ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ

ଭୁବନେଶ୍ୱର,୬।୧୧(ବ୍ୟୁରୋ)-ଚଳିତ ବର୍ଷର ଓଜେଇଇ ରେଜଲ୍ଟ ଶୁକ୍ରବାର ପ୍ରକାଶ ପାଇଛି। ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀଙ୍କ ଦ୍ୱାରା ଓଜେଇଇ ରେଜଲ୍ଡ ପ୍ରକାଶିତ ହୋଇଛି। ପରୀକ୍ଷା ଦେଇଥିବା ୪୯,୨୬୭ ଜଣ ଛାତ୍ରଙ୍କୁ ମିଳିଛି ୟେଲୋ ରାଙ୍କ। ଶୋଭିତ ପଟଲେ ବି.ଟେକ ଏବଂ ଶ୍ୟାମସୁନ୍ଦର ପଟେଲ ଏମ. ଟେକ୍‌ରେ ଟପ୍ପର ହୋଇଛନ୍ତି। ସେହିପରି ଏମବିଏରେ ଶୁଭକାନ୍ତ ସାହୁ, ଏମସିଏରେ ଜୟଦୀପ ଦେ ଟପ୍ପର ହୋଇଛନ୍ତି। ବି-ଫାର୍ମରେ ସୌମ୍ୟରଞ୍ଜନ ରାଉତରାୟ, ଏମ-ଫାର୍ମରେ ପରିମିତା ସାହୁ ଟପ୍ପର ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳ ସାଜିଛି ରଙ୍ଗ୍‌ ସାଇଡ୍‌ ଡ୍ରାଇଭିଂ:ଟୁଇନ୍‌ ସିଟିରେ ୨୦୦ ସ୍ଥାନ ଚିହ୍ନଟ, ୬୦ ଅତି ସମ୍ବେଦନଶୀଳ

ଭୁବନେଶ୍ୱର,୪ା୧୨(ବ୍ୟୁରୋ):ରଙ୍ଗ୍‌ ସାଇଡ୍‌ ଡ୍ରାଇଭିଂ ଯୋଗୁ ଅଧିକାଂଶ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ଡିସେମ୍ବର ୧ରୁ ରାଜ୍ୟରେ ନୂଆ ମୋଟର ଯାନ ଆଇନକୁ କଡ଼ାକଡ଼ି କରାଯାଇଥିବାବେଳେ...

ଭିସା ଷ୍ଟିଲ୍‌କୁ ସୁରକ୍ଷା ଦେଉଛି ଏସ୍‌ପିସିବି

ଯାଜପୁର ଅଫିସ୍‌/ଯାଜପୁର ଟାଉନ (ଡି.ଏନ୍‌.ଏ), ୬।୬: କଳିଙ୍ଗନଗର ଭିସା ଷ୍ଟିଲ୍‌ କାରଖାନା ବର୍ଜ୍ୟଜଳରେ ସାଇନାଇଡ, ଫେନଲ, ହେକ୍ସାଭାଲେଣ୍ଟ କ୍ରୋମିୟମ ଆବଶ୍ୟକତାଠାରୁ ଅଧିକ ରହିଛି ବୋଲି ରାଜ୍ୟ...

ବୁଲି ଯାଇଥିଲେ ମାଲେସିଆ, କରୋନା ଭୟରେ ଝାରସୁଗୁଡ଼ା ଚିକିତ୍ସାଳୟ ଆସିଲେ ଯୁବକ

ଝାରସୁଗୁଡା ଅଫିସ,୬।୩- କରୋନା ସଂକ୍ରମଣ ବର୍ତ୍ତମାନ ସମଗ୍ର ବିଶ୍ୱ ପାଇଁ ମହାମାରୀ ସାଜିଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ମଧ୍ୟ ଏହି ରୋଗର ମୁକାବିଲା ପାଇଁ ପ୍ରସ୍ତୁତ...

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ବେସାହାରା ହେଲେ ଦୁଇ ପରିବାର

କୋକସରା,୨୫ା୬(ଡି.ଏନ୍‌.ଏ.): ଲଗାଣ ବର୍ଷାରେ ଦୁଇ ପରିବାରର ମାଟିଘର ଭାଙ୍ଗିଯାଇଛି। ଫଳରେ ଏବେ ଅସହାୟ ଅବସ୍ଥାରେ ସରକାରୀ ସହାୟତା ଲୋଡୁଛନ୍ତି ବିପନ୍ନ ପରିବାର। କଳାହାଣ୍ଡି ଜିଲା କୋକସରା...

୨୬ରେ ଆଉ ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ୱର,୧୯। ୧୦(ବ୍ୟୁରୋ): ଆସନ୍ତା ୨୬ରେ ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର...

ବାଘ ନଦୀରେ ଫସି ରହିଥିବା ୫ ଉଦ୍ଧାର

ଫୁଲବାଣୀ ଅଫିସ/ କୋଟଗଡ଼(ଡି.ଏନ୍‌.ଏ.)୨୧ା୯: ଲଘୁଚାପ ପ୍ରଭାବରେ କନ୍ଧମାଳ ଜିଲାରେ ସୋମବାର ରାତିରୁ ପ୍ରବଳ ବର୍ଷା ହେଉଛି। ବର୍ଷା ଯୋଗୁ ଜିଲାର ବିଭିନ୍ନ ନଦୀରେ ଜଳସ୍ତର ବଢ଼ିବାରେ...

ଭୋଟରଙ୍କୁ ମନେଇବା ପାଇଁ ପ୍ରାର୍ଥୀଙ୍କ ଆପ୍ରାଣ ଉଦ୍ୟମ

ଖଣ୍ଡପଡା,୨୧ା୪(ସ୍ବ.ପ୍ର.) ଖଣ୍ଡପଡା ନିର୍ବାଚନ ମଣ୍ଡଳୀର ବିଧାନସଭା ଆସନ ପାଇଁ ୪ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ବିଜେଡିରୁ ରାଜ୍ୟ ସଭା ସଦସ୍ୟ ସୌମ୍ୟରଞ୍ଜନ ପଟ୍ଟନାୟକ ପ୍ରାର୍ଥୀ ହୋଇଥିବା ବେଳେ...

ସ୍ବଚ୍ଛ ସର୍ବେକ୍ଷଣ ୨୦୨୦ ପାଇଁ ବିଏମ୍‌ସିର ପ୍ରସ୍ତୁତି ଆରମ୍ଭ : ନୂଆ କମିଟି ଉପରେ ଗୁରୁଦାୟିତ୍ୱ

ଭୁବନେଶ୍ୱର,୧।୧୧ : ଭାରତର ନଂ.୧ ସ୍ମାର୍ଟସିଟି ଭୁବନେଶ୍ୱର ସ୍ବଚ୍ଛ ସର୍ବେକ୍ଷଣରେ ବହୁ ପଛରେ। ଦେଶର ୪ ହଜାର ୨୩୭ ସହର ମଧ୍ୟରେ ଭୁବନେଶ୍ୱର କ୍ରମାଗତ ଭାବେ...

Advertisement
Archives

Model This Week