୩ ଶିଫ୍ଟରେ ହେବ ଓଜେଇଇ

ଭୁବନେଶ୍ୱର, ୨।୧୦(ବ୍ୟୁରୋ): ଆସନ୍ତା ୧୨ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଅନୁଷ୍ଠିତ ହେବ। ଏନେଇ ଗୁରୁବାର ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଏଥର ୩ଟି ଶିଫ୍ଟରେ ୨ ଘଣ୍ଟିଆ ଅବଧି ବିଶିଷ୍ଟ ପରୀକ୍ଷା କରାଯିବ। ସକାଳ ୯ରୁ ପୂର୍ବାହ୍ନ ୧୧, ଅପରାହ୍ନ ୧୨ଟା ୩୦ରୁ ୨ଟା ୩୦ ଓ ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୩ଟି ଶିଫ୍ଟ କରାଯାଇଛି। ସେହିଭଳି କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ ମୋଡ୍‌ରେ ଓଜେଇଇ ପରୀକ୍ଷା ହେବ। ଛାତ୍ରୀଛାତ୍ରମାନେ ଅକ୍ଟୋବର ୫ରୁ ojee.nic.in ଓ୍ବେବ୍‌ସାଇଟ୍‌ରେ ଆଇଡି ଓ ପାସ୍‌ଓ୍ବାର୍ଡ ଦେଇ ଆଡ୍‌ମିଟ କାର୍ଡ ଡାଉନଲୋଡ କରିପାରିବେ। ଏନେଇ ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇ କହିଛନ୍ତି, ଚଳିତବର୍ଷ ଓଜେଇଇ ପାଇଁ ରେକର୍ଡ ସଂଖ୍ୟକ ୭୯,୮୦୦ ଛାତ୍ରୀଛାତ୍ର ନାମ ପଞ୍ଜୀକରଣ କରିଛନ୍ତି। ୫୩ଟି ସେଣ୍ଟରରେ ଛାତ୍ରୀଛାତ୍ରମାନେ ପରୀକ୍ଷା ଦେବେ। ରାଜ୍ୟ ଭିତରେ ୨୧ଟି ସହରରେ ୫୦ଟି ପରୀକ୍ଷା କେନ୍ଦ୍ର ହୋଇଛି। ପ୍ରଥମଥର ପାଇଁ ରାଜ୍ୟ ବାହାରେ ୩ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ରାଞ୍ଚତ୍, କୋଲକାତା ଓ ପାଟନା ସେଣ୍ଟରରେ ଛାତ୍ରୀଛାତ୍ର ପରୀକ୍ଷା ଦେବାର ବ୍ୟବସ୍ଥା ହୋଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା…

ଦାଦନ ଖଟିବାକୁ ଯାଇ ଓଡ଼ିଆ ଶ୍ରମିକ ନିଖୋଜ

ଦିଗପହଣ୍ଡି,୧୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ବୁଲୁ ନାଇକ(୪୨) ଦାଦନ ଶ୍ରମିକ ଭାବେ କାମ କରିବାକୁ ମହାରାଷ୍ଟ୍ରର ମୁମ୍ବାଇ…

IPL ଆରମ୍ଭ ପୂର୍ବରୁ ମହାଲଢ଼େଇ! RCBର କଟା ଘା’ରେ ଚୂନ ମାରିଲା KKR, କାବା ହେଲେ… 

ନୂଆଦିଲ୍ଲୀ,୧୪।୩: ଆଇପିଏଲ ୨୦୨୬ ସିଜନ ଆରମ୍ଭ ହେବାକୁ ମାତ୍ର ଦିନ କେଇଟା ବାକି। ନିକଟରେ ଟି-୨୦ ବିଶ୍ୱକପ ଶେଷ ହେବା ପରେ ଏବେ ପ୍ରଶଂସକ ଏହି ଟୁର୍ନାମେଣ୍ଟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri