର ବଢ଼ାଇବାକୁ ନିଷ୍ପତ୍ତି ହୋଇଛି। ବଲାଙ୍ଗିର, ପାରଳାଖେମୁଣ୍ଡି, ଜଗତସିଂହପୁର, ଯାଜପୁର, ନୟାଗଡ଼ ଓ ଫୁଲବାଣୀରେ ପରୀକ୍ଷା କେନ୍ଦ୍ର କରିବାକୁ ନିଷ୍ପତ୍ତି ନିଆଯାଇଛି। ଆବେଦନକାରୀ ଅନଲାଇନ ଯୋଗେ ନିଜ ପରୀକ୍ଷା କେନ୍ଦ୍ର ବଦଳାଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଳୁ ମିଶନ: ଟଙ୍କାଟିଏ ବି ଖର୍ଚ୍ଚ ହୋଇନି

ଭୁବନେଶ୍ୱର,୨୬।୮ (ରବିନାରାୟଣ ଜେନା): ରାଜ୍ୟରେ କୃଷକମାନଙ୍କୁ ସ୍ବାବଲମ୍ବୀ କରିବା ସହିତ ଆଳୁ ଚାହିଦା ମେଣ୍ଟାଇବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୪-୧୫ରେ ‘ଆଳୁ ମିଶନ’ ଆରମ୍ଭ ହୋଇଥିଲା।…

ପୋର୍ଟାଲ ପୁଣି ଖୋଲିବା ପାଇଁ ନିର୍ଦ୍ଦେଶ ଦେବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୮: ଅନ୍‌-ସ୍କ୍ରିନ୍‌ ମାର୍କିଂ (ଓଏସ୍‌ଏମ୍‌) ବ୍ୟବସ୍ଥା ବିରୋଧରେ ଅଭିଯୋଗ କରିଥିବା ଛାତ୍ରୀଛାତ୍ରଙ୍କ ଦ୍ୱାଦଶ ଶ୍ରେଣୀ ଉତ୍ତରଖାତାର ପୁନଃ ମୂଲ୍ୟାୟନ ପାଇଁ ସିବିଏସ୍‌ଇ ପୋର୍ଟାଲ ପୁଣିଥରେ ଖୋଲିବା ନିମନ୍ତେ…

ଓଏଏସ୍‌ ଅଫିସର ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୨୬।୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ…

ବ୍ରିକ୍ସ ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିପାରନ୍ତି ଶି ଜିନ୍‌ପିଙ୍ଗ୍‌

ନୂଆଦିଲ୍ଲୀ,୨୬।୮: ନୂଆଦିଲ୍ଲୀରେ ଆସନ୍ତା ମାସରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଏକ ବଡ଼ ପ୍ରତିନିଧିମଣ୍ଡଳୀ ସହ ଭାରତ…

୨୨ରୁ ବିଧାନସଭା ଅଧିବେଶନ: ୯ ଦିନ ଚାଲିବ ଗୃହ

ଭୁବନେଶ୍ୱର,୨୬ା୮(ରବିନାରାୟଣ ଜେନା): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୩ ଯାଏ ଚାଲିବ। ଏନେଇ ବିଧାନସଭା ପକ୍ଷରୁ ସମସ୍ତ…

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri