ଆଜିଠୁ ଓଜେଇଇ ଓ୍ବେବ୍‌ କାଉନସେଲିଂ

ଭୁବନେଶ୍ୱର,୧୨ା୯(ବ୍ୟୁରୋ): ସୋମବାରଠାରୁ ଆରମ୍ଭ ହେବ ଓଜେଇଇ ଓ୍ବେବ୍‌ କାଉନସେଲିଂ। ଆଜି ଏମ୍‌ବିଏ, ଏମ୍‌ସିଏ, ଏମ୍‌.ଟେକ୍‌, ଏମ୍‌.ଆର୍ଚ ଏବଂ ଏମ୍‌. ପ୍ଲାନ୍‌ ପାଇଁ କାଉନସେଲିଂ ହେବ।

ସେହିପରି ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାରଠାରୁ ବି.ଟେକ୍‌, ବି.ଆର୍ଚ, ବି. ପ୍ଲାନ୍‌, ବି.କ୍ୟାଟ୍‌, ଏମ୍‌.ଏସ୍‌ସି ଆଦି ପାଇଁ ଓ୍ବେବ୍‌ କାଉନସେଲିଂ ଆରମ୍ଭ ହେବ। ଛାତ୍ରୀଛାତ୍ର www.ojee.nic.in କିମ୍ବା odishajee.comକୁ ଯାଇ ସମ୍ପୂର୍ଣ୍ଣ ବିବରଣୀ ପାଇ ପାରିବେ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତେ ବେଜିଂ ମୁହାଁ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ୧୫ ମେ’ରେ ଚାଇନା ପ୍ରତିପକ୍ଷ ଶି ଜିନ୍‌ପିଙ୍ଗଙ୍କ ସହ ଦୁଇ ଦିନିଆ ଆଲୋଚନା ଶେଷ କରି ଫେରିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ…

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

ଯାତ୍ରୀବାହୀ ଟ୍ରେନ କୋଚରେ ଭୟଙ୍କର ଅଗ୍ନିକାଣ୍ଡ; ଯାତ୍ରୀଙ୍କ ମଧ୍ୟରେ ଆତଙ୍କ

ପାଟନା,୧୮।୫: ବିହାରର ସାସାରାମରେ ଏକ ଟ୍ରେନରେ ନିଆଁ ଲାଗିବା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ ସାସାରାମ-ପାଟନା ପାସେଞ୍ଜର ଟ୍ରେନର ଏକ ବଗି ସାସାରାମ ଷ୍ଟେଶନରେ ଅଟକି…

ଆଜି ଶପଥନେବେ କେରଳ ମୁଖ୍ୟମନ୍ତ୍ରୀ, ଖାର୍ଗେ-ରାହୁଲ-ପ୍ରିୟଙ୍କାଙ୍କ ସମେତ ଯୋଗଦେବେ ୩ ରାଜ୍ୟର ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୧୮।୫: କେରଳ ବିଧାନସଭା ନିର୍ବାଚନରେ, କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୪୦ ଆସନରୁ ୧୦୨ ଆସନ ହାସଲ କରି ଏକ ଐତିହାସିକ ବିଜୟ ହାସଲ…

ମିଳୁଥିଲା ୩୫୦୦ ଭତ୍ତା, ମିଳିଲା ୧୦୦୦, ଅଭିଯୋଗ କରିବା ପରେ…

ଆଳି, ୧୮ା୫(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ ପ୍ରଶାସନ ପକ୍ଷରୁ ଜଣେ ୮୫ବର୍ଷୀୟ ବୃଦ୍ଧଙ୍କୁ ଲଗାତର ଆଠ ମାସ ୩୫୦୦ ଟଙ୍କା ଲେଖାଏ ଭତ୍ତା…

Video: ମଝି ଆକାଶରେ ପିଟି ହୋଇ ହୁତୁ ହୁତୁ ହୋଇ ଜଳିଗଲା ୨ ଫାଇଟର ଜେଟ, ଦେଖନ୍ତୁ ଲୋମଟାଙ୍କୁରା ଦୃଶ୍ୟ

ଓ୍ବାଶିଂଟନ,୧୮।୫: ଆମେରିକାର ଆଇଡାହୋ ରାଜ୍ୟରେ ଆୟୋଜିତ ଏକ ଏୟାର ଶୋ’ ସମୟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ, ମାଉଣ୍ଟେନ ହୋମ ଏୟାର ଫୋର୍ସ ବେସରେ…

ମଙ୍ଗଳ ଗ୍ରହରେ ହୋଇଥିଲା ପ୍ରଳୟଙ୍କରୀ ବନ୍ୟା, ବଦଳିଥିଲା ରୂପରେଖ

ୱାଶିଂଟନ,୧୮ା୫: ବର୍ତ୍ତମାନର ଶୁଷ୍କ ଓ ଧୂଳିଝଡ଼ରେ ଆବୃତ ମଙ୍ଗଳ ଗ୍ରହ ଦିନେ ପାଣିରେ ଭରପୂର ଥିଲା। ପ୍ରାୟ ୩୫୦ କୋଟି ବର୍ଷ ପୂର୍ବେ ଏହି ଲାଲ ଗ୍ରହରେ…

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri