ନଭେମ୍ବର ୩ରୁ ଓଜେଏସ୍‌ ମେନ୍‌

ଭୁବନେଶ୍ୱର,୩ା୧୦ (ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସିି) ପକ୍ଷରୁ ଓଡ଼ିଶା ନ୍ୟାୟିକ ସେବା (ଓଜେଏସ୍‌)-୨୦୨୩ ମେନ୍‌ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ପ୍ରିଲିମିନାରି ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ମୋଟ ୬୮୦ଜଣ ପରୀକ୍ଷାର୍ଥୀ ମେନ୍‌ ଦେବାକୁ ଯୋଗ୍ୟତା ଅର୍ଜନ କରିଛନ୍ତି। ଏନେଇ ଓପିଏସ୍‌ସି ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇ ସୂଚନା ଦିଆଯାଇଛି। ବିଜ୍ଞପ୍ତି ଅନୁସାରେ, ରାଜ୍ୟର ଭୁବନେଶ୍ୱର, କଟକ ଓ ସମ୍ବଲପୁର ଆଦି ୩ଟି ଜୋନ୍‌ରେ ପରୀକ୍ଷା କରାଯିବ। ନଭେମ୍ବର ୩ରୁ ୬ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ହେବ। ପ୍ରାର୍ଥୀମାନେ ଓପିଏସ୍‌ସିର ଅଫିସିଆଲ ୱେବ୍‌ସାଇଟକୁ ଯାଇ ଏ ବାବଦରେ ସବିଶେଷ ତଥ୍ୟ ପାଇପାରିବେ। ସୂଚନାଯୋଗ୍ୟ, ଗତ ଅଗଷ୍ଟରେ ପ୍ରିଲିମିନାରି ପରୀକ୍ଷାର ଫଳାଫଳ ପ୍ରକାଶ ପାଇଥିଲା। ମୋଟ ୨୭୭ ଜଣ ପୁରୁଷ ଓ ୪୦୩ ଜଣ ମହିଳା ପ୍ରାର୍ଥୀ କୃତକାର୍ଯ୍ୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଲେ ଅନୁରାଗ ଠାକୁର, ୯ ବର୍ଷର ବିଳମ୍ବ ଉପରେ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୮।୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)ର ପୂର୍ବତନ ଅଧ୍ୟକ୍ଷ ଅନୁରାଗ ଠାକୁର, ବିସିସିଆଇରେ ପଦରେ ଲାଗିଥିବା ପ୍ରତିବନ୍ଧକ ଉଠାଇବା ନିଷ୍ପତ୍ତିରେ…

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ…

ପାକିସ୍ତାନ ନୁହେଁ ଏହି ଟିମ ସହ ପରବର୍ତ୍ତି ମ୍ୟାଚ ଖେଳିବ ଭାରତ, ଜାଣନ୍ତୁ କେବେ ହେବ ମୁହାଁମୁହିଁ

ନୂଆଦିଲ୍ଲୀ,୮।୨: ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଏକ ଦମଦାର ବିଜୟ ସହିତ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟ ଚମକି ଉଠିଥିଲା,…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri