ମେ’ ୨୧ରେ ଓଜେଏସ୍‌-୨୦୨୨ ପ୍ରିଲିମନାରି ପରୀକ୍ଷା

କଟକ ଅଫିସ,୧୯।୪: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍‌)-୨୦୨୨ର ପ୍ରିଲିମନାରି ପରୀକ୍ଷା ଆସନ୍ତା ମେ’ ୨୧ରେ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ। ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ଅଧିକ ୩୦ ମିନିଟ୍‌ ସମୟ ଦିଆଯିବ। ଏନେଇ ମଙ୍ଗଳବାର ଓପିଏସ୍‌ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ପରୀକ୍ଷା ସମ୍ପର୍କିତ ସବିଶେଷ ତଥ୍ୟ ଖୁବ୍‌ଶୀଘ୍ର ଓ୍ବେବ୍‌ସାଇଟ୍‌ରେ ପ୍ରକାଶ ପାଇବ ବୋଲି ଓପିଏସ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ମିଶିଲେ ଜିଲା ଯୁବ କଂଗ୍ରେସ ପୂର୍ବତନ ସଭାପତି

ଢେଙ୍କାନାଳ,୩୦ା୪(ରତନ ନାୟାର): ଢେଙ୍କାନାଳ ସହର ଗଣେଶ ମଣ୍ଡପଠାରେ ରବିବାର ବିଜେଡି ପକ୍ଷରୁ ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ଯୁବ କଂଗ୍ରେସର ପୂର୍ବତନ ସଭାପତି...

ଚିନ୍ତା ବଢ଼ାଇଲାଣି ଜଙ୍ଗଲ ନିଆଁ

ନୟାଗଡ଼,୩୦।୪(ଲୋକନାଥ ମିଶ୍ର): ନୟାଗଡ଼ ବନଖଣ୍ଡ ଓ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡରେ ଜଙ୍ଗଲରେ ଲାଗୁଥିବା ନିଆଁ ଚିନ୍ତା ବଢାଇ ଦେଲାଣି। ଅଗ୍ନିବର୍ଷା ବେଳେ ଜଙ୍ଗଲର ନିଆଁର ତାତି...

ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲେ

ରେମୁଣା,୩୦।୪(ରବୀନ୍ଦ୍ର ମହାକୁଡ଼): ବାଲେଶ୍ୱର ଜିଲା ରେମୁଣା ନିର୍ବାଚନମଣ୍ଡଳୀ ଅଧୀନ କୁରୁଡ଼ା ଯାତ୍ରାପଡ଼ିଆଠାରେ କଂଗ୍ରେସର ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ପ୍ରାର୍ଥୀ ଶ୍ରୀକାନ୍ତ ଜେନା...

କଟକ ଲୋକ ସଭା ଆସନ: ଅଭିଜ୍ଞ ବନାମ ନୂଆ ଚେହେରା

କଟକ,୩୦।୪(ଶିଳ୍ପା ପ୍ରିୟଦର୍ଶିନୀ):କଟକ ସଂସଦୀୟ କ୍ଷେତ୍ରରେ ତ୍ରିମୁଖୀ ଲଢେଇ ହେବା ନେଇ ଆଲୋଚନା ହେଉଛି। ଲୋକ ସଭା ଆସନ ପାଇଁ ବିଜେଡି ସଂତୃପ୍ତ ମିଶ୍ର, ଭାଜପା ଭର୍ତ୍ତୃହରି...

‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’

ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର...

ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହେଲା ପୁଳାପୁଳା ଟଙ୍କା

ଭୁବନେଶ୍ୱର,୩୦।୪: ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ମଙ୍ଗଳବାର ପୁଳାପୁଳା ଟଙ୍କା ଜବତ ହୋଇଛି। ଏହା ୭୫ ଲକ୍ଷରୁ ଅଧିକ ହେବ ବୋଲି ଜଣାପଡିଛି। ଦୁଇ ଜଣ...

ଭାଜପାରେ ମିଶିଲେ ୩୦ ପରିବାର

ଚାନ୍ଦବାଲି,୩୦ା୪(କିଷାନ ପାତ୍ର): ଚାନ୍ଦବାଲି ବ୍ଲକର ବଡ଼ଓସ୍ତିଆ ପଞ୍ଚାୟତରେ ଭାଜପା ପକ୍ଷରୁ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଶ୍ରୀଧର ସାହୁଙ୍କ ନେତୃତ୍ୱରେ ୩୦ ପରିବାର ବିଜେଡି ଛାଡ଼ି...

‘ସମସ୍ତ ଉଠାଦୋକାନୀ ଥଇଥାନ ହେବେ’

ଭୁବନେଶ୍ୱର, ୩୦।୪ (ବନ୍ଦନା ସେଠୀ):ଭୁବନେଶ୍ୱରରେ ଥିବା ୧୦୦ ଉଠାଦୋକାନୀ ସଂଘର ସଭାପତି ଓ ସମ୍ପାଦକଙ୍କୁ ନେଇ ସୋମବାର ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାଗୃହରେ ଏକ ଜରୁରିକାଳୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri