Advertisement

ପ୍ରକାଶ ପାଇଲା ଓଜେଏସ୍‌-୨୦୨୧ ପରୀକ୍ଷାଫଳ: ଅନୁଗୋଳର ଆଦ୍ୟାଶା ମିଶ୍ର ଟପ୍ପର

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଓଜେଏସ୍‌-୨୦୨୧ର ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ୫୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ନେଇ ଓପିଏସ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ପରୀକ୍ଷାରେ ଅନୁଗୋଳର ଆଦ୍ୟାଶା ମିଶ୍ର ଟପ୍ପର ହୋଇଥିବା ବେଳେ ଚେତନା ପଟ୍ଟନାୟକ ଦ୍ୱିତୀୟ ଓ ଏ.ଗୀତାଞ୍ଜଳି ନାଇଡୁ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ସେହିପରି ଚତୁର୍ଥ ସ୍ଥାନରେ ବିଭୂ ପ୍ରସାଦ ନାୟକ, ପଞ୍ଚମ ସ୍ଥାନରେ ସୁମୀତା ରଥ, ଷଷ୍ଠରେ ରାଜଲକ୍ଷ୍ମୀ ମହାନ୍ତି, ସପ୍ତମରେ ରାଜେଶ ମିଶ୍ର, ଅଷ୍ଟମରେ ସୁସ୍ମିତା ମିଶ୍ର, ନବମରେ ସିତେଶ ମହାନ୍ତି, ଦଶମ ସ୍ଥାନରେ ବିନାୟକ ପ୍ରସାଦ ସାହୁ ଅଧିକାରୀ ଅଛନ୍ତି। ତେବେ ୫୦ ପରୀକ୍ଷାର୍ଥୀଙ୍କ ମଧ୍ୟରେ ୨୮ ଜଣ ମହିଳା ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଓଡ଼ିଶା ଦିବସରେ ସମ୍ମାନିତ ହେବେ ୧୦ କୋଭିଡ୍‌ ଯୋଦ୍ଧା

ଭୁବନେଶ୍ୱର,୩୧।୩(ବ୍ୟୁରୋ); ଆସନ୍ତା ୧ ତାରିଖରେ ଓଡ଼ିଶା ଦିବସ। ସାରା ରାଜ୍ୟରେ ଏହି ଦିବସ ପାଳନକୁ ଆକର୍ଷଣୀୟ କରିବା ପାଇଁ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ...

ଲାପ୍‌ଟପ୍‌ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନରେ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ୧୦ ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ପ୍ରଦାନ କରିଛନ୍ତି। ଏହି...

କାରଖାନାରେ କାର୍ଯ୍ୟରତ ଶ୍ରମିକଙ୍କ ମୃତ୍ୟୁ: ଯୋଡ଼ା ଅଞ୍ଚଳରେ ଚାପା ଉତ୍ତେଜନା

ଯୋଡ଼ା, ୨୯।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ମଧ୍ୟ ଭାଗରେ ଅବସ୍ଥିତ ଟାଟାଷ୍ଟିଲ କମ୍ପାନୀର ଫେରୋ ମାଙ୍ଗାନିଜ୍‌ ପ୍ଲାଣ୍ଟରେ କାର୍ଯ୍ୟରତ ଜଣେ ଶ୍ରମିକଙ୍କ ମୃତ୍ୟୁକୁ ନେଇ...

ଆଜି ରାଜଧାନୀରୁ ୩୪୨ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୮୨୬୭କୁ ବୃଦ୍ଧି

ଭୁବନେଶ୍ୱର,୧୯ା୯(ବ୍ୟୁରୋ): ଶନିବାର ରାଜଧାନୀରୁ ଆଉ ୩୪୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୨୬୭ରେ ପହଞ୍ଚିଥିବା ବିଏମ୍‌ସି ପକ୍ଷରୁ...

୨୩ଶହ ଏକରରୁ ଊର୍ଦ୍ଧ୍ୱ ସରକାରୀ ଜମି ଜବରଦଖଲ

ଭୁବନେଶ୍ୱର,୧୭ା୮(ବ୍ୟୁରୋ): ରାଜଧାନୀରେ ବେଶ୍‌ ସକ୍ରିୟ ରହିଛି ଜମି ର଼୍ୟାକେଟ୍‌। କେଉଁଠି ଗୋଷ୍ଠୀଗତ ତ ଆଉ କେଉଁଠି ବ୍ୟକ୍ତିଗତ କବ୍‌ଜାକୁ ଚାଲିଯାଉଛି ଭୁବନେଶ୍ୱରର ବହୁ ମୂଲ୍ୟବାନ ଜମି।...

ସଫେଇ କର୍ମଚାରୀଙ୍କୁ ହାଣିଦେଲେ

ବାଲେଶ୍ୱର ଅଫିସ, ୨୧ା୯: ବାଲେଶ୍ୱର ମ୍ୟୁନିସିପାଲିଟିରେ ସଫେଇ ଟେଣ୍ଡରକୁ ନେଇ ନୂଆ ଓ ପୁରୁଣା ଠିକାଦାରଙ୍କ ମଧ୍ୟରେ ଚାଲିଥିବା ବିବାଦ ସୋମବାର ଉଗ୍ରରୂପ ଧାରଣ କରିଛି।...

ଡିଜିଟାଇଜେଶନ ହୋଇପାରୁନି ପାକ୍ସ

କଟକ ଅଫିସ, ୨।୧୦: କୃଷକଙ୍କ ଆର୍ଥିକ ମାନଦଣ୍ଡରେ ଉନ୍ନତି ଆଣିବା ଲକ୍ଷ୍ୟରେ କୋ-ଅପରେଟିଭ ସୋସାଇଟି କାର୍ଯ୍ୟକାରୀ ହେଉଛି। ରାଜ୍ୟରେ ମୋଟ୍‌ ୨୭୧୦ ପ୍ରାଥମିକ କୃଷି ସମବାୟ...

ମେଡିକାଲ ନାମଲେଖା : ପ୍ରଥମ ପର୍ଯ୍ୟାୟରେ ୯୭୦ ସିଟ୍‌ ପୂରଣ

ଭୁବନେଶ୍ୱର,୧୨ା୭(ବ୍ୟୁରୋ) : ରାଜ୍ୟରେ ଥିବା ୭ଟି ସରକାରୀ ଓ ଗୋଟିଏ ଘରୋଇ ମେଡିକାଲ କଲେଜର ଏମ୍‌ବିବିଏସ୍‌ ଓ ବିଡିଏସ୍‌ ପାଠ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟ ପ୍ରୋଭିଜନାଲ ନାମଲେଖା...

Advertisement
Archives

Model This Week