କଟକ,୨୮।୬(ସୁପ୍ରିୟା ପ୍ରିୟଦର୍ଶିନୀ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍ସି) ପକ୍ଷରୁ ଓଡ଼ିଶା ନ୍ୟାୟିକ ସେବା(ଓଜେଏସ୍)୨୦୨୨ ପ୍ରିଲିମିନାରି ଲିଖିତ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ୯୯୪ ଜଣ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫୬୨ ଜଣ ମହିଳା ଅଛନ୍ତି। ଏହି ପରୀକ୍ଷା ଗତମାସ ୨୧ ତାରିଖରେ ଅନୁଷ୍ଠିତ ହୋଇଥିଲା। କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀ ଓଜେଏସ୍ ମେନ୍ ପରୀକ୍ଷା ଦେବେ। ମୁଖ୍ୟ ଲିଖିତ ପରୀକ୍ଷା ପାଇଁ ଯୋଗ୍ୟ ପରୀକ୍ଷାର୍ଥୀଙ୍କ ରୋଲ ନମ୍ବର ଓପିଏସ୍ସି ୱେବ୍ସାଇଟ୍ www.opsc.gov.inରେ ଉପଲବ୍ଧ ରହିଛି।
Posted inଆମ ଜିଲା ଖବର, କଟକ View All
ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ
ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…
ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…
ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…
ହାଲ୍ରେ ଶକ୍ତି ମିଗ୍ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍ (ହାଲ୍)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍ ଇଞ୍ଜିନ ପ୍ରକଳ୍ପର…
ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ
ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…
ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍
ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…
ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି
କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…
ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର
ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…
ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି
ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

