ମେ’ ୨୧ରେ ଓଜେଏସ୍‌-୨୦୨୨ ପ୍ରିଲିମନାରି ପରୀକ୍ଷା

କଟକ ଅଫିସ, ୧୮ା୪: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍‌)-୨୦୨୨ର ପ୍ରିଲିମନାରି ପରୀକ୍ଷା ଆସନ୍ତା ମେ’ ୨୧ରେ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ। ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ଅଧିକ ୩୦ ମିନିଟ୍‌ ସମୟ ଦିଆଯିବ। ଏନେଇ ମଙ୍ଗଳବାର ଓପିଏସ୍‌ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ପରୀକ୍ଷା ସମ୍ପର୍କିତ ସବିଶେଷ ତଥ୍ୟ ଖୁବ୍‌ଶୀଘ୍ର ଓ୍ବେବ୍‌ସାଇଟ୍‌ରେ ପ୍ରକାଶ ପାଇବ ବୋଲି ଓପିଏସ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri